Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ...

  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

  • ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ...

  • ପୃଥ୍ୱୀ ଶ’ଙ୍କ ସହ ସମ୍ପର୍କ ଭାଙ୍ଗିଲେ ...

  • ଦ୍ଵିତୀୟଥର କନ୍ୟାରତ୍ନର ମାତା-ପିତା ହେଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

2026-09-21 06:56:42
14335
Share:
Facebook
Twitter
E-Mail
WhatsApp
Telegram
ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି । ଏହି ତାଲିକାରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ତାଙ୍କ ପତ୍ନୀ କ୍ୟୋକୋ ଏସ୍‌. ଜୟଶଙ୍କରଙ୍କ ନାଁ ରହିଛି । ସେହିପରି CBI ନିର୍ଦ୍ଦେଶକ ପ୍ରବୀଣ ସୁଦ, ତାଙ୍କ ପତ୍ନୀ ଭନିତା ସୁଦ ଓ ମା’ କମଲେଶ ସୁଦ,ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲ୍‌କୃଷ୍ଣ ଆଡଭାନି, ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ମଧ୍ୟ ନୋଟିସ୍‌ ମିଳିଛି।

ଏହି ନୋଟିସ୍‌ଗୁଡ଼ିକ ଭୋଟର ତଥ୍ୟକୁ ପୂର୍ବ ରିଭିଜନ୍ ରେକର୍ଡ ସହ ଯୋଡ଼ି ନପାରିବା ବା ଅନ୍ୟାନ୍ୟ ତଥ୍ୟଗତ ଅସଙ୍ଗତି ସହ ଜଡ଼ିତ। ଜୟଶଙ୍କର ଓ ତାଙ୍କ ପତ୍ନୀ କ୍ୟୋକୋ ଜୟଶଙ୍କରଙ୍କୁ 'ଅନ୍‌ମ୍ୟାପ୍‌ଡ୍ ୱିଥ୍ ଲାଷ୍ଟ ଏସ୍‌ଆଇଆର୍' ଶ୍ରେଣୀରେ ନୋଟିସ୍ ମିଳିଛି। ସେହିପରି ପୂର୍ବତନ ସେନାମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ୱିବେଦୀ ଓ ତାଙ୍କ ପତ୍ନୀ ସୁନୀତା ଦ୍ୱିବେଦୀଙ୍କ ରେକର୍ଡ ମଧ୍ୟ ପୂର୍ବତନ ଏସ୍‌ଆଇଆର୍ ତାଲିକା ସହ ମ୍ୟାପ୍ ହୋଇନଥିବା ଦର୍ଶାଯାଇଛି। ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ରଞ୍ଜନା ଦେସାଇ ଓ ତାଙ୍କ ପରିବାରର କିଛି ସଦସ୍ୟଙ୍କୁ ମଧ୍ୟ ନୋଟିସ୍‌ ଦିଆଯାଇଥିବା ରିପୋର୍ଟରେ କୁହାଯାଇଛି।

ନିର୍ବାଚନ କମିଶନଙ୍କ ଯାଞ୍ଚରେ ଏହି ଭୋଟରମାନଙ୍କ ବର୍ତ୍ତମାନର ରେକର୍ଡକୁ ପୂର୍ବ SIR ସମୟରେ ପ୍ରସ୍ତୁତ ହୋଇଥିବା ଭୋଟର ତାଲିକା ସହିତ ମ୍ୟାପ୍‌ କରାଯାଇପାରିନଥିବା କୁହାଯାଇଛି ।

Powered by Froala Editor

Tags jay

Related articles Odisha News Lens 4.1

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13675
    Sep 21, 2026
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13600
    Sep 20, 2026
  • ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ
    ଦେଶ-ଦେଶାନ୍ତର

    ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ

    15619
    Sep 20, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14484
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14335
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13259
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15155
    Sep 21, 2026
  •  ୫ଦିନ ବନ୍ଦ ରହିବ ବ୍ୟାଙ୍କ
    ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14285
    Sep 21, 2026
  • ପୃଥ୍ୱୀ ଶ’ଙ୍କ ସହ ସମ୍ପର୍କ ଭାଙ୍ଗିଲେ ଆକୃତି
    ଦେଶ-ଦେଶାନ୍ତର

    ପୃଥ୍ୱୀ ଶ’ଙ୍କ ସହ ସମ୍ପର୍କ ଭାଙ୍ଗିଲେ ଆକୃତି

    14052
    Sep 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଦ୍ଵିତୀୟଥର କନ୍ୟାରତ୍ନର ମାତା-ପିତା ହେଲେ ଦୀପିକା-ରଣବୀର

    14459
    Sep 20, 2026
  • ଦେଶ-ଦେଶାନ୍ତର

    ପୃଥ୍ୱୀ ଶ’ଙ୍କ ସହ ସମ୍ପର୍କ ଭାଙ୍ଗିଲେ ଆକୃତି

    14052
    Sep 20, 2026
  • ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15155
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17110
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17798
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17774
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18182
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14484
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14416
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14669
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16293
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14818
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15604
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15364
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14656
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14330
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ

    15619
    Sep 20, 2026
  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14285
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14335
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In