Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

2026-09-24 06:06:09
16452
Share:
Facebook
Twitter
E-Mail
WhatsApp
Telegram
‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

ଗୁଜରାଟର ଏକତା ନଗର (କେୱାଡ଼ିଆ)ଠାରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ଭାରତୀୟ ସିନେମା ଜଗତର ସର୍ବୋଚ୍ଚ ସମ୍ମାନ ‘ଦାଦାସାହେବ ଫାଲ୍‌କେ’ ପୁରସ୍କାରରେ ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ହାତରୁ ଏହି ପୁରସ୍କାର ଗ୍ରହଣ କରିବା ପରେ ନିଜର ୫୦ ବର୍ଷର ସିନେମା ଯାତ୍ରା ଓ ନାଟକ ପ୍ରତି ଥିବା ଭଲପାଇବା ସମ୍ପର୍କରେ ସ୍ମରଣ କରି ଅନନ୍ତ ନାଗ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଆଞ୍ଚଳିକ ଭାଷା ଶ୍ରେଣୀରେ ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ମିଳିଥିବା ବେଳେ ‘ଶ୍ରୀକାନ୍ତ’ (ହିନ୍ଦୀ), ‘ରାୟାନ୍’ (ତାମିଲ), ‘ମିଥ୍ୟା’(କନ୍ନଡ), ‘ଫେମିନିଚି ଫାତିମା’ (ମାଲାୟାଲମ୍) ଓ ‘କମିଟି କୁର୍ରୋଲୁ’(ତେଲୁଗୁ) ଭାଷାର ଶ୍ରେଷ୍ଠ ଫିଲ୍ମ ଭାବେ ପୁରସ୍କୃତ ହୋଇଛନ୍ତି ।

ଏହି ପୁରସ୍କାର ଉତ୍ସବରେ ‘ଆର୍ଟିକିଲ୍ ୩୭୦’କୁ ଶ୍ରେଷ୍ଠ ଫିଚର ଫିଲ୍ମ ପୁରସ୍କାର ମିଳିଥିବା ବେଳେ ଏଥିପାଇଁ ୟାମୀ ଗୌତମଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପୁରସ୍କୃତ କରାଯାଇଛି । ଶ୍ରେଷ୍ଠ ଅଭିନେତା ପୁରସ୍କାରକୁ ମାମୁଟି (ବ୍ରମଯୁଗମ୍) ଏବଂ କାର୍ତ୍ତିକ ଆର୍ଯ୍ୟନ (ଚନ୍ଦୁ ଚାମ୍ପିୟନ୍) ଯୁଗ୍ମ ଭାବେ ଜିତିଛନ୍ତି । ‘ଅମରନ୍’ ଚଳଚ୍ଚିତ୍ର ପାଇଁ ରାଜକୁମାର ପେରିୟାସାମୀଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ଏବଂ ‘ସ୍ୱାତନ୍ତ୍ର୍ୟ ବୀର ସାବରକର’ ପାଇଁ ରଣଦୀପ ହୁଦାଙ୍କୁ ଶ୍ରେଷ୍ଠ ଡେବ୍ୟୁ ନିର୍ଦ୍ଦେଶକ ଆୱାର୍ଡ ମିଳିଛି । 

‘କଳ୍‌କୀ ୨୮୯୮ ଏଡି’କୁ ଶ୍ରେଷ୍ଠ ମନୋରଞ୍ଜନଧର୍ମୀ ଫିଲ୍ମ, ‘କ୍ୟାପ୍ଟେନ୍ ମିଲର’କୁ ଶ୍ରେଷ୍ଠ ସାମାଜିକ/ମୂଲ୍ୟବୋଧ ଭିତ୍ତିକ ଫିଲ୍ମ ଏବଂ ‘୩୫ ଚିନ୍ନା କଥା କାଡୁ’କୁ ଶ୍ରେଷ୍ଠ ଶିଶୁ ଚଳଚ୍ଚିତ୍ର ଭାବେ ଚୟନ କରାଯାଇଛି ।  ‘ପୁଷ୍ପା ୨’ପାଇଁ ସୁକୁମାରଙ୍କୁ ଶ୍ରେଷ୍ଠ କାହାଣୀକାର ଏବଂ ସଙ୍ଗୀତ କ୍ଷେତ୍ରରେ ଶାଶ୍ୱତ ସଚଦେବ ( ଆର୍ଟିକିଲ ୩୭୦ ) ଓ ଜି.ଭି. ପ୍ରକାଶ (ଅମରନ୍ ) ପ୍ରମୁଖ ପୁରସ୍କୃତ ହୋଇଛନ୍ତି । ‘ଭକ୍ଷକ’ ପାଇଁ ସଞ୍ଜୟ ମିଶ୍ର ଶ୍ରେଷ୍ଠ ସହ-ଅଭିନେତା ଏବଂ ରୂପାଶ୍ରୀ ଭାର୍କାଡି ( ମିଥ୍ୟା ) ଓ ସଚନା ନାମିଦାସ ( ମହାରାଜା ) ଯୁଗ୍ମ ଭାବେ ଶ୍ରେଷ୍ଠ ସହ-ଅଭିନେତ୍ରୀ ପୁରସ୍କାର ପାଇଛନ୍ତି ।

Powered by Froala Editor

Tags lahri

Related articles Odisha News Lens 4.1

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15246
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14353
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14920
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    14900
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି
    ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14535
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15234
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14793
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    14869
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15186
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14535
    Oct 08, 2026
  • ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    14869
    Oct 08, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13610
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17161
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18228
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14411
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14517
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15529
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14203
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15939
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14535
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15258
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15392
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14793
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14353
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    14869
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In