Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ...

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ...

  • ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ...

  • ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ...

ରାଜ୍ୟ
Home ›› ରାଜ୍ୟ ››୧୦ରେ ସମ୍ବଲପୁରରେ ‘ସ୍ୱଚ୍ଛତା ଅଭିଯାନ’, ଜିଲ୍ଲାର ପ୍ରତ୍ୟେକ ନାଗରିକ ସାମିଲ ହେବା ପାଇଁ ନିବେଦନ କଲେ ଧର୍ମେନ୍ଦ୍ର

୧୦ରେ ସମ୍ବଲପୁରରେ ‘ସ୍ୱଚ୍ଛତା ଅଭିଯାନ’, ଜିଲ୍ଲାର ପ୍ରତ୍ୟେକ ନାଗରିକ ସାମିଲ ହେବା ପାଇଁ ନିବେଦନ କଲେ ଧର୍ମେନ୍ଦ୍ର

2026-10-05 07:07:29
15317
Share:
Facebook
Twitter
E-Mail
WhatsApp
Telegram
୧୦ରେ ସମ୍ବଲପୁରରେ ‘ସ୍ୱଚ୍ଛତା ଅଭିଯାନ’, ଜିଲ୍ଲାର ପ୍ରତ୍ୟେକ ନାଗରିକ ସାମିଲ ହେବା ପାଇଁ ନିବେଦନ କଲେ ଧର୍ମେନ୍ଦ୍ର

