Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

ରାଜ୍ୟ
Home ›› ରାଜ୍ୟ ››ଛାତ୍ର ସଂସଦ ନିର୍ବାଚନ: ସକାଳ ୮ଟାରୁ କ୍ୟାମ୍ପସଗୁଡ଼ିକରେ ଭୋଟ୍‌ ଗ୍ରହଣ ଆରମ୍ଭ

ଛାତ୍ର ସଂସଦ ନିର୍ବାଚନ: ସକାଳ ୮ଟାରୁ କ୍ୟାମ୍ପସଗୁଡ଼ିକରେ ଭୋଟ୍‌ ଗ୍ରହଣ ଆରମ୍ଭ

2026-10-15 06:40:38
14246
Share:
Facebook
Twitter
E-Mail
WhatsApp
Telegram
ଛାତ୍ର ସଂସଦ ନିର୍ବାଚନ: ସକାଳ ୮ଟାରୁ କ୍ୟାମ୍ପସଗୁଡ଼ିକରେ ଭୋଟ୍‌ ଗ୍ରହଣ ଆରମ୍ଭ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ପାଇଁ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ଗୁଡ଼ିକରେ ଆଜି ସକାଳ ୮ଟାରୁ କ୍ୟାମ୍ପସଗୁଡ଼ିକରେ ଭୋଟ୍‌ ଗ୍ରହଣ ହେଉଛି। ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଭୋଟ୍‌ ଗ୍ରହଣ ପରେ ଗଣତି ହେବା ସହ ଫଳାଫଳ ଘୋଷଣା କରାଯିବ। କ୍ୟାମ୍ପସଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ନିର୍ବାଚନରେ ମୋଟ୍ ୬ ହଜାରରୁ ଊର୍ଦ୍ଧ୍ବ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି।
ଉଚ୍ଚଶିକ୍ଷା ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ୧୩ ବିଶ୍ବବିଦ୍ୟାଳୟ ଏବଂ ପ୍ରାୟ ୩୪୬ ମହାବିଦ୍ୟାଳୟରେ ନିର୍ବାଚନ ଅନୁଷ୍ଠିତ ହେଉଛି। ୬୮୦୦ରୁ ଊର୍ଦ୍ଧ୍ବ ପ୍ରାର୍ଥୀ ବିଭିନ୍ନ ପଦ ପାଇଁ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ସଭାପତି ପଦ ପାଇଁ ୮୬୬ (ମହାବିଦ୍ୟାଳୟ-୮୨୮, ବିଶ୍ବ ବିଦ୍ୟାଳୟ-୩୮), ଉପସଭାପତି ପଦ ନିମନ୍ତେ ୭୧୬ (ମହାବିଦ୍ୟାଳୟ-୬୭୯, ବିଶ୍ବବିଦ୍ୟାଳୟ-୩୭) ଏବଂ ସାଧାରଣ ସମ୍ପାଦକ ପଦ ଲାଗି ୬୧୬ (ମହାବିଦ୍ୟାଳୟ-୫୯୩, ବିଶ୍ବବିଦ୍ୟାଳୟ-୨୩) ପ୍ରାର୍ଥୀ ମଇଦାନରେ ରହିଛନ୍ତି।

ଛାତ୍ରଛାତ୍ରୀଙ୍କ ଭୋଟ୍ ହାତେଇବାକୁ ଛାତ୍ର ସଂଗଠନ ଏବଂ ପ୍ରାର୍ଥୀମାନଙ୍କ ପକ୍ଷରୁ ଜୋରଦାର ପ୍ରଚାର କରାଯାଇଥିଲା। ଶ୍ରେଣୀଗୃହଠାରୁ ଆରମ୍ଭ କରି ହଷ୍ଟେଲ ଓ ବିଭିନ୍ନ ସ୍ଥାନରେ ପ୍ରାର୍ଥୀ ଭୋଟ୍ ଭିକ୍ଷା କରିଥିଲେ। ନିର୍ବାଚନ ପାଇଁ କ୍ୟାମ୍ପସଗୁଡ଼ିକ ପୋଷ୍ଟର, ବ୍ୟାନରରେ ଛାଇ ହୋଇଯାଇଛି। ଭୋଟ୍‌ ଗ୍ରହଣ ଓ ଫଳାଫଳ ଘୋଷଣା ପରେ ୧୬ରେ ବିଜୟୀ ପ୍ରାର୍ଥୀଙ୍କ ଶପଥ ଗ୍ରହଣ ଅନୁଷ୍ଠିତ ହେବ।

Powered by Froala Editor

Tags College election

Related articles Odisha News Lens 4.1

  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15498
    Oct 14, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14036
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14975
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14330
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13519
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14933
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13598
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15208
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13909
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14330
    Oct 15, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14036
    Oct 14, 2026
  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15643
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17181
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18244
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14585
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14690
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15694
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14368
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16104
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15563
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14933
    Oct 15, 2026
  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15498
    Oct 14, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14330
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In