Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

ରାଜ୍ୟ
Home ›› ରାଜ୍ୟ ››୪ ମହଲରୁ ତଳକୁ ଡେଇଁ ଆତ୍ମହତ୍ୟା କଲେ ସଂକ୍ରମିତ ରୋଗୀ

୪ ମହଲରୁ ତଳକୁ ଡେଇଁ ଆତ୍ମହତ୍ୟା କଲେ ସଂକ୍ରମିତ ରୋଗୀ

2021-08-06 06:09:52
14213
Share:
Facebook
Twitter
E-Mail
WhatsApp
Telegram
୪ ମହଲରୁ ତଳକୁ ଡେଇଁ ଆତ୍ମହତ୍ୟା କଲେ ସଂକ୍ରମିତ ରୋଗୀ

କଟକ: ଏସ୍‌ସିବି କୋଭିଡ୍‌ ହସ୍ପିଟାଲର ୪ ମହଲରୁ ଜଣେ କରୋନା ଆକ୍ରାନ୍ତ ରୋଗୀ ତଳକୁ ଡେଇଁ ଆତ୍ମହତ୍ୟା କରିଛି । ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ରୋଗୀଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି।ଉକ୍ତ ରୋଗୀଙ୍କ ଘର ମୟୂରଭଞ୍ଜ ଅଞ୍ଚଳରେ ହୋଇଥିବା ବେଳେ ଏହି ଘଟଣାକୁ ନେଇ ଥାନାରେ ଏତଲା ଦେଲେ ପରିବାର ଲୋକ।

ଖବରରୁ ପ୍ରକାଶ, ବିଳମ୍ବିତ ରାତ୍ରିରେ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ-୧ରେ ଚିକିତ୍ସାଧୀନ ଜଣେ କରୋନା ଆକ୍ରାନ୍ତ (ପୁରୁଷ)ଙ୍କର ଶରୀରରେ ଅକ୍ସିଜେନ୍‌ ହାର କମିଯିବାରୁ ଜଣେ କର୍ମଚାରୀ ତାଙ୍କୁ ଅକ୍ସିଜେନ୍‌ ଲଗାଇବାକୁ ଯାଇଥିଲେ । ହେଲେ ଏହି ସମୟରେ ଉକ୍ତ ରୋଗୀ ଉକ୍ତ କର୍ମଚାରୀଙ୍କୁ ପେଲି ଦେଇ ୱାର୍ଡର ଝରକା କାଚ ଭାଙ୍ଗି ୪ ମହଲା ଉପରୁ ତଳକୁ ଡେଇଁ ପଡିଥିଲା । ତଳେ ପଡ଼ିବାର ଶବ୍ଦ ଶୁଣି ଆଖପାଖରେ ଥିବା ଅନ୍ୟ ରୋଗୀ ସଂପର୍କୀୟମାନେ ତାଙ୍କ ପାଖକୁ ଦୌଡି ଆସିଥିଲେ । ପରେ ଗୁରୁତର ଅବସ୍ଥାରେ ପଡିଥିବା ଏହି ରୋଗୀଙ୍କୁ ସୁରକ୍ଷା କର୍ମଚାରୀମାନେ ନେଇ ଆଶୁ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ କେଉଁ କାରଣ ପାଇଁ ରୋଗୀ ଆତ୍ମହତ୍ୟା କରିଛନ୍ତି ବର୍ତ୍ତମାନ ସୁଦ୍ଧା କାରଣ ଜଣାପଡିନାହିଁ। ଗତ ୩ ଦିନ ଭିତରେ କୋଭିଡ୍‌ ହସ୍ପିଟାଲରେ ଏପରି ଦୁଇଟି ଅଘଟଣ ଘଟିବାକୁ ନେଇ ରୋଗୀ ସଂପର୍କୀୟଙ୍କ ମଧ୍ୟରେ ଭାଳେଣି ପଡିଛି ।

Powered by Froala Editor

Tags suicide

Related articles Odisha News Lens 4.1

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13421
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14594
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15543
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15679
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14264
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14774
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14744
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13713
    Sep 09, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13596
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15679
    Sep 09, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14264
    Sep 10, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14774
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17754
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18160
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13596
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15707
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14558
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13869
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14673
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13759
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14643
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14991
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13596
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14264
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14774
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In