Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

ବାଣିଜ୍ୟ
Home ›› ବାଣିଜ୍ୟ ››ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

2026-09-23 14:51:32
15969
Share:
Facebook
Twitter
E-Mail
WhatsApp
Telegram
ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ଶିଳ୍ପ-ଆବଶ୍ୟକ ଦକ୍ଷତା ବିକାଶ ସହିତ ସେମାନଙ୍କର ନିଯୁକ୍ତି ସାମର୍ଥ୍ୟ ବୃଦ୍ଧି ଏବଂ ଦୀର୍ଘ ଜୀବିକା ସୁଯୋଗକୁ ସକ୍ଷମ କରିବା ଉଦ୍ଦେଶ୍ୟରେ ଏକ ସଂରଚିତ ଦକ୍ଷତା ବିକାଶ ପଦକ୍ଷେପ କାର୍ଯ୍ୟକାରୀ କରିଛି। ଲାଞ୍ଜିଗଡ଼ରେ ବେଦାନ୍ତ ଆଲୁମିନିୟମର କାର୍ଯ୍ୟକଳାପକୁ ଆଖପାଖର ଗ୍ରାମର ଯୁବ ଯୁବତୀମାନେ ଏହି ପଦକ୍ଷେପ ମାଧ୍ୟମରେ ନୂତନ ଦିଗ ଖୋଜୁଛନ୍ତି। 

ଏହାର ଆରମ୍ଭ ପରଠାରୁ, ଏହି ପଦକ୍ଷେପ ୧୦୦୦ ରୁ ଅଧିକ ଯୁବକମାନଙ୍କୁ ତାଲିମ ଦେଇଛି, ଯେଉଁମାନଙ୍କ ମଧ୍ୟରୁ ୭୫ ପ୍ରତିଶତରୁ ଅଧିକ ଓଡ଼ିଶା ମଧ୍ୟରେ ନିଯୁକ୍ତି ସୁଯୋଗ ପାଇଛନ୍ତି। ମୋଟ ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୫ ପ୍ରତିଶତ ହେଉଛନ୍ତି ମହିଳା, ଯାହା ସମାବେଶୀ ଅଭିବୃଦ୍ଧି ଉପରେ ଏହି କାର୍ଯ୍ୟକ୍ରମର ଗୁରୁତ୍ୱକୁ ପ୍ରତିଫଳିତ କରୁଛି। ସରକାରଙ୍କ ସହିତ ଭାଗିଦାରୀ ମାଧ୍ୟମରେ ଏହି ପ୍ରକଳ୍ପ ବର୍ତ୍ତମାନ ଭବାନୀପାଟଣା ଏବଂ ଲାଞ୍ଜିଗଡ଼ରେ ଆବାସିକ ଏବଂ ଅଣ-ଆବାସିକ ତାଲିମ କେନ୍ଦ୍ର ମାଧ୍ୟମରେ ପରିଚାଳିତ ହେଉଛି, ଯେଉଁଥିରେ ଇଲେକ୍ଟ୍ରିସିଆନ୍, ସିଲେଇ ମେସିନ୍ ଅପରେଟର ଏବଂ ଖାଦ୍ୟ ଏବଂ ପାନୀୟ ସହାୟକ ପରି ବିଭିନ୍ନ ପାଠ୍ୟକ୍ରମ ପ୍ରଦାନ କରାଯାଉଛି ।

