Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ...

  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ...

  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ସପ୍ତମ ଥର ପାଇଁ ସୁଧ ହାର ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ

ସପ୍ତମ ଥର ପାଇଁ ସୁଧ ହାର ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ

2021-08-06 06:49:53
15369
Share:
Facebook
Twitter
E-Mail
WhatsApp
Telegram
 ସପ୍ତମ ଥର ପାଇଁ ସୁଧ ହାର ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ

ନୂଆଦିଲ୍ଲୀ: କ୍ରମାଗତ ସପ୍ତମ ଥର ପାଇଁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ସୁଧ ହାର ଅପରିବର୍ତ୍ତିତ ରଖିଛି । ରେପୋ ରେଟ ୪ ପ୍ରତିଶତ ଓ ରିଜର୍ସ ରେପୋରେଟ ୩.୩୫ରେ ଅପରିବର୍ତ୍ତତ ରଖିଛି ଆରବିଆଇ । ଏହାକୁ ମିଶାଇ ଆଗରୁ ୬ଥର ସୁଧହାର ସ୍ଥିର ରଖାଯାଇଛି ।

କୋରୋନାର ଦ୍ୱିତୀୟ ଲହର ଯଦିଓ କ୍ରମଶଃ ଦୁର୍ବଳ ହେଉଛି ହେଲେ ତୃତୀୟ ଲହରର ଆଶଙ୍କା ରହିଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି ତୃତୀୟ ଲହର ପାଇଁ ଆମକୁ ପ୍ରସ୍ତୁତ ରହିବାକୁ ପଡିବ । ଦେଶର ସର୍ବୋଚ୍ଚ ବ୍ୟାଙ୍କ ଏକ ଆବଶ୍ୟକତା ଅନୁଯାୟୀ ଏହି ନିଷ୍ପତ୍ତି ନେଇଛି । ସେ ଆହୁରି କହିଛନ୍ତି କୋରୋନାର ଦ୍ବିତୀୟ ଲହରରେ ଦେଶର ଅର୍ଥନୀତିରେ ସୁଧାର ଆସିଥିବାରୁ ଅଭିବୃଦ୍ଧିକୁ ପ୍ରାଥମିକତା ଦେବା ସହିତ ଅର୍ଥନୀତିରେ ଉପୁଜିଥିବା ସମ୍ୟାକୁ ଦୂର କରିବାକୁ ଏହି ପଦକ୍ଷେପ ନିଆଯାଇଛି ।
ଟୀକାକରଣ ପାଇଁ ଅର୍ଥନୈତିକ କାର୍ୟ୍ୟକଳାପ ଉପରକୁ ଉଠିଛି । ଅର୍ଥନୀତିରେ ଯୋଗାଣ ଓ ଚାହିଦାରେ ସନ୍ତୁଳନ ଏବଂ ମୁଦ୍ରାସ୍ଫୀତି ଚାପ କ୍ଷଣସ୍ଥାୟୀ ପୁନରୁଦ୍ଧାର ପାଇଁ ଅଧିକ କାର୍ୟ୍ୟ କରିବା ଆବଶ୍ୟକ ବୋଲି କହିଛନ୍ତି ଆରବିଆଇ ଗଭର୍ଣ୍ଣର । ଦ୍ବିତୀୟ ଲହର ଅବନତି ସହିତ ଇକୋନୋମି ସ୍ବାଭାବିକ ହୋଇଛି । ଜମା, ପୁଞ୍ଜି ବିନିଯୋଗ ବାହ୍ୟ ଚାହିତା ଭଲ ସ୍ଥିତିରେ ରହିଛି ।



Powered by Froala Editor

Tags reserve bank

Related articles Odisha News Lens 4.1

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13448
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    13995
    Oct 22, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15204
    Oct 22, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14844
    Oct 22, 2026
  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ
    ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15512
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14193
    Oct 22, 2026
  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ
    ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14175
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14190
    Oct 21, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    15122
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15204
    Oct 22, 2026
  • ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15512
    Oct 22, 2026
  • ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14193
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17207
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17904
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17848
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18273
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15012
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15465
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14808
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14903
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15907
    Sep 29, 2026

ବାଣିଜ୍ୟ

ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦର ୧୪୦ ଡଲାରରୁ ଅଧିକ ହୋଇଯିବ। ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା, ଭୂରାଜନୈତିକ ସଙ୍କଟ ପାଇଁ ତେଲ ମହଙ୍ଗା ହେବ ବୋଳି ଗୋଲ୍ଡମ୍ୟାନ୍‌ ସଚ୍‌ସ ଏହାର ଏକ ରିପୋର୍ଟରେ ଜଣାଇଛି। ତେବେ ମଧ୍ୟପ୍ରାଚ୍ୟରୁ ଯୋଗାଣରେ ସୁଧାର ହେଉଥିବାରୁ ଦ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14190
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14607
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14635
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    14001
    Oct 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14844
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14193
    Oct 22, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    15122
    Oct 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In