Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

ରାଜ୍ୟ
Home ›› ରାଜ୍ୟ ››ବ୍ୟବସାୟୀଙ୍କୁ ଗୁଳିମାଡ଼ ସହ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ବ୍ୟବସାୟୀଙ୍କୁ ଗୁଳିମାଡ଼ ସହ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

2026-09-29 07:28:16
13915
Share:
Facebook
Twitter
E-Mail
WhatsApp
Telegram
ବ୍ୟବସାୟୀଙ୍କୁ ଗୁଳିମାଡ଼ ସହ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା କେନ୍ଦେଇପଶି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ଼ କରିବା ସହ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ବେଳେ ତାଙ୍କ ନିକଟରୁ ଟଙ୍କା ବ୍ୟାଗ ଲୁଟ୍ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଓ ଆତଙ୍କର ବାତାବରଣ ସୃଷ୍ଟି କରିଛି। ମୃତକ ହେଲେ କେନ୍ଦେଇପଶି ପଞ୍ଚାୟତ ଖଜିରାପଶି ଗ୍ରାମର ସାଧବ ମହାନ୍ତଙ୍କ ପୁଅ ତ୍ରିଲୋଚନ ମହାନ୍ତ (୪୨) ବୋଲି ଜଣାପଡ଼ିଛି। ଖବର ଅନୁସାରେ ସୋମବାର ରାତି ପ୍ରାୟ ୧୦ଟା ୨୦ ପରେ ପରେ ପାଟଣା ଓ ତୁରୁମୁଙ୍ଗା ଥାନା ସୀମାନ୍ତ ଅଞ୍ଚଳର ହନୁମାନ ଛକ ପାଖ ଜଙ୍ଗଲ ନିକଟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ତ୍ରିଲୋଚନ କେନ୍ଦେଇପଶି ବଜାରର ବଲାଣିପଶି ରାସ୍ତାରେ ଏକ ଜନସେବା କେନ୍ଦ୍ର ସହ ବ୍ୟାଙ୍କିଂ ସେବା କେନ୍ଦ୍ର ଚଳାଉଥିଲେ। ପ୍ରତିଦିନ ଭଳି ସୋମବାର ରାତିରେ ମଧ୍ୟ ସେ ଦୋକାନ ବନ୍ଦ କରି ଟଙ୍କା ବ୍ୟାଗ୍‌ ଧରି ପାଟଣା ଥାନାରେ କାର୍ଯ୍ୟରତ ତାଙ୍କ କନେଷ୍ଟବଳ ଥିବା ମହିଳା ପତ୍ନୀଙ୍କ ନିକଟକୁ ଫେରୁଥିଲେ। ଏହି ସମୟରେ ଖୁଣ୍ଟାପଡ଼ା ଆକାଶିଆ ଜଙ୍ଗଲ ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ଆକ୍ରମଣ କରିଥିଲେ। ତ୍ରିଲୋଚନ ଟଙ୍କା ନଦେଇ ଦୁର୍ବୃତ୍ତଙ୍କ ସହ ଧସ୍ତାଧସ୍ତି କରିବାରୁ ତାଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳି ଚଳାଇବା ସହ ବାମ ହାତ ଓ ଅଣ୍ଟାରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବା କୁହାଯାଉଛି। ପରେ ଦୁର୍ବୃତ୍ତମାନେ ତାଙ୍କ ଟଙ୍କା ବ୍ୟାଗ୍‌ ନେଇ ଫେରାର ହୋଇଯାଇଥିବା ଅଭିଯୋଗ ରହିଛି। ଘଟଣାସ୍ଥଳରେ ତ୍ରିଲୋଚନଙ୍କ ମୃତଦେହ ସହ ତାଙ୍କ ସ୍କୁଟି ମଧ୍ୟ ରହିଥିଲା। ଖବର ପାଇ ପୁଲିସର ଉଚ୍ଚପଦସ୍ଥ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ନାକାବନ୍ଦୀ କରିଥିଲେ। ତ୍ରିଲୋଚନଙ୍କୁ ଉଦ୍ଧାର କରି କେନ୍ଦୁଝରସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।
ଘଟଣା ପରେ ପୁଲିସ ପକ୍ଷରୁ ସାଇଣ୍ଟିଫିକ୍‌ ଟିମ୍‌କୁ ଡକାଯାଇ ଘଟଣାସ୍ଥଳରୁ ବିଭିନ୍ନ ପ୍ରମାଣ ସଂଗ୍ରହ କରାଯାଉଛି। ହତ୍ୟାକାଣ୍ଡର କାରଣ ଏବଂ ଘଟଣାରେ କେତେଜଣ ସମ୍ପୃକ୍ତ ଥିଲେ, ସେନେଇ ପୁଲିସ ତଦନ୍ତ ଜାରି ରଖିଛି।

Powered by Froala Editor

Tags Murder

Related articles Odisha News Lens 4.1

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15684
    Sep 29, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15511
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14745
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13451
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14406
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14583
    Sep 30, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14505
    Sep 29, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14409
    Sep 29, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14237
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14406
    Sep 30, 2026
  • ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14583
    Sep 30, 2026
  • ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15122
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17137
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18207
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14949
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13980
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15724
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15290
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14665
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14201
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14331
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14745
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15122
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14409
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In