ଏକ ବିକଶିତ ଭାରତର ଦୃଷ୍ଟିକୋଣ ସହିତ ଯୋଡ଼ି ହୋଇ, ଏହି ପଦକ୍ଷେପ ଗୁଣାତ୍ମକ ଧନ୍ଦାମୂଳକ ତାଲିମ, ଦକ୍ଷତା ବୃଦ୍ଧି ଏବଂ ନିଯୁକ୍ତି ସହାୟତା ମାଧ୍ୟମରେ ଶିଳ୍ପ ଚାହିଦା ଏବଂ କାର୍ଯ୍ୟବଳ ପ୍ରସ୍ତୁତି ମଧ୍ୟରେ ଥିବା ପାର୍ଥକ୍ୟକୁ ଦୂର କରିବା ଉପରେ ଧ୍ୟାନ ଦେଇଥାଏ। ସରକାରୀ ସଂସ୍ଥା ଏବଂ ଅନୁଷ୍ଠାନ (ଓଏସଡିଏ ଏବଂ ନାବାର୍ଡ) ସହିତ ଭାଗିଦାରୀ ମାଧ୍ୟମରେ କାର୍ଯ୍ୟକାରୀ ହୋଇଥିବା ଏହି ପଦେକ୍ଷପ ଯୁବକମାନଙ୍କୁ ବୈଷୟିକ ଦକ୍ଷତା ବିକାଶ, କାର୍ଯ୍ୟକ୍ଷେତ୍ର ପ୍ରସ୍ତୁତିରେ ଉନ୍ନତି ଏବଂ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ସୁଯୋଗ ପାଇବା ପାଇଁ ଏକ ବ୍ୟାପକ ମଞ୍ଚ ପ୍ରଦାନ କରିଥାଏ। 

ବଡଗୁଡା ଗାଁର ବିଗ୍ନାସିନୀ ବିସିଙ୍କ ଭଳି ହିତାଧିକାରୀଙ୍କ ପାଖରେ ଏହି କାର୍ଯ୍ୟକ୍ରମର ପ୍ରଭାବ ପ୍ରତିଫଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ, ବୃତ୍ତିଗତ ଦକ୍ଷତାର ଅଭାବ ହେତୁ ବିଗ୍ନେଶ୍ବିନୀ ସୀମିତ ନିଯୁକ୍ତି ସମ୍ଭାବନାର ସମ୍ମୁଖୀନ ହୋଇଥିଲେ। ଦୁଇ ମାସର ବ୍ୟାପକ ଖାଦ୍ୟ ଏବଂ ପାନୀୟ ସେବା ତାଲିମ, ଯେଉଁଥିରେ ମୌଳିକ ଦକ୍ଷତା ତାଲିମ ଏବଂ ଆଇଟି ତାଲିମ ଅନ୍ତର୍ଭୁକ୍ତ ଥିଲା, ସେ ଆତିଥେୟତା କ୍ଷେତ୍ରରେ ପ୍ରବେଶ କରିବା ପାଇଁ ଆବଶ୍ୟକ ଦକ୍ଷତାର ବିକାଶ କରିଥିଲେ। ସେ ଜାତୀୟ ସ୍ତରର ଏକ ଶୀର୍ଷ ହୋଟେଲ ଶୃଙ୍ଖଳାରେ ନିଯୁକ୍ତି ପାଇଛନ୍ତି, ସ୍ୱାଧୀନ ଭାବରେ ତାଙ୍କ ପରିବାରକୁ ପ୍ରତିପାଳନ କରୁଛନ୍ତି । 

"ଏହି ପ୍ରଶିକ୍ଷଣ ମୋତେ ମୋର ଦକ୍ଷତାକୁ ଉନ୍ନତ କରିବାରେ ଏବଂ ଆତ୍ମବିଶ୍ୱାସ ହାସଲ କରିବାରେ ସାହାଯ୍ୟ କରିଥିଲା। ଆଜି, ମୁଁ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାକୁ, ମୋ ପରିବାରକୁ ସମର୍ଥନ କରିବାକୁ ଏବଂ ଆତ୍ମବିଶ୍ୱାସର ସହ ଆଗକୁ ଦେଖିବାକୁ ସକ୍ଷମ ", ବିଗ୍ନାସିନୀ କୁହନ୍ତି। 

