Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ଏଫସିଆଇର ମନ୍ଥର ଚାଉଳ ଉଠାଣ ପ୍ରକ୍ରିୟା: ଧାନକ୍ରୟ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ

ଏଫସିଆଇର ମନ୍ଥର ଚାଉଳ ଉଠାଣ ପ୍ରକ୍ରିୟା: ଧାନକ୍ରୟ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ

2026-09-24 09:59:55
14026
Share:
Facebook
Twitter
E-Mail
WhatsApp
Telegram
ଏଫସିଆଇର ମନ୍ଥର ଚାଉଳ ଉଠାଣ ପ୍ରକ୍ରିୟା: ଧାନକ୍ରୟ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ

ଭୁବନେଶ୍ୱର : ରାଜ୍ୟରେ ଖରିଫ ବିପଣନ ଋତୁ ୨୦୨୫-୨୬ ପାଇଁ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଦ୍ୱାରା ଚାଉଳ ସଂଗ୍ରହ ପ୍ରକ୍ରିୟା ଧାର୍ଯ୍ୟ ଲକ୍ଷ୍ୟଠାରୁ ବହୁ ପଛରେ ପଡ଼ିଛି। ଚଳିତ ବର୍ଷ ମାର୍ଚ୍ଚରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଏଫ୍‌ସିଆଇକୁ ମୋଟ ୨୨ ଲକ୍ଷ ୧୬ ହଜାର ୦୭୪ ମେଟ୍ରିକ୍ ଟନ୍ ଚାଉଳ ଉଠାଇବାର ଟାର୍ଗେଟ୍ ଦିଆଯାଇଥିଲା। କିନ୍ତୁ, ବିଭାଗୀୟ ତଥ୍ୟ ଅନୁଯାୟୀ, ଏଫ୍‌ସିଆଇ ସେପ୍ଟେମ୍ବର ୧୭ ସୁଦ୍ଧା ମାତ୍ର ୮ ଲକ୍ଷ ୧୫ ହଜାର ୧୭୨ ମେଟ୍ରିକ୍ ଟନ୍ ଚାଉଳ ଉଠାଇବାରେ ସକ୍ଷମ ହୋଇଛି। ଏହା ମୋଟ ଟାର୍ଗେଟ୍‌ର ଅଧା ବି ନୁହେଁ। ଲକ୍ଷ୍ୟ ଏବଂ ବାସ୍ତବ ଉଠାଣ ମଧ୍ୟରେ ଥିବା ଏହି ବିରାଟ ବ୍ୟବଧାନ ବର୍ତ୍ତମାନ ରାଜ୍ୟର ଚାଷୀ ଓ ମିଲରମାନଙ୍କ ସହ ସରକାରଙ୍କ ଚିନ୍ତା ମଧ୍ୟ ବଢ଼ାଇ ଦେଇଛି। ବୁଧବାର ବିଧାନସଭାରେ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଏକ ପ୍ରଶ୍ନର ଉତ୍ତରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଚିନ୍ତାଜନକ ତଥ୍ୟ ଉପସ୍ଥାପନ କରିଛନ୍ତି। ମନ୍ତ୍ରୀଙ୍କ ସୂଚନା ମୁତାବକ, ଏଫସିଆଇ ଓଡ଼ିଶାରୁ ମୋଟ ୮.୧୨ ଲକ୍ଷ ମେଟ୍ରିକ ଟନ୍ ଚାଉଳ ଗ୍ରହଣ କରିଛି। ଯେଉଁଥିରେ ୬.୨୩ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ରହିଥିବା ବେଳେ ୧.୮୯ ଲକ୍ଷ ମେଟ୍ରିକ ଟନ୍‌ ଅରୁଆ ଚାଉଳ ରହିଛି।