ସମ୍ବଲପୁର: ଆମ ଓଡ଼ିଆ ସଂସ୍କୃତି ଓ ପରମ୍ପରାରେ ସ୍ୱଚ୍ଛତା ଓ ପବିତ୍ରତାକୁ ସବୁବେଳେ ପ୍ରଥମ ସ୍ଥାନ ଦିଆଯାଇଛି । ସ୍ୱଚ୍ଛତା କେବଳ ଘରର ଚାରିକାନ୍ଥ ଭିତରେ ସୀମିତ ନୁହେଁ, ଏହା ଆମ ଜୀବନଶୈଳୀ, ଆମର ସଂସ୍କାର ଏବଂ ଆମର ଚରିତ୍ର । ‘ସେବା ସଂକଳ୍ପ ଅଭିଯାନ’ ଅଧୀନରେ ଆସନ୍ତା ଅକ୍ଟୋବର ୧୦ ତାରିଖ ସକାଳେ ସାରା ସମ୍ବଲପୁର ଜିଲ୍ଲାରେ ଆୟୋଜିତ ହେବାକୁ ଯାଉଥିବା ବ୍ୟାପକ ସ୍ୱଚ୍ଛତା ଅଭିଯାନରେ ଜିଲ୍ଲାର ପ୍ରତ୍ୟେକ ନାଗରିକ ସାମିଲ ହେବା ପାଇଁ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ନିବେଦନ କରିଛନ୍ତି ।
ସମ୍ବଲପୁରବାସୀଙ୍କୁ ସମ୍ବୋଧିତ କରି ଧର୍ମେନ୍ଦ୍ର କହିଛନ୍ତି ଯେ, ଆମର ‘ଲକ୍ଷ୍ମୀ ପୁରାଣ’ରେ ସ୍ପଷ୍ଟ କୁହାଯାଇଛି ଯେଉଁଠି ସ୍ୱଚ୍ଛତା ଥାଏ, ସେହିଠାରେ ହିଁ ମା’ ଲକ୍ଷ୍ମୀ ବାସ କରନ୍ତି । ଆମର ପ୍ରତ୍ୟେକ ପର୍ବପର୍ବାଣୀରେ ଆମେ ପ୍ରଥମେ ନିଜ ଘର ଓ ଆଖପାଖକୁ ସଫା-ସୁତୁରା କରିଥାଉ, କାରଣ ସ୍ୱଚ୍ଛତା ଓ ପବିତ୍ରତା ନଥିଲେ କୌଣସି ପୂଜା ବା ଆରାଧନା ଅସମ୍ପୂର୍ଣ୍ଣ ରହିଯାଏ । ଏହା କେବଳ ଏକ ସାଧାରଣ କାମ ନୁହେଁ, ବରଂ ଆମ ପୂର୍ବପୁରୁଷମାନଙ୍କ ଦ୍ୱାରା ଦିଆଯାଇଥିବା ଏକ ଆଧ୍ୟାତ୍ମିକ ଓ ସାମାଜିକ ଦାୟିତ୍ୱ । ସେହିପରି, ପୂଜ୍ୟ ବାପୁ ସ୍ୱଚ୍ଛତାକୁ କେବଳ ବ୍ୟକ୍ତିଗତ ଅଭ୍ୟାସ ନୁହେଁ, ବରଂ ସୁସ୍ଥ ସମାଜ ଓ ଉତ୍ତମ ଜୀବନର ମୂଳ ଆଧାର ଭାବେ ଦେଖୁଥିଲେ ଏବଂ ନିଜେ ସଫେଇ କାର୍ଯ୍ୟରେ ସାମିଲ ହୋଇ ସାରା ଦେଶକୁ ସ୍ୱଚ୍ଛତାର ଆଦର୍ଶ ଶିଖାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁବେଳେ କହିଛନ୍ତି - "ସ୍ୱଚ୍ଛତା ହିଁ ସେବା"। ଯେତେବେଳେ ଆମେ ନିଜ ପରିବେଶକୁ ସ୍ୱଚ୍ଛ ରଖୁ, ସେତେବେଳେ ଆମେ ସମାଜର, ଦେଶର ଏବଂ ଆମ ଭବିଷ୍ୟତ ପିଢ଼ିର ସେବା କରୁ ।
ଧର୍ମେନ୍ଦ୍ର ପୁଣି କହିଛନ୍ତି ଯେ, ସମ୍ବଲପୁର ହେଉଛି ମା’ ସମଲେଶ୍ୱରୀଙ୍କ ପବିତ୍ର କ୍ଷେତ୍ର, ବୀର ସୁରେନ୍ଦ୍ର ସାଏଙ୍କ ମାଟି ଏବଂ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ସାଧନା ପୀଠ । ଏହା ଆମ ସାହିତ୍ୟ, ସଂସ୍କୃତି, କଳା ଏବଂ ସଂସ୍କାରର ପ୍ରାଣକେନ୍ଦ୍ର । ଏହି ପବିତ୍ର ମାଟିକୁ ସ୍ୱଚ୍ଛ, ସୁନ୍ଦର, ଆବର୍ଜନାମୁକ୍ତ ଏବଂ ସୁସ୍ଥ ରଖିବା ଆମ ସମସ୍ତଙ୍କର ପରମ କର୍ତ୍ତବ୍ୟ । ସମସ୍ତେ ମିଶି ସ୍ୱଚ୍ଛତାକୁ ଏକ ଜନ-ଆନ୍ଦୋଳନରେ ପରିଣତ କରି ସମ୍ବଲପୁରକୁ ଏକ ସ୍ୱଚ୍ଛ, ସୁନ୍ଦର ଓ ସୁସ୍ଥ ଜିଲ୍ଲାରେ ପରିଣତ କରିବାକୁ ସେ ଆହ୍ୱାନ ଦେଇଛନ୍ତି ।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14513
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14206
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14597
    Oct 06, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    13771
    Oct 06, 2026
  • ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ

    14143
    Oct 05, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13363
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    14847
    Oct 06, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....
    ବିଶେଷ

    ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    13970
    Oct 06, 2026
  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି
    ମନୋରଞ୍ଜନ

    ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି

    14820
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14513
    Oct 06, 2026
  • ଦେଶ-ଦେଶାନ୍ତର

    ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ

    14143
    Oct 05, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14597
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17153
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17844
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17807
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18222
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    13970
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14442
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15467
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14140
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15877
    Sep 23, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15388
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15052
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14403
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14351
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13363
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14513
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14206
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In