Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ...

  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ...

  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ...

ରାଜ୍ୟ
Home ›› ରାଜ୍ୟ ›› ବନ୍ୟାରେ ୧୦ ଜିଲାର ୮୦ ବ୍ଲକରୁ ୭୩,୦୮୫ ଲୋକ ପ୍ରଭାବିତ: ସୁରେଶ ପୂଜାରୀ

ବନ୍ୟାରେ ୧୦ ଜିଲାର ୮୦ ବ୍ଲକରୁ ୭୩,୦୮୫ ଲୋକ ପ୍ରଭାବିତ: ସୁରେଶ ପୂଜାରୀ

2026-09-27 06:13:51
14134
Share:
Facebook
Twitter
E-Mail
WhatsApp
Telegram
 ବନ୍ୟାରେ ୧୦ ଜିଲାର ୮୦ ବ୍ଲକରୁ ୭୩,୦୮୫ ଲୋକ ପ୍ରଭାବିତ: ସୁରେଶ ପୂଜାରୀ

ଭୁବନେଶ୍ୱର: ଗଭୀର ଅବପାତ ଜନିତ ଲଗାଣ ବର୍ଷାରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଉତ୍ତର ଓଡ଼ିଶାରେ ବନ୍ୟା ଆସିଛି। ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ବର୍ଷା ବିତ୍ପାତରେ ବ୍ୟାପକ କ୍ଷତି ହୋଇଛି। ବର୍ଷା ବିତ୍ପାତ ଏବଂ ବନ୍ୟାରେ ରାଜ୍ୟର ୧୦ଟି ଜିଲା ପ୍ରଭାବିତ ହୋଇଛି। ୧୦ଟି ଜିଲାର ୮୦ଟି ବ୍ଲକରୁ ୭୩,୦୮୫ ଲୋକ ପ୍ରଭାବିତ ହୋଇଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବନ୍ୟା ମୁକାବିଲା ସମୀକ୍ଷା କରିମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି, ବର୍ଷା ଓ ବନ୍ୟା ଦ୍ବାରା ବାଲେଶ୍ବର, କୋରାପୁଟ, ଗଞ୍ଜାମ, ମାଲକାନଗିରି, ଗଜପତି, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗିର, ମୟୂରଭଞ୍ଜ ଏବଂ ନୟାଗଡ଼ ଜିଲାର ୮୦ଟି ବ୍ଲକର ୩୨୫ ପଞ୍ଚାୟତରୁ ୧୦୭୧ ଗାଁର ଜନସାଧାରଣ ପ୍ରଭାବିତ ହୋଇଛନ୍ତି। ସେହିପରି, ୧୦ଟି ସହରାଞ୍ଚଳର ୪୯ଟି ୱାର୍ଡବାସିନ୍ଦା ପ୍ରଭାବିତ ହୋଇଥିବା ରିପୋର୍ଟ ଆସିଛି। ଗ୍ରାମାଞ୍ଚଳର ଏବଂ ସହରାଞ୍ଚଳରୁ ମୋଟ ୭୩,୦୮୫ ଲୋକ ପ୍ରଭାବିତ ହୋଇଥିବା ବେଳେ ଅଦ୍ୟାବଧି ୧୬ଟି ଗାଁ ବନ୍ୟାପାଣି ଘେରରେ ରହିଛି। ପ୍ରଭାବିତଙ୍କ ମଧ୍ୟରୁ ୪୦,୩୨୯ ଲୋକଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବର୍ଷା ବିତ୍ପାତ ଏବଂ ବନ୍ୟା ଆସିବା ଦ୍ବାରା ପ୍ରଭାବିତ ଜିଲାଗୁଡିକରୁ ୪,୪୮୦ ହେକ୍ଟର୍‌ ଚାଷ ଜମିରେ ପାଣି ମାଡ଼ିଯିବା ଦ୍ବାରା ଫସଲ କ୍ଷତି ହୋଇଛି। ବନ୍ୟା ଓ ବର୍ଷାରେ ୭୨୧ଟି ଘର ଭାଙ୍ଗିଥିବା ବେଳେ ପ୍ରଭାବିତଙ୍କ ପାଇଁ ସରକାରଙ୍କ ପକ୍ଷରୁ ୩୯୫ଟି ରିଲିଫ୍‌ କ୍ୟାମ୍ପ ଖୋଲାଯାଇ ୪୦,୩୨୯ ବିପନ୍ନଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି। ବିପନ୍ନଙ୍କୁ ଚୁଡ଼ା-ଗୁଡ଼ ମଧ୍ୟ ବଣ୍ଟନ କରାଯାଇଛି। ମୟୂରଭଞ୍ଜରେ ୨୪୯ଟି ଘର ଭାଙ୍ଗିଥିବା ବେଳେ ନୟାଗଡ଼ରେ ୧, ବଲାଙ୍ଗିରରେ ୨, କନ୍ଧମାଳରେ ୧୨, ନବରଙ୍ଗପୁରରେ ୧୩୭, ଗଜପତିରେ ୧୩୬, ମାଲକାନଗିରିରେ ୬୫, ଗଞ୍ଜାମରେ ୨୮, କୋରାପୁଟରେ ୯୧ଟି ଘର ଭାଙ୍ଗିଛି।

Powered by Froala Editor

Tags Suresh pujari

Related articles Odisha News Lens 4.1

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13333
    Sep 27, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...
    ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...

    13773
    Sep 26, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13540
    Sep 26, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି
    ଦେଶ-ଦେଶାନ୍ତର

    ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13785
    Sep 26, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15110
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13299
    Sep 27, 2026
  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?

    14566
    Sep 26, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର
    ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15689
    Sep 26, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...
    ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...

    13483
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13299
    Sep 27, 2026
  • ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13773
    Sep 26, 2026
  • ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15110
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17128
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17816
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17787
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18198
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13333
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15646
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15208
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14584
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14823
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15936
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14423
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15618
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15383
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15689
    Sep 26, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

    13483
    Sep 27, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ଦେଇ ଏମବିବିଏସ ନାମ ଲେଖାରେ ସହଯୋଗ କରୁଥିଲା ଏହି ଗାଙ୍ଗ୍

    13540
    Sep 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In