Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ...

  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ...

  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

2026-09-27 08:13:20
13482
Share:
Facebook
Twitter
E-Mail
WhatsApp
Telegram
୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

ଆସନ୍ତା ୩୦ ତାରିଖରେ ନୂଆଦିଲ୍ଲୀର କନଷ୍ଟିଚ୍ୟୁସନ କ୍ଲବରେ ଇଣ୍ଡିଆ ବ୍ଲକର ଏକ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ହଟାଇବା ଲାଗି ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ ।  ଜ୍ଞାନେଶ କୁମାରଙ୍କୁ ହଟାଇବା ଲାଗି ଏହା ବିରୋଧୀଙ୍କ ତୃତୀୟ ଉଦ୍ୟମ । ବୈଠକରେ ମହାଭିଯୋଗ ପ୍ରସ୍ତାବରେ ସ୍ୱାକ୍ଷର ମଧ୍ୟ କରାଯିବ ।

ନିଜ ଇଚ୍ଛା ଅନୁସାରେ ଜ୍ଞାନେଶ କୁମାର ଏକତରଫା ଭାବେ ଏସ୍ଆଇଆର କରାଇଥିଲେ ବୋଲି ଗତ ୨୩ ତାରିଖରେ ରିପୋର୍ଟ ପ୍ରକାଶ ପାଇବା ପରେ ତାଙ୍କୁ ହଟାଇବାକୁ ବିରୋଧୀ ଦଳ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର)କୁ ଉପରେ ଅନ୍ୟ ଦୁଇ ନିର୍ବାଚନ କମିଶନର ସୁଖବୀର ସିଂହ ସାନ୍ଧୁ ଓ ବିବେକ ଯୋଶୀ ଗତ ୧୦ମାସ ଭିତରେ ୧୪ଥର ଆପତ୍ତି ଉଠାଇଥିଲେ ମଧ୍ୟ ସିଇସି ଜ୍ଞାନେଶ କୁମାର ସେମାନଙ୍କ କଥାକୁ ଗୁରୁତ୍ୱ ଦେଇନଥିଲେ । କଂଗ୍ରେସ ଏହି ଆନ୍ଦୋଳନର ମଙ୍ଗ ଧରିଛି ।

କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଓ ମଲିକାର୍ଜୁନ ଖଡ୍‌ଗେ, ଟିଏମ୍‌ସି ନେତା ମମତା ବାନାର୍ଜୀ ଓ ଅଭିଷେକ ବାନାର୍ଜୀ, ସପା ନେତା ଅଖିଳେଶ ଯାଦବ ଓ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକ୍ରେ ପ୍ରମୁଖ ବୈଠକରେ ଯୋଗଦେବେ । ବୈଠକରେ ମୁଖ୍ୟତଃ ୩ଟି ପ୍ରସଙ୍ଗ ଉପରେ ଆଲୋଚନା ହେବ । ପ୍ରଥମତଃ ଜ୍ଞାନେଶ କୁମାରଙ୍କୁ ହଟାଇବା ଲାଗି ସଂସଦରେ ମହାଭିଯୋଗ ଆଣିବାକୁ ରଣନୀତି ପ୍ରସ୍ତୁତ କରିବା । ଦ୍ୱିତୀୟତଃ କୁମାରଙ୍କ ଇସ୍ତଫା ଦାବି ସହ ସେ ନେଇଥିବା ନିଷ୍ପତ୍ତିର ନିରପେକ୍ଷ ତଦନ୍ତ କରିବା । ତୃତୀୟରେ ଦେଶବ୍ୟାପୀ ବିଶେଷକରି ନିର୍ବାଚନ ହେବାକୁ ଥିବା ପଞ୍ଜାବ, ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡରେ ଆନ୍ଦୋଳନ ଜାରି ରଖିବା । ଆସନ୍ତା ୨୯ରେ କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକ ଅନୁଷ୍ଠିତ ହେବ । 

Powered by Froala Editor

Tags gyanesh

Related articles Odisha News Lens 4.1

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13333
    Sep 27, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର
    ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15689
    Sep 26, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି
    ଦେଶ-ଦେଶାନ୍ତର

    ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13785
    Sep 26, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13540
    Sep 26, 2026
  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?

    14566
    Sep 26, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13298
    Sep 27, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...
    ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...

    13482
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15110
    Sep 27, 2026
  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    14962
    Sep 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15689
    Sep 26, 2026
  • ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15110
    Sep 27, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    14962
    Sep 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17128
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17816
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17787
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18198
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13333
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15646
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15208
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14584
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14823
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15936
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14423
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15618
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15383
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?

    14566
    Sep 26, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13785
    Sep 26, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13773
    Sep 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In