ବିଧାନସଭାରେ ମନ୍ତ୍ରୀ ଦେଇଥିବା ତଥ୍ୟ ଅନୁସାରେ, ୨୦୨୬ ମାର୍ଚ୍ଚରେ ୭୨,୦୦୦ ମେଟ୍ରିକ ଟନ୍ ଉଠାଇବା ପାଇଁ ଲକ୍ଷ୍ୟ ଥିବା ବେଳେ ଏଫସିଆଇ ମାତ୍ର ୯,୯୫୮ ଟନ୍ ଚାଉଳ ଉଠାଇଥିଲା। ଏପ୍ରିଲରେ ୩,୬୧,୦୭୪ ଟନ୍ ଟାର୍ଗେଟ୍ ତୁଳନାରେ କେବଳ ୧,୪୪,୦୬୫ ଟନ୍ ସଂଗ୍ରହ ହୋଇପାରିଥିଲା। ସେହିପରି ମେ’ ମାସରେ ୨,୭୦,୦୦୦ ଟନ୍ ଲକ୍ଷ୍ୟ ରଖାଯାଇଥିବା ବେଳେ ମାତ୍ର ୧,୪୬,୩୮୪ ଟନ୍ ଚାଉଳ ଉଠିଥିଲା। ଜୁନ୍‌ରେ ୩ ଲକ୍ଷ ୭୮ ହଜାର ଟନ୍ ଟାର୍ଗେଟ୍ ବିପକ୍ଷରେ ୧,୩୫,୮୩୯ଟନ୍, ଜୁଲାଇରେ ୩ ଲକ୍ଷ ୭୦ହଜାର ଟନ୍ ବିପକ୍ଷରେ ୧,୩୫,୮୮୫ ଟନ୍ ଏବଂ ଅଗଷ୍ଟରେ ମଧ୍ୟ ୩ ଲକ୍ଷ ୭୦ହଜାର ଟନ୍ ଲକ୍ଷ୍ୟ ଥାଇ କେବଳ ୧,୪୮,୧୫୦ ଟନ୍ ଚାଉଳ ଉଠାଯାଇଥିଲା। ସେପ୍ଟେମ୍ବର ୧୭ ତାରିଖ ସୁଦ୍ଧା ୩ ଲକ୍ଷ ୯୫ ହଜାର ଟନ୍ ଓଡ଼ିଶା ଚାଉଳ ନେବାକୁ ଏଫ୍‌ସିଆଇ କୁନ୍ଥକୁନ୍ଥ ଟାର୍ଗେଟ୍ ରହିଥିବା ବେଳେ ମାତ୍ର ୯୪,୮୯୧ ଟନ୍ ଉଠାଣ ହୋଇପାରିଛି।

ଏଫସିଆଇ ଦ୍ୱାରା ଓଡ଼ିଶାରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁଯାୟୀ ଚାଉଳ ଉଠାଣ ହେଉ ନଥିବାରୁ ଏହା ଏବେ ରାଜ୍ୟର ସାମଗ୍ରିକ ଧାନକ୍ରୟ ବ୍ୟବସ୍ଥା ପାଇଁ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆଗାମୀ ଖରିଫ ବିପଣନ ଋତୁ ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଥିବା ବେଳେ ମିଲ୍‌ଗୁଡ଼ିକରେ ବଳକା ପୁରୁଣା ଚାଉଳ ଜମା ହୋଇ ରହିବା ଉଭୟ ଚାଷୀ ଏବଂ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। ଯଦି ଲକ୍ଷ୍ୟ ଅନୁଯାୟୀ ଏଫ୍‌ସିଆଇ ଚାଉଳ ନ ଉଠାଏ, ଚାଷୀଙ୍କ ଉତ୍ପାଦିତ ଧାନ କେଉଁଠି ରଖାଯିବ, ସେନେଇ ଚିନ୍ତା ଘାରିଲାଣି। 

ଏଫସିଆଇର ଏଭଳି ମନ୍ଥର ଚାଉଳ ଉଠାଣ ପ୍ରକ୍ରିୟା ଯୋଗୁଁ ରାଜ୍ୟର ଚାଷୀ, ରାଇସ୍ ମିଲର ଏବଂ ସାମଗ୍ରିକ ଧାନକ୍ରୟ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହେଉଛି। ମିଲ୍‌ଗୁଡ଼ିକରେ ଚାଉଳ ଜମା ହୋଇ ରହିବା ଫଳରେ ନୂଆ ଧାନ କିଣିବାରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଛି। ଅବଶ୍ୟ ଏହି ସଂଗ୍ରହ ପ୍ରକ୍ରିୟା ଏବେ ମଧ୍ୟ ଜାରି ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ସମସ୍ୟାର ସମାଧାନ ପାଇଁ ତଥା ଲକ୍ଷ୍ୟଧାର୍ଯ୍ୟ ହୋଇଥିବା ଚାଉଳକୁ ଶୀଘ୍ର ଉଠାଇବା ନିମନ୍ତେ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ସହିତ ନିୟମିତ ବ୍ୟବଧାନରେ ଯୋଗାଯୋଗ କରୁଥିବା ଖାଦ୍ୟ ଯୋଗାଣ ମନ୍ତ୍ରୀ ଗୃହକୁ ଅବଗତ କରାଇଛନ୍ତି।

Powered by Froala Editor

Tags Fci

Related articles Odisha News Lens 4.1

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15299
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14428
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13609
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13999
    Oct 14, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15023
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14108
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15253
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13681
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15059
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13681
    Oct 14, 2026
  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15733
    Oct 14, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14108
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17826
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14597
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14702
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15706
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14381
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16114
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13820
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15099
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15040
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15733
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13999
    Oct 14, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14428
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In