Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

2026-10-01 03:32:37
15502
Share:
Facebook
Twitter
E-Mail
WhatsApp
Telegram
ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ କର୍ତ୍ତୃପକ୍ଷ (FSSAI) ମେସର୍ସ ସେଭେନ ସିଜ ହସ୍ପିଟାଲିଟି ପ୍ରାଇଭେଟ୍ ଲିମିଟେଡ୍ ପରିସରରେ ଏକ ବଡ଼ ଯାଞ୍ଚ କରିଥିଲେ । FSSAI ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସକୁ ସସପେଣ୍ଡ କରିଥିଲା । 

ସେବନ୍ ସିଜ୍ ହସ୍ପିଟାଲିଟିରେ ହାଇଜିନ ସହ ସଂରକ୍ଷଣ ନିୟମକୁ ବି ବହୁମାତ୍ରାରେ ଅଣଦେଖା କରାଯାଉଥିଲା। ଯାଞ୍ଚ ଟିମ୍ ସବୁଠାରୁ ପ୍ରଥମେ ସେହି ସ୍ଥାନର ଯାଞ୍ଚ କରିଥିଲେ ଯେଉଁଠି ଖାଦ୍ୟ ରୋଷେଇ କରାଯାଉଛି । ସେଠାର ଚାଡ଼ିଆଡ଼େ ବହୁମାତ୍ରାରେ ଅଳିଆ ଥିବା ଦେଖାଯାଇଥିଲା । ପରିସର ଭିତରେ କେତେକ ଭାଗରେ ପାଣି ଜମାଥିବା ଦେଖାଯାଇଥିଲା । ରୋଷେଇ ଘରେ ବ୍ୟବହୃତ ହେଉଥିବା ଟମାଟୋ, କାଜୁଠାରୁ ଆରମ୍ଭ କରି ଗୁଡ଼ ପର୍ଯ୍ୟନ୍ତ ସବୁ କିଛି ଫିମ୍ପି ମାରିଯାଇଥିଲା । ପନିପରିବା ପାଇଁ ବ୍ୟବହୃତ କ୍ୟାପ୍ସିକମ୍ ସମ୍ପୂର୍ଣ୍ଣ ପଚିଯାଇଥିଲା। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ପ୍ୟାନରେ ଥିବା ରନ୍ଧା ତେଲ ପୋଡ଼ି ସମ୍ପୂର୍ଣ୍ଣ କଳା ହୋଇଯାଇଥିଲା। ଏହି ସ୍ଥିତି ଦେଖି FSSAI ଟିମ୍ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ । ଟିମ୍ ପ୍ରାୟ ୭୪କିଲୋଗ୍ରାମ ପଚା ଖାଦ୍ୟ ଘଟଣାସ୍ଥଳରୁ ନଷ୍ଟ କରିଦେଇଥିଲେ।

ଆଇନ ଅନୁଯାୟୀ, ନିରାମିଷ ଖାଦ୍ୟକୁ ଆମିଷ ଖାଦ୍ୟଠାରୁ ସମ୍ପୂର୍ଣ୍ଣ ଅଲଗା ରଖିବା ଉଚିତ। ମାତ୍ର ଯାଞ୍ଚ ସମୟରେ ନିରାମିଷ ସାମଗ୍ରୀ ସହିତ ଆମିଷ ସାମଗ୍ରୀ ସଂରକ୍ଷଣ ହୋଇଥିବା ଦେଖାଯାଇଥିଲା । ଛାତରୁ ସିଧାସଳଖ ଖାଦ୍ୟ ସାମଗ୍ରୀ ଉପରେ ପାଣି ପଡ଼ୁଥିଲା। କମ୍ପାନୀ ପରିସରରେ ପ୍ରବେଶ କରିବା ପରେ ଯାଞ୍ଚ ଟିମ୍ ସେଠାରେ ଏତେମାତ୍ରାରେ ଅବହେଳା ଥିଲା ଯେ ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବାକୁ ବାଧ୍ୟ ହୋଇଥିଲେ।

Powered by Froala Editor

Tags tamato

Related articles Odisha News Lens 4.1

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15051
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14955
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14729
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14404
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14997
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14908
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14549
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15502
    Oct 01, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15288
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14404
    Sep 30, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14997
    Sep 30, 2026
  • ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14549
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17138
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18208
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15103
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14002
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15741
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15307
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14683
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14345
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14337
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15952
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14729
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15288
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15051
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In