Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

  • ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ...

  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ...

  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ...

  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ...

  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା ...

  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ...

Home ›› ››ହାଇଦରକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ

ହାଇଦରକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ

2021-04-13 11:15:19
15887
Share:
Facebook
Twitter
E-Mail
WhatsApp
Telegram
ହାଇଦରକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ
ଭୁବନେଶ୍ୱର : ଏସସିବି ମେଡ଼ିକାଲରୁ ଚମ୍ପଟ ମାରିଛି କୁଖ୍ୟାତ ଗ୍ୟାଙ୍ଗଷ୍ଟାର ହାଇଦର । ଯାହା ଏବେ ପୁଲିସର ନିଦ ହଜାଇଦେଇଛି । ଅପରପକ୍ଷରେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଏନେଇ ବିସ୍ଫୋରକ ବୟାନ ଦେଇଛନ୍ତି । ତାହାକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ବିଜୟ କହିଛନ୍ତିଯେ, ହାଇଦର ଫେରାର ହେବା ପଛରେ ବଡ଼ ଅଫିସରଙ୍କର ସଂପୃକ୍ତି ରହିଛି । ସୁପରିକଳ୍ପିତ ଓ ଯୋଜନାବଦ୍ଧ ଭାବେ ହାଇଦରକୁ ଫେରାର କରାଯାଇଛି । ଫେରାରର ସତ୍ୟ ଘଟଣାକୁ ଲୁଚେଇବାକୁ ଚେଷ୍ଟା କରାଯାଉଛି । ପ୍ରଥମେ ଏସଟିଏଫ ମୁଖ୍ୟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦରକାର । ଡିଜି, ଏସଟିଏଫ ମୁଖ୍ୟ, ଏଡ଼ିଜି, ଡିସିପି ନିଜ ଦାୟିତ୍ୱ ଠିକରେ ତୁଲାଇବାକୁ ସେ କହିଛନ୍ତି । ସେହିପରି ହାଇଦରକୁ ଖସାଇବା ପାଇଁ ଡିସେମ୍ବର ମାସରୁ ପ୍ରସ୍ତୁତି ଚାଲିଥିଲା । ଏଥିରେ ଓଡ଼ିଶାର ବଡ଼ ବଡ଼ ଅଫିସରଙ୍କ ସଂପୃକ୍ତି ରହିଛି । ସାଧାରଣ ରୋଗୀଙ୍କୁ ଏସସିବିରେ ବେଡ଼ ମିଳୁନଥିବାବେଳେ ଗ୍ୟାଙ୍ଗଷ୍ଟାରକୁ କେବିନ କେମିତି ମିଳିଲା ବୋଲି ସେ ପ୍ରଶ୍ନ କରିଛନ୍ତି । ଏସସିବିରେ କ୍ୟାବିନ ବ୍ୟବସ୍ଥା କିଏ କରିଥିଲା ବୋଲି ଶ୍ରୀ ମହାପାତ୍ର ପଚାରିଛନ୍ତି ।
Tags Haider

Related articles Odisha News Lens 4.1

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14881
    Jun 08, 2026
  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14868
    Jun 07, 2026
  •   ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ
    ଦେଶ-ଦେଶାନ୍ତର

    ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    13893
    Jun 08, 2026
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ
    ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13709
    Jun 08, 2026
  •  ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...

    14959
    Jun 08, 2026
  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15365
    Jun 08, 2026
  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ
    ଦେଶ-ଦେଶାନ୍ତର

    କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ

    14755
    Jun 08, 2026
  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA
    ଦେଶ-ଦେଶାନ୍ତର

    ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA

    15547
    Jun 08, 2026
  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ
    ଦେଶ-ଦେଶାନ୍ତର

    ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13997
    Jun 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ଜାରି

    14959
    Jun 08, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13709
    Jun 08, 2026
  • ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14881
    Jun 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16912
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17529
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17578
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17968
    Sep 06, 2023

ବିଶେଷ

  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    13963
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13982
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14909
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14773
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15313
    May 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15455
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15197
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15684
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14023
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13709
    Jun 08, 2026
  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ

    13854
    Jun 08, 2026
  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15365
    Jun 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In