୧୬ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟରେ କରୋନା ମିଟର ଧୀରେ ଧୀରେ କମୁଛି । ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ କ୍ଲାସ ରୁମ ପାଠ ପଢା ଆରମ୍ଭ ହୋଇଥିବାବେଳେ ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିିଷ୍ପତ୍ତି ନିଆଯାଇଛି ।
ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଆସନ୍ତା ଅଗଷ୍ଟ ୧୬ରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ ।
Powered by Froala Editor