Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ...

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

2026-09-28 03:56:12
15091
Share:
Facebook
Twitter
E-Mail
WhatsApp
Telegram
ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେଲେ କୌଣସି କାରଣରୁ ଗତ ୨୫ ତାରିଖ ଅପରାହ୍ନରେ ଟାଇଲ୍ ସଫା ପାଇଁ ବ୍ୟବହୃତ ହେଉଥିବା ଏସିଡ୍ ପିଇ ଦେଇଥିଲେ । ଫଳରେ ସେ ଗୁରୁତର ହୋଇପଡ଼ିଥିଲେ । ପରେ ତାଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇ ଅଧିକ ଚିକିତ୍ସା ପାଇଁ ବୁର୍ଲା ନିଆଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥ ।ରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା । ଏନେଇ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ତାଙ୍କ ଫଲୋର୍ସ ଏବଂ ପ୍ରଶଂସକ ମହଲରେ ଶୋକ ପ୍ରକାଶ ପାଇଛି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଗତ କିଛିଦିନ ତଳେ ଜସ୍ମିନଙ୍କ ପ୍ରେମିକଙ୍କ ହୃଦ୍ଘାତରେ ମୃତ୍ୟୁ ଘଟିଥିଲା । ସେହି ଖବର ପାଇବା ପରଠୁ ସେ ମାନସିକସ୍ତରରେ ଭାଙ୍ଗିପଡ଼ି ଏଭଳି ପଦକ୍ଷେପ ନେଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ତେବେ ଏହି ଘଟଣାର ସତ୍ୟାସତ୍ୟ ଜଣାପଡ଼ିନାହିଁ ।

Powered by Froala Editor

Tags suicide

Related articles Odisha News Lens 4.1

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14354
    Nov 08, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି
    ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15497
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15243
    Nov 08, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13445
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15148
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15032
    Nov 08, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14216
    Nov 08, 2026
  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ
    ଦେଶ-ଦେଶାନ୍ତର

    ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14862
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13371
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13371
    Nov 08, 2026
  • ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15497
    Nov 08, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15148
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17262
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17963
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17906
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18327
    Sep 06, 2023

ବିଶେଷ

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15032
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14046
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14317
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14922
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15902
    Oct 30, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15494
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14146
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14157
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13371
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15148
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15243
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In