Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ...

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି ...

ରାଜ୍ୟ
Home ›› ରାଜ୍ୟ ››୧୨ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

୧୨ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

2026-10-08 08:21:41
14048
Share:
Facebook
Twitter
E-Mail
WhatsApp
Telegram
୧୨ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ । ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ହେଲେ ଓଡ଼ିଶା ଉପରେ ପ୍ରଭାବ ପଡ଼ିବ । କିନ୍ତୁ ଓଡ଼ିଶା ଉପରେ ବିପଦର ବିଶେଷ ଆଶଙ୍କା ନାହିଁ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ଆକଳନ କରିଛନ୍ତି ।ବିଶ୍ୱର ବିଭିନ୍ନ ପାଣିପାଗ ମଡେଲକୁ ଅନୁଶୀଳନ କରି ସେ କହିଛନ୍ତି, ବଙ୍ଗୋପସାଗରରେ ସିଷ୍ଟମ ଗଠନର ଆଶଙ୍କା ରହିଛି । ପୂର୍ବ ଅପେକ୍ଷା ଏହି ଆଶଙ୍କା ବଢ଼ିଛି । ନ୍ୟାସନାଲ ଓସେନିକ୍ ଆଣ୍ଡ ଆଟମୋସ୍ପିୟରିକ୍ ଆଡମିନଷ୍ଟ୍ରେସନ (ଏନଓଏଏ) ପୂର୍ବାନୁମାନ ଅନୁସାରେ ଆସନ୍ତା ୧୪ରୁ ୨୦ ତାରିଖ ମଧ୍ୟରେ ଉତ୍ତର ଭାରତ ମହାସାଗରରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇପାରେ । ଏହା ସୃଷ୍ଟି ହେବାର ସମ୍ଭାବନା ୨୦ରୁ ୪୦% । ଲଘୁଚାପ ଗଠନ ପାଇଁ ପାଣିପାଗ ସ୍ଥିତି ଅନୁକୂଳ ରହିଥିବା କୁହାଯାଇଛି ।ସମ୍ଭାବ୍ୟ ଲଘୁଚାପ କେଉଁଠାରେ ସୃଷ୍ଟି ହେବ ଓ ଗଠିତ ହେବ ଓ ଭର୍ଟିକାଲ ୱିଣ୍ଡ ସିଅର(ଲମ୍ବା ବାୟୁ ପ୍ରବାହର ପରିବର୍ତ୍ତନ) କମିଲେ ସମ୍ଭାବ୍ୟ ଲଘୁଚାପ ଅଧିକ ଶକ୍ତିଶାଳୀ ହୋଇପାରେ । ୮୫୦ ୨୦୦ ଏଚ୍‌ପିଏ ସ୍ତରରେ ପବନର ବେଗ ଓ ଦିଗର ବ୍ୟବଧାନ କମି ଅନୁକୂଳ ହେଲେ ସିଷ୍ଟମ୍ ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ବଢ଼ିବ । ତେବେ ୧୦ରୁ ୧୨ ତାରିଖ ବେଳକୁ ଲଘୁଚାପର କେତେ ପ୍ରଭାବୀ ହେବ, ସେ ଚିତ୍ର ଅଧିକ ସ୍ପଷ୍ଟ ହୋଇପାରେ ।

Powered by Froala Editor

Tags Low pressure

Related articles Odisha News Lens 4.1

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି
    ଦେଶ-ଦେଶାନ୍ତର

    RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15222
    Oct 07, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    14770
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15089
    Oct 08, 2026
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା
    ଦେଶ-ଦେଶାନ୍ତର

    ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା

    14902
    Oct 07, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13512
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15158
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14823
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14254
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15136
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13512
    Oct 08, 2026
  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14254
    Oct 08, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15089
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17159
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17851
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18226
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14401
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14504
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15518
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14192
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15929
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14447
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15178
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15391
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    14770
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15089
    Oct 08, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13512
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In