Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଉପରେ ୧୦୦% ଟାରିଫ୍‌ର ଟେନସନ୍, ...

  • ନାଳରେ ଭାସିଗଲା କାର୍‌, ୭ ମୃତ

  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ...

  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ

  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ...

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

ରାଜ୍ୟ
Home ›› ରାଜ୍ୟ ››ସ୍କ୍ରବ୍ ଟାଇଫସ୍ ନେଇ ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ

ସ୍କ୍ରବ୍ ଟାଇଫସ୍ ନେଇ ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ

2026-09-19 11:49:38
14961
Share:
Facebook
Twitter
E-Mail
WhatsApp
Telegram
ସ୍କ୍ରବ୍ ଟାଇଫସ୍ ନେଇ ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ

ଭୁବନେଶ୍ଵର : ସୁନ୍ଦରଗଡ଼ ଜିଲ୍ଲାରେ ଦିନକୁ ଦିନ ବଢୁଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଜିଲ୍ଲାରେ ୮୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୫ ହଜାର ୬ ଶହ ଲୋକଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି । ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବଢିବ ବୋଲି ଆଶଙ୍କା କରାଯାଉଛି । ଏନେଇ ସ୍ଵାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ, ସ୍କ୍ରବ୍ ଟାଇଫସ୍ ପାଇଁ ସ୍ୱତନ୍ତ୍ର ଗାଇଡ ଲାଇନ୍ ହୋଇଛି । ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ । ଏଲିଶା ଟେଷ୍ଟ ନ ହେବା ଯାଏଁ ସ୍କ୍ରବ୍ ଟାଇଫସ କନଫର୍ମ ହୋଇ ନଥାଏ । ଜାନୁଆରୀରୁ ଏଯାଏଁ କୌଣସି କନଫରମେସନ ହୋଇ ନାହିଁ । ସୁନ୍ଦରଗଡ଼ର ଯେଉଁ କେସ୍ ଆସିଛି ତାହା ପୁରୁଣା ହୋଇପାରେ । ଆମେ ତାକୁ ଆଉ ଥରେ ତର୍ଜମା କରିବୁ । ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ୱତନ୍ତ୍ର ଟିମ୍ ସୁନ୍ଦରଗଡ଼ ଓ ପାଲଲହଡା ଯାଇଛନ୍ତି । ଆମେ ସ୍ଥିତି ଉପରେ ନଜର ରଖିଛୁ । ମୁଁ ବ୍ୟକ୍ତିଗତ ଭାବରେ ମଧ୍ୟ ନଜର ରଖିଛି । 

ସେହିପରି ରାୟଗଡ଼ା ଡାଇରିଆ ପ୍ରସଙ୍ଗରେ ସେ କହିଛନ୍ତି ଯେ, ରାୟଗଡ଼ା ଓ ଏହାର ଆଖପାଖ ଜିଲ୍ଲାରେ ଡାଇରିଆ ସମ୍ପର୍କିତ ଖବର ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି । ଏଥିପାଇଁ ସ୍ୱତନ୍ତ୍ର ଟିମ୍ ମନିଟରିଂ କରୁଛି । ଡାଇରିଆ ଭଳି ସମସ୍ୟାରେ ଦୂଷିତ ପାଣି ଓ ଖାଦ୍ୟ ଏକ ବଡ଼ କାରଣ ହୋଇପାରେ । ତେଣୁ ବିଭାଗ ପକ୍ଷରୁ ଶୁଦ୍ଧ ପାନୀୟ ଜଳ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି । ଆବଶ୍ୟକ ଔଷଧ ଓ ଚିକିତ୍ସା ବ୍ୟବସ୍ଥା ମଧ୍ୟ ପ୍ରସ୍ତୁତ ରଖାଯାଇଛି । କୌଣସି ଅଞ୍ଚଳରେ ଖାଦ୍ୟଜନିତ ସମସ୍ୟାର ସନ୍ଦେହ ହେଲେ ଫୁଡ୍ ସେଫ୍ଟି ବିଭାଗ ପକ୍ଷରୁ ମଧ୍ୟ ଯାଞ୍ଚ କରାଯାଉଛି ।
ସୂଚନା ଥାଉକି, ସ୍କ୍ରବ୍ ଟାଇଫସ୍ ଏକ ପ୍ରକାର ସଂକ୍ରାମକ ରୋଗ । ଚିଗର୍ ନାମକ ଅତି କ୍ଷୁଦ୍ର ମାଇଟ୍ର କାମୁଡ଼ା ଦ୍ୱାରା ଏହାର ସଂକ୍ରମଣ ହୋଇଥାଏ । ବିଲ, ଜଙ୍ଗଲ କିମ୍ବା ଘାସବଣରେ କାମ କରୁଥିବା ଲୋକମାନେ ଏଥିପ୍ରତି ଅଧିକ ସତର୍କ ରହିବା ଆବଶ୍ୟକ ।

Powered by Froala Editor

Tags Minister

Related articles Odisha News Lens 4.1

  • ନାଳରେ ଭାସିଗଲା କାର୍‌, ୭ ମୃତ
    ଦେଶ-ଦେଶାନ୍ତର

    ନାଳରେ ଭାସିଗଲା କାର୍‌, ୭ ମୃତ

    13775
    Sep 19, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    14134
    Sep 18, 2026
  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14882
    Sep 18, 2026
  • ଭାରତ ଉପରେ ୧୦୦% ଟାରିଫ୍‌ର ଟେନସନ୍, ଟ୍ରମ୍ପଙ୍କ ସ୍ୱାକ୍ଷର ବଢାଇଲା ଚିନ୍ତା
    ଦେଶ-ଦେଶାନ୍ତର

    ଭାରତ ଉପରେ ୧୦୦% ଟାରିଫ୍‌ର ଟେନସନ୍, ଟ୍ରମ୍ପଙ୍କ ସ୍ୱାକ୍ଷର ବଢାଇଲା ଚିନ୍ତା

    13527
    Sep 19, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13633
    Sep 18, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା
    ଦେଶ-ଦେଶାନ୍ତର

    ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    15098
    Sep 18, 2026
  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ
    ଦେଶ-ଦେଶାନ୍ତର

    ମାଓବାଦୀର ବଡ଼ ନେତାଙ୍କୁ ଗିରଫ

    14589
    Sep 18, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ
    ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14044
    Sep 18, 2026
  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14498
    Sep 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14882
    Sep 18, 2026
  • ଦେଶ-ଦେଶାନ୍ତର

    ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14498
    Sep 18, 2026
  • ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13633
    Sep 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17106
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17790
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17770
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18178
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14044
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14622
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16245
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14773
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14082
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15467
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15226
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14651
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14323
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    14134
    Sep 18, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13633
    Sep 18, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    15098
    Sep 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In