Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

2026-10-10 09:37:46
15317
Share:
Facebook
Twitter
E-Mail
WhatsApp
Telegram
ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

ନୂଆଦିଲ୍ଲୀ : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସେ ଏଚ୍-୧ବି ଭିସାରେ ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଛନ୍ତି। ଗ୍ରୀନ୍ କାର୍ଡ ସମ୍ବନ୍ଧୀୟ ପରମାନେଣ୍ଟ ଲେବର ସାର୍ଟିଫିକେସନ ପ୍ରୋଗ୍ରାମ (ପିଇଆରଏମ)ରୁ ଟାଟା, ଇନଫୋସିସ, ୱିପ୍ରୋ, ଏଚସିଏଲ ସମେତ ୮ଟି ଆଇଟି କମ୍ପାନୀଙ୍କୁ ନିଲମ୍ବିତ କରି ସେ ଏହି ମନ୍ତବ୍ୟ ଦେଇଥିଲେ। କମ୍ପାନୀଗୁଡ଼ିକ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ବାହାର କରି କମ୍ ଦରମାରେ ବିଦେଶୀଙ୍କୁ ରଖୁଛନ୍ତି ବୋଲି ସେ କହିଥିଲେ। ଭାନ୍ସଙ୍କ ଏହି ବୟାନକୁ ଭାରତ ଦୃଢ଼ ବିରୋଧ କରିଛି। ଏଭଳି ମନ୍ତବ୍ୟ କେବେ ଆଶା କରାଯାଇନଥିଲା ବୋଲି କୁହାଯାଇଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଆମେରିକା ଅର୍ଥନୀତିକୁ ମଜଭୁତ କରିବାରେ ପ୍ରବାସୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନେ ହିଁ ଆମେରିକା ଅର୍ଥ ବ୍ୟବସ୍ଥାକୁ ସମ୍ଭାଳୁଛନ୍ତି। ଭାରତୀୟ ବୃତ୍ତିଧାରୀମାନେ ଆମେରିକାରେ ଦେଉଥିବା ଯୋଗଦାନକୁ ଉପେକ୍ଷା କରାଯାଉଛି। ଯନ୍ତ୍ରଣାଦାୟକ ଐତିହାସିକ ଓ ଉପନିବେଶବାଦୀ ପରମ୍ପରାର ଉଦାହରଣ ଦେଉଥିବା ଶବ୍ଦାବଳୀର ଆଶ୍ରୟ ନେବା ଅତ୍ୟନ୍ତ ଅପମାନଜନକ।

Powered by Froala Editor

Tags Jd vanc

Related articles Odisha News Lens 4.1

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15502
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13252
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15260
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13925
    Oct 09, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15317
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14017
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14599
    Oct 09, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15052
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15688
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13925
    Oct 09, 2026
  • ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15052
    Oct 10, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14599
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17165
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17814
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18231
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14459
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14565
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15572
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14244
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15982
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15567
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14853
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15544
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15502
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13252
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15052
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In