Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

ରାଜ୍ୟ
Home ›› ରାଜ୍ୟ ››ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ

ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ

2026-10-10 07:58:07
13811
Share:
Facebook
Twitter
E-Mail
WhatsApp
Telegram
ଆଜି ପ୍ରାର୍ଥୀପତ୍ର  ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ

ଭୁବନେଶ୍ୱର: ୮ ବର୍ଷ  ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ  ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ  ପାଇଥିଲା । ଆଜି ପ୍ରାର୍ଥୀପତ୍ର  ପ୍ରତ୍ୟାହାର ପାଇଁ ସୁଯୋଗ ପ୍ରଦାନ କରାଯାଇଛି ।  ସକାଳ ୧୦ଟାରୁ ଅପରାହ୍ନ ୧ଟା ମଧ୍ୟରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇପାରିବେ ।  ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା  ପ୍ରକାଶ ପାଇବ । କେଉଁ ପଦବୀରେ କେତେ  ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ତାହା ସ୍ପଷ୍ଟ ହେବ ।  
ସରକାରୀ ତଥ୍ୟ ଅନୁଯାୟୀ, ୩୪୮ଟି କଲେଜରେ ବିଭିନ୍ନ ପଦବି ପାଇଁ ୮ ହଜାର ୩୨୫ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ଏଥିରୁ ପ୍ରାର୍ଥୀ ପତ୍ର ଯାଞ୍ଚ ପରେ ୧୧୭୫ ଜଣଙ୍କ ପ୍ରାର୍ଥୀପତ୍ରକୁ ଅବୈଧ କରାଯାଇଛି । ବାକି ୭ ହଜାର ୧୬୮ ଜଣଙ୍କ ପ୍ରାର୍ଥୀପତ୍ର ବୈଧ ରହିଥିବା ଜଣାପଡ଼ିଛି । ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟର ୩୬୧ ଜଣ ନାମାଙ୍କନ ଭରିଛନ୍ତି । ଏଥିରୁ ୩୨୦ ଜଣଙ୍କ ପ୍ରାର୍ଥୀପତ୍ର ବୈଧ ହୋଇଥିବା ବେଳେ ବାକି ୪୧ଜଣଙ୍କର ବାତିଲ କରାଯାଇଛି । ମୋଟ୍‌ ୮ହଜାର ୬୮୬ ଜଣ ନାମାଙ୍କନ ଭରିଛନ୍ତି । ଏଥିରୁ ୭ ହଜାର ୪୮୮ ଜଣଙ୍କ ନାମାଙ୍କନ ବୈଧ ହୋଇଛି । କଲେଜସ୍ତରରେ ୧୬୨୦ ଜଣ ଓ ବିଶ୍ୱବିଦ୍ୟାଳୟସ୍ତରରେ ୩୩ ଜଣ ପ୍ରାର୍ଥୀ ର୍ନିଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି । ଅର୍ଥାତ୍‌ ମୋଟ୍‌ ୧୬୫୩ ଜଣ ର୍ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ନାମାଙ୍କନ ଭରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୧୪୯ ଜଣ ସଭାପତି ପଦବି ପାଇଁ ବୈଧ ପ୍ରାର୍ଥୀ ହୋଇଛନ୍ତି । ସାଧାରଣ ସଂପାଦକ ପଦବି ପାଇଁ ୭୫୮ଜଣ ପ୍ରାର୍ଥୀଙ୍କ ନାମାଙ୍କନ କାଏମ ରହିଛି । ସେହିପରି ୮୬୯ ଜଣ ଉପସଭାପତି ଓ ସହକାରୀ ସାଧାରଣ ସଂପାଦକ ପଦବି ପାଇଁ ୪୬ ଜଣଙ୍କ ନାମାଙ୍କନ ବୈଧ ହୋଇଛି ।
ଶୁକ୍ରବାର ନାମାଙ୍କନ ସମୟରେ ରାଜ୍ୟର ଅନେକ ଶିକ୍ଷାନୁଷ୍ଠାନରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ଭଦ୍ରକ ମହିଳା କଲେଜ, ଭଣ୍ଡାରିପୋଖରୀ ବ୍ଲକ୍‌ ନାଆମୀ କଲେଜରେ ନିର୍ବାଚନ ବାତିଲ ହୋଇଛି । ଯାହାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ଏପରିକି ନାଆମୀ କଲେଜକୁ ସାଇନ୍‌ ଏ ଡାଏ ଘୋଷଣା କରିଛନ୍ତି କର୍ତ୍ତୃପକ୍ଷ । କେବଳ ଏତିକି ନୁହେଁ ସାନଖେମୁଣ୍ଡିର କଙ୍କୋରଡ଼ା କଲେଜ, ଚିକିଟି କଲେଜ, ଗୋପାଳପୁର ସିଟି କଲେଜରେ ନିର୍ବାଚନୀ ଉତ୍ତେଜନା ପ୍ରକାଶ ପାଇଛି । ଟିଟିଲାଗଡ଼ ଡିଏଭି କଲେଜରେ ମଧ୍ୟ ଉତ୍ତେଜନା ଦେଖିବାକୁ ମିଳିଛି । ନୂଆପଡ଼ା ସିନାପାଲି କଲେଜରେ ମଧ୍ୟ ପ୍ରତ୍ୟକ୍ଷ ନିର୍ବାଚନ ଦାବିରେ ଉତ୍ତେଜନା ଦେଖିବାକୁ ମିଳିଥିଲା ।
କେନ୍ଦ୍ରାପଡ଼ା ତୁଳସୀ ମହିଳା କଲେଜରେ ନାମାଙ୍କନ ସମୟରେ ଉତ୍ତେଜନା  ପ୍ରକାଶ ପାଇଛି । ଛାତ୍ରୀ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ  ମିଳିଥିଲା । ସେହିପରି କ୍ୟାପିଟାଲ ଆଇନ ବିଶ୍ୱବିଦ୍ୟାଳୟରେ ନିର୍ବାଚନ ବାତିଲ୍‌କୁ ନେଇ ଛାତ୍ରଛାତ୍ରୀ ଜାତୀୟ ରାଜପଥକୁ ଅବରୋଧ କରିଥିଲେ । ସେହିପରି ନୟାଗଡ଼ର ୪ଟି ସ୍ଥାନରେ ଗଣ୍ଡଗୋଳ ହୋଇଛି ।  ପଠାଣି ସାମନ୍ତ କଲେଜ ସମେତ ୪ଟି କଲେଜରେ ନିର୍ବାଚନକୁ ବାତିଲ  କରାଯାଇଛି ।

Powered by Froala Editor

Tags College election

Related articles Odisha News Lens 4.1

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15671
    Oct 09, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15147
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13908
    Oct 09, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15243
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13953
    Oct 08, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15480
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14214
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15030
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14000
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14000
    Oct 09, 2026
  • ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15030
    Oct 10, 2026
  • ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14214
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14456
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14561
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15570
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14242
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15980
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15552
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14838
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15544
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14214
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14583
    Oct 09, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13953
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In