ମୁସାନାଲ ଗ୍ରାମରୁ ଅଭିରାମ ହରିଜନଙ୍କ ଯାତ୍ରାରେ ମଧ୍ୟ ଅନୁରୂପ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆର୍ଥିକ ଦୃଷ୍ଟିରୁ ଏକ ପଛୁଆ ପୃଷ୍ଠଭୂମିରୁ ଆସି ଅଭିରାମ ପର୍ଯ୍ୟାପ୍ତ ବୈଷୟିକ ଦକ୍ଷତା ଅଭାବରୁ ସୀମିତ ନିଯୁକ୍ତି ସୁଯୋଗ ସମେତ ଆହ୍ୱାନର ସମ୍ମୁଖୀନ ହୋଇଥିଲେ। ଏହି କାର୍ଯ୍ୟକ୍ରମର ବୈଷୟିକ ତାଲିମ, ଦକ୍ଷତା ବିକାଶ ଏବଂ ନିଯୁକ୍ତି ସହାୟତା ମାଧ୍ୟମରେ ସେ ସଫଳତାର ସହ ନିଯୁକ୍ତି ହାସଲ କରିଥିଲେ ଏବଂ ଆୟର ଏକ ସ୍ଥିର ଉତ୍ସ ପ୍ରତିଷ୍ଠା କରିଥିଲେ। 

"ଏହି ପ୍ରଶିକ୍ଷଣ ମୋତେ ଏକ ଉତ୍ତମ ଭବିଷ୍ୟତ ଗଠନ ପାଇଁ ଆବଶ୍ୟକ ଦକ୍ଷତା ଏବଂ ଆତ୍ମବିଶ୍ୱାସ ପ୍ରଦାନ କରିଥିଲା। ଏକ ଚାକିରି ସୁରକ୍ଷିତ କରିବା ମୋତେ ମୋ ପରିବାରକୁ ପ୍ରତିପାଳନ କରିବାରେ ସାହାଯ୍ୟ କରିଛି ଏବଂ ଅଧିକ ସୁଯୋଗ ପାଇଁ ଚେଷ୍ଟା କରିବାକୁ ମୋତେ ଉତ୍ସାହିତ କରିଛି, "ଅଭିରାମ କୁହନ୍ତି।

ଏହି କାହାଣୀଗୁଡ଼ିକ ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପର ବ୍ୟାପକ ପ୍ରଭାବକୁ ପ୍ରତିଫଳିତ କରୁଛି। କଳାହାଣ୍ଡିରେ ଏହାର ମୂଳ କାର୍ଯ୍ୟକଳାପଠାରୁ ଆଗକୁ ଯାଇ, କମ୍ପାନୀର ପଦକ୍ଷେପ ଯୁବକମାନଙ୍କୁ କାର୍ଯ୍ୟସ୍ଥଳୀ ପ୍ରସ୍ତୁତି କରିବାରେ, ଆର୍ଥିକ ସ୍ୱାଧୀନତାକୁ ପ୍ରୋତ୍ସାହିତ କରିବାରେ ଏବଂ ଅର୍ଥପୂର୍ଣ୍ଣ କ୍ୟାରିୟର ଅନୁସରଣ କରିବାକୁ ପ୍ରେରଣା ଦେଉଛି। ସ୍ଥାୟୀ ଜୀବିକା ପାଇଁ ମାର୍ଗ ସୃଷ୍ଟି ଏବଂ ଶିଳ୍ପ-ଆବଶ୍ୟକ ଦକ୍ଷତାକୁ ପ୍ରୋତ୍ସାହିତ କରି, ଏହି ପଦକ୍ଷେପ ସମଗ୍ର ଅଞ୍ଚଳରେ ସାମାଜିକ-ଅର୍ଥନୈତିକ ବିକାଶରେ ତାହାର ଯୋଗଦାନ ଜାରି ରଖିଛି।

Powered by Froala Editor

Tags Vedanta Aluminium Plant

Related articles Odisha News Lens 4.1

  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    14894
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15181
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି
    ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14530
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14348
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14787
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    14864
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15228
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14915
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15241
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    14864
    Oct 08, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13603
    Oct 08, 2026
  • ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14530
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17161
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18228
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14411
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14517
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15529
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14202
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15939
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14530
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15253
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15392
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15241
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15181
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15228
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In