Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

ରାଜ୍ୟ
Home ›› ରାଜ୍ୟ ››ବାଲେଶ୍ଵର ପୌରାଞ୍ଚଳର ସାମଗ୍ରିକ ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ : ମୁଖ୍ୟମନ୍ତ୍ରୀ

ବାଲେଶ୍ଵର ପୌରାଞ୍ଚଳର ସାମଗ୍ରିକ ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ : ମୁଖ୍ୟମନ୍ତ୍ରୀ

2021-04-13 11:26:27
15578
Share:
Facebook
Twitter
E-Mail
WhatsApp
Telegram
ଭୁବନେଶ୍ବର : ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟ ରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର୍ଯ୍ଯାୟ ଉଚ୍ଚ ସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫T) ଶ୍ରୀ ଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର ସକାଳେ ବାଲେଶ୍ଵର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରି ସେମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ଏହାକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ଘୋଷଣା କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି “ବାଲେଶ୍ଵର ହେଉଛି ଓଡିଶାର ଅନ୍ଯତମ ମୁଖ୍ୟ ସହର । ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ । ଏ ଅବସରରେ ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ପ୍ରକଳ୍ପ ଗୁଡିକ ଘୋଷଣା କରିଥିଲେ । ୧. ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟ ରେ ବାଲେଶ୍ଵର ସହଦେବଖୁନ୍ଟା ବସଷ୍ଟାଣ୍ଡ ର ବିକାଶ କରାଯିବ ୨. ତୁମୂଳିଆ ଗେଟ Flyover ଠାରୁ Station ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା କୁ ଛଅ ଥାକିଆ କରାଯିବ । ଏହା ସହିତ ଏ ରାସ୍ତାରେ ଆଧୁନିକ Street Lighting ର ବ୍ୟବସ୍ତା ମଧ୍ୟ କରାଯିବ । ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ଏହା ସହରରେ ଟ୍ରାଫିକ ସମସ୍ଯା ଦୂର କରିବାରେ ସହାୟକ ହେବ । ୩. ବାଲେଶ୍ଵର ର କ୍ରୀଡାବିତ ମାନଙ୍କ ଭିତରେ ଥିବା ପ୍ରତିଭା ର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ Multipurpose Indoor Hall, Swimming Pool ଆଦି ଉନ୍ନତ କ୍ରୀଡା ଭିତ୍ତିଭୂମି ର ବିକାଶ କରାଯିବ । ଏହାସହିତ କ୍ରୀଡାବିତ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ ବ୍ୟବସ୍ତା କରାଯିବ । ୪. ବୁଢାବଳଙ୍ଗ ନଦୀ ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା। ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ Beautification କରାଯିବ । ବାଲେଶ୍ଵର ସହରବାସିଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢାବଳଙ୍ଗ ନଦୀକୁଳ ର ଆବଶ୍ୟକ ବିକାଶ କରାଯିବ । ୫. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡିକ ଯଥା ଗଡଗଡିଆ ପୋଖରୀ , ଶୋଭାରାମପୁର ପୋଖରୀ , ବଡଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର Beautification ଓ ବିକାଶ କରାଯିବ । ଏହା ସହରର ପରିବେଶକୁ ସୁନ୍ଦର କରିବା ସହିତ ନାଗରିକ ମାନଙ୍କ ନିମନ୍ତେ Open Space ସୃଷ୍ଟି କରିବ। ୬. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର Drainage Channel ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ । “ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ,” ବାଲେଶ୍ଵର Medical College ର teaching hospital ନିମନ୍ତେ 275 କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ 4 5 ମାସ ହେବ ବାଲେଶ୍ଵର ମ୍ୟୁନିସିପାଲିଟି ପକ୍ଷରୁ 16 କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ , କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି । “ ଆମେ କଥା ନୁହେଁ ସବୁବେଳେ କାମରେ ବିଶ୍ବାସ କରୁ ବୋଲି ତାଙ୍କ ଉକ୍ତି କୁ ମୁଖ୍ୟମନ୍ତ୍ରୀ ଦୋହରାଇବା ସହ ଏ ସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରଥମିକତାର ସହ କାର୍ଯ୍ୟକାରୀ କରାଯିବ ବୋଲି ଘୋଷଣା କରିଥିଲେ । ବାଲେଶ୍ଵର ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆମେ କାମ କରି ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏ ଦିଗରେ ବାଲେଶ୍ଵର ଜିଲ୍ଲାର ଭାଇ ଭଉଣୀ ମାନଙ୍କ ସହଯୋଗ କାମନା କରିଥିଲେ ।
Tags naveen patnaik , chief minister

Related articles Odisha News Lens 4.1

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15468
    Feb 26, 2026
  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ
    ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15332
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14215
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    15023
    Feb 25, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ
    ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13541
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13517
    Feb 26, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13752
    Feb 26, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15096
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14488
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14063
    Feb 26, 2026
  • ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13541
    Feb 26, 2026
  • ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15096
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17768
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13752
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15061
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15866
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16154
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14553
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14482
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16093
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13752
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13517
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14215
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In