Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

ରାଜ୍ୟ
Home ›› ରାଜ୍ୟ ››୨ ଅଣଛାତ୍ର ଗୋଷ୍ଠୀ ମୁହାମହିଁ : ଛୁରାମାଡ଼ରେ ଯୁବକ ଗୁରୁତର

୨ ଅଣଛାତ୍ର ଗୋଷ୍ଠୀ ମୁହାମହିଁ : ଛୁରାମାଡ଼ରେ ଯୁବକ ଗୁରୁତର

2026-10-11 06:01:54
15385
Share:
Facebook
Twitter
E-Mail
WhatsApp
Telegram
୨ ଅଣଛାତ୍ର ଗୋଷ୍ଠୀ ମୁହାମହିଁ : ଛୁରାମାଡ଼ରେ ଯୁବକ ଗୁରୁତର

ନବରଙ୍ଗପୁର: ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହାମହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ ଦୀପକମଲ ମହାପାତ୍ର ନାମକ ଜଣେ ଯୁବକ ଗୁରୁତର ଅଛନ୍ତି। ଉମରକୋଟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ଉମରକୋଟ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଜାରି ରଖିଛି। ଛୁରାମାଡ଼ କରିଥିବା ଯୁବକଙ୍କ ଗିରଫ ଦାବିରେ ଉମରକୋଟ ପୁରୁଣା ବସ୍‌ଷ୍ଟାଣ୍ଡ ଛକରେ ଦୀପକମଲଙ୍କ ପରିବାର, ଅଞ୍ଚଳବାସୀ ଧାରଣାରେ ବସିଛନ୍ତି। ସହରରେ ଦୋକାନ ବଜାର ସହ ଗାଡ଼ି ଚଳାଚଳ ବନ୍ଦ ରହିଛି। ନବରଙ୍ଗପୁର ଏସ୍‌ପି ପାର୍ଥ ଜଗଦୀଶ କଶ୍ୟପ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଥିଲେ। ଦୀର୍ଘ ୮ଘଣ୍ଟା ପରେ ଅଭିଯୁକ୍ତଙ୍କୁ ଗିରଫ ପ୍ରତିଶ୍ରୁତି ମିଳିବାରୁ ରାତି ୯ଟାରେ ଧାରଣା ହଟିଥିଲା।
ସୂଚନାନୁଯାୟୀ, ଶୁକ୍ରବାର କଲେଜ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରାଯାଇଥିଲା। ଏଥିରେ ୧୪ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ସମସ୍ତଙ୍କ ପ୍ରାର୍ଥତ୍ପତ୍ର କାଏମ୍‌ ରହିଥିଲା। ତେବେ ଏହି ସମୟରେ ନାମାଙ୍କନ ଦାଖଲ କରିଥିବା ୨ ଛାତ୍ର ଗୋଷ୍ଠୀଙ୍କ ସମର୍ଥକ(ଅଣଛାତ୍ର)ଙ୍କ ମଧ୍ୟରେ କଲେଜ କ୍ୟାମ୍ପସ ବାହାରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ପରେ ପରିସ୍ଥିତି ଶାନ୍ତ ହୋଇଯାଇଥିଲା। ଶନିବାର ସକାଳେ ପୁଣି ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଦୀପକମଲଙ୍କ ସହଯୋଗୀ ଅଭିଷେକ ପଣ୍ଡାଙ୍କୁ ଅନ୍ୟ ଗୋଷ୍ଠୀର କେତେଜଣ ଯୁବକ ସ୍ଥାନୀୟ ଡିଏନ୍‌କେ ଛକଠାରେ ଆକ୍ରମଣ କରିଥିଲେ। ଦୀପକମଲ ଓ ତାଙ୍କ ଗୋଷ୍ଠୀର ଅନ୍ୟମାନେ ଡିଏନ୍‌କେସ୍ଥିତ ତ୍ରିନାଥ ମନ୍ଦିର ନିକଟରେ ଆଲୋଚନା କରୁଥିବାବେଳେ ପ୍ରାୟ ୪୦ ଜଣ ଯୁବକ ଆସି ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଛୁରା ଓ ଭୁଜାଲିରେ ଦୀପକମଲଙ୍କୁ ଆକ୍ରମଣ କରାଯାଇଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ଦୀପକମଲ୍‌ଙ୍କ ପେଟ, ହାତ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

Powered by Froala Editor

Tags Election violence

Related articles Odisha News Lens 4.1

  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15518
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15698
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14201
    Oct 09, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15468
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15245
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14431
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15874
    Oct 09, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13455
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14779
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15518
    Oct 10, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14779
    Oct 09, 2026
  • ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13455
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17169
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17816
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18233
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14482
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14588
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15595
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14268
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16006
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15730
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15019
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14779
    Oct 09, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15468
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15698
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In