Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

ରାଜ୍ୟ
Home ›› ରାଜ୍ୟ ››ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ କାଫେ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ କାଫେ

2026-10-04 06:15:58
14256
Share:
Facebook
Twitter
E-Mail
WhatsApp
Telegram
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ କାଫେ

ଚଳିତ ବର୍ଷ ପ୍ରକୃତି ସୁନ୍ଦରୀ ଶିମିଳିପାଳ ପର୍ଯ୍ୟଟକ ମାନଙ୍କ ନିମନ୍ତେ ଖୋଲା ହେବାର ଅବ୍ୟବହିତ ପୂର୍ବରୁ ପ୍ରଥମ ଥର ପାଇଁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ଶିମିଳିପାଳର ପ୍ରବେଶ ଦ୍ୱାର ଭାବେ ପରିଚିତ ପିଠାବଟା -ଲୁଲୁଙ୍ଗ ଗେଟ୍ ନିକଟରେ ଶିମିଳିପାଳ କାଫେ ଉଦଘାଟିତ ହୋଇଛି । ଶିମିଳିପାଳ କାଫେ କୁ ଆଭାସୀ ମାଧ୍ୟମରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମମନ୍ତ୍ରୀ ଇଂ. ଗଣେଶ ରାମ ସିଂ ଖୁଣ୍ଟିଆ ଉଦ୍ଘାଟନ କରିଥିବା ବେଳେ ଉଦଘାଟନୀ ଉତ୍ସବରେ ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ ଏସିଏଫ୍ ପ୍ରଦୀପ ଦେ ଙ୍କ ସମେତ ବନ ବିଭାଗର ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। 

ସୂଚନା ମୁତାବକ ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ ଅଞ୍ଚଳର ବେକାର ଓ ଜଙ୍ଗଲ ଉପରେ ନିର୍ଭରଶୀଳ ବାବା ବୁଢେଶ୍ୱର ଇକୋ ଡେଭଲପମେଣ୍ଟ କମିଟିର ପାଞ୍ଚଜଣ ମହିଳାଙ୍କୁ ଭୁବନେଶ୍ୱରରେ ବିଧିବଦ୍ଧ ପ୍ରଶିକ୍ଷଣ ଦିଆଯାଇ ଏହାର ପରିଚାଳନା ଭାର ଦିଆଯାଇଛି । ଏହି କାଫେ ସକାଳ ୬ ରୁ ରାତି ୮ ଯାଏଁ ଖୋଲା ହେବ ବୋଲି ଏସିଏଫ୍ ପ୍ରଦୀପ କୁମାର ଦେ କହିଛନ୍ତି ।

ଶିମିଳିପାଳ, ଲୁଲୁଙ୍ଗ, ସୀତାକୁଣ୍ଡ, ବାଲିଡିହା ଆଦି ସ୍ଥାନକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ମାନେ ଏଠାରେ ସାମୟିକ ବିଶ୍ରାମ ସହିତ ମୟୂରଭଞ୍ଜର ପାରମ୍ପରିକ ଖାଦ୍ୟର ସ୍ୱାଦ ନେଇ ପାରିବେ । ଯେପରି ମୟୂରଭଞ୍ଜର ପ୍ରସିଦ୍ଧ ମାଂସ,ମୁଢି ସାଙ୍ଗକୁ ବିଭିନ୍ନ ପ୍ରକାର ପିଠା, ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ସହିତ ଅନ୍ୟାନ୍ୟ ଖାଦ୍ୟ ପର୍ଯ୍ୟଟକଙ୍କୁ ପରସା ଯିବ । ଏଠାରେ ଶିମିଳିପାଳ ପ୍ରବେଶ ପାଇଁ ଟିକେଟ୍ ବୁକିଂ ସୁବିଧା ସହିତ କାଫେରେ ବିଶ୍ରାମ ଏବଂ ଶିମିଳିପାଳ ସଂପର୍କିତ ବନ୍ୟପ୍ରାଣୀ ପୁସ୍ତକ ଓ ଲାଇବ୍ରେରୀର ସୁବିଧା ମଧ୍ୟ ଉପଲବ୍ଧ ହେବ । ଏଠାରେ ଚାହିଁଲେ ଛୋଟ ଛୋଟ ପାର୍ଟି, ବୈଠକ ମଧ୍ୟ ଆୟୋଜନ କରାଯାଇପାରିବ । 

Powered by Froala Editor

Tags similipal

Related articles Odisha News Lens 4.1

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି :  କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...
    ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...

    13943
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13395
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14589
    Oct 04, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13682
    Oct 03, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13938
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15091
    Oct 03, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14478
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14944
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14000
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13395
    Oct 04, 2026
  • ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14944
    Oct 04, 2026
  • ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    13943
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17147
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17838
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18214
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15413
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14085
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15824
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15391
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14763
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13682
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15345
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15047
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14397
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14000
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14944
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15091
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In