Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

ରାଜ୍ୟ
Home ›› ରାଜ୍ୟ ›› ଏସ୍‌ଆଇଆର୍‌ ପ୍ରସଙ୍ଗ; ବାଦ୍ ପଡ଼ିଥିବା ଭୋଟରଙ୍କ ଘରେ ବୁଥ୍‌ ଲେଭେଲ ଅଧିକାରୀଙ୍କ ଯାଞ୍ଚ ଆରମ୍ଭ

ଏସ୍‌ଆଇଆର୍‌ ପ୍ରସଙ୍ଗ; ବାଦ୍ ପଡ଼ିଥିବା ଭୋଟରଙ୍କ ଘରେ ବୁଥ୍‌ ଲେଭେଲ ଅଧିକାରୀଙ୍କ ଯାଞ୍ଚ ଆରମ୍ଭ

2026-10-03 05:51:11
13494
Share:
Facebook
Twitter
E-Mail
WhatsApp
Telegram
 ଏସ୍‌ଆଇଆର୍‌ ପ୍ରସଙ୍ଗ; ବାଦ୍ ପଡ଼ିଥିବା ଭୋଟରଙ୍କ ଘରେ ବୁଥ୍‌ ଲେଭେଲ ଅଧିକାରୀଙ୍କ ଯାଞ୍ଚ ଆରମ୍ଭ

ଭୁବନେଶ୍ୱର : ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଯେଉଁ ସବୁ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ସମାପ୍ତ ହୋଇଛି, ସେଠାରେ ଚୂଡ଼ାନ୍ତ ଭୋଟର୍‌ ତାଲିକାରୁ ବାଦ୍ ପଡ଼ିଥିବା ଭୋଟର୍‌ ଏବଂ ପ୍ରଥମଥର ପାଇଁ ଭୋଟର ତାଲିକାରେ ସାମିଲ ହେଉଥିବା ଯୁବ ଭୋଟରଙ୍କୁ ପଞ୍ଜୀକରଣ ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିର୍ଦ୍ଦେଶ ଆସିଛି। ଏହି କ୍ରମେ ଓଡ଼ିଶାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ବୁଥ୍‌ ଲେଭେଲ ଅଧିକାରୀ (ବିଏଲ୍‌ଓ)ମାନେ ଚୂଡ଼ାନ୍ତ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଭୋଟର୍‌ ଏବଂ ପ୍ରଥମଥର ପାଇଁ ଭୋଟର୍‌ ତାଲିକାରେ ପଞ୍ଜିକୃତ ହେବାକୁ ଥିବା ଯୁବବର୍ଗଙ୍କ ପାଖରେ ପହଞ୍ଚି ଯାଞ୍ଚ ଆରମ୍ଭ କରି ଦେଇଛନ୍ତି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ବିଶେଷକରି ଏସ୍‌ଆଇଆର୍‌ ପ୍ରକ୍ରିୟା ଚାଲିଥିବା ସମୟରେ ଅନେକ ଭୋଟରଙ୍କ ଅନୁପସ୍ଥିତି, ସ୍ଥାନାନ୍ତରଣ, ମୃତ୍ୟୁ ଏବଂ ନକଲି ଭୋଟର ପରିଚୟପତ୍ର ଥିବା ବ୍ୟକ୍ତିବିଶେଷ ଚୂଡ଼ାନ୍ତ ଭୋଟର ତାଲିକାରୁ ବାଦ୍ ପଡ଼ିଛନ୍ତି। ଏହି ଭୋଟର୍‌ଙ୍କ ପାଖରେ ବିଏଲ୍‌ଓମାନେ ପୁଣି ପହଞ୍ଚିବେ। ସେମାନଙ୍କ କାଗଜପତ୍ର ସାନି ଯାଞ୍ଚ କରିବା ସହ ଆବଶ୍ୟକସ୍ଥଳେ ଭୋଟର ତାଲିକାରେ ସାମିଲ କରିପାରିବେ। ଯେଉଁମାନେ ଚୂଡ଼ାନ୍ତ ଭୋଟର୍‌ ତାଲିକାରୁ ବାଦ୍ ପଡ଼ିଛନ୍ତି, କେଉଁ କାରଣରୁ ବାଦ୍ ପଡ଼ିଛନ୍ତି, ଅଭିଯୋଗ ଶୁଣାଣି କରାଯିବ। ସେମାନଙ୍କ ନାମ ତାଲିକା ପ୍ରସ୍ତୁତ ହେବ। ଅନ୍ୟପଟେ ୨୦୨୬ ଅକ୍ଟୋବର ୧ ସୁଦ୍ଧା ୧୮ବର୍ଷରେ ପଦାର୍ପଣ କରୁଥିବା ଯୁବବର୍ଗ ଫର୍ମ-୬ରେ ଭୋଟର ତାଲିକାରେ ସାମିଲ ହୋଇପାରିବେ। ଇଆରଓଙ୍କ ଅଭିଯୋଗ ଶୁଣାଣି ପରେ ସାନି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ। ପ୍ରାକ୍ ଏସ୍‌ଆଇଆର୍‌ ପ୍ରକ୍ରିୟାର ଭୋଟର ତାଲିକା ଏବଂ ଏସ୍‌ଆଇଆର୍‌ ପ୍ରକ୍ରିୟା ସରିବାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯିବ। ନୂତନ ଚୂଡ଼ାନ୍ତ ଭୋଟର ତାଲିକା ପଞ୍ଚାୟତ କାର୍ଯ୍ୟାଳୟ, ସହରାଞ୍ଚଳରେ ପୌରପରିଷଦ, ଏନ୍‌ଏସି କାର୍ଯ୍ୟାଳୟ ଏବଂ ବ୍ଲକ କାର୍ଯ୍ୟାଳୟରେ ଝୁଲାଯିବ। ଏହାର ଏକ ନକଲ କପି ପ୍ରତି ରାଜନୈତିକ ଦଳ ଏବଂ ବୁଥ୍‌ ଲେଭେଲ୍‌ ଏଜେଣ୍ଟଙ୍କୁ ଦିଆଯିବ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ୱେବସାଇଟ୍‌ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ।

Powered by Froala Editor

Tags SIR

Related articles Odisha News Lens 4.1

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି
    ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14541
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15241
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14927
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14360
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    14876
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15193
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15252
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14800
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13617
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15241
    Oct 08, 2026
  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14360
    Oct 08, 2026
  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15252
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17161
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18228
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14412
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14518
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15530
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14204
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15941
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14541
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15264
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15393
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13617
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14927
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15193
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In