Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା: ଗୁଜବରେ ଭୟଭୀତ ନ ହୋଇ ସତର୍କ ରହିବା ପାଇଁ ପରାମର୍ଶ

ବାତ୍ୟା: ଗୁଜବରେ ଭୟଭୀତ ନ ହୋଇ ସତର୍କ ରହିବା ପାଇଁ ପରାମର୍ଶ

2026-10-24 06:57:06
14422
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା: ଗୁଜବରେ ଭୟଭୀତ ନ ହୋଇ ସତର୍କ ରହିବା ପାଇଁ ପରାମର୍ଶ

ମହାକାଳପଡ଼ା: ୧୯୯୯ ମହାବାତ୍ୟା କରାଳ ଦୃଶ୍ୟ ଏବେବି ଉପକୂଳ ଅଞ୍ଚଳ ଲୋକଙ୍କର ମନେ ପଡ଼ିଯାଏ। ବିଶେଷକରି ପୂର୍ବ ଉପକୂଳ ଜଗତସିଂହପୁର ଏରସମାରେ ବାତ୍ୟା ସିଧା ସଳଖ ମାଡ଼ ହୋଇଥିଲା। ଏହାର ପ୍ରଭାବରେ ପଡ଼ୋଶୀ ଜିଲା କେନ୍ଦ୍ରାପଡ଼ା ବି ବର୍ତ୍ତି ପାରି ନ ଥିଲା। ସେ ସମୟରେ ଲୁଣା ହେନ୍ତାଳ ଜଙ୍ଗଲ ପରିମାଣ କମ୍‌ ଥିବାରୁ ପ୍ରଭାବିତ ହୋଇଥିଲା। ଆଜିକା ଦିନରେ କେନ୍ଦ୍ରାପଡ଼ା ଜିଲା ଉପକୂଳ ସମୁଦ୍ର ତଟ ଅଞ୍ଚଳରେ ପ୍ରଚୁର ପରିମାଣରେ ଲୁଣା ହେନ୍ତାଳ ଘଞ୍ଚ ଜଙ୍ଗଲ ସୁରକ୍ଷା ପାଚେରି ପାଲଟିଛି। ବିଶେଷ କରି ଭିତରକନିକା ସଂରକ୍ଷିତ ଜଙ୍ଗଲରେ ୭୭୨ ହେକ୍ଟର, ଗହୀର ମଥା ରେଞ୍ଜ ସଂରକ୍ଷିତ ଜଙ୍ଗଲ ରେ ୩୫ ହେକ୍ଟର ଓ ମହାକାଳପଡ଼ା ରେଞ୍ଜ ୧୨୪୦ ହେକ୍ଟର ରେ ପ୍ରଚୁର ପରିମାଣରେ ଲୁଣା ହେନ୍ତାଳ ଜଙ୍ଗଲରେ ଲକ୍ଷଲକ୍ଷ ଗଛ ରହିଛି। ସାମୁଦ୍ରିକ ବାତ୍ୟା ଆସିଲେ ପ୍ରଥମେ ଏହି ଘଞ୍ଚ ଜଙ୍ଗଲରେ ମାଡ଼ ନେବ। ଫଳରେ ବାତ୍ୟା ପବନର ଗତି ୩୦ ପ୍ରତିଶତ ହ୍ରାସ ପାଇବ ବୋଲି ଶିକ୍ଷାବିତ୍‌ ତଥା ପରିବେଶବିତ୍‌ ହେମନ୍ତ ରାଉତ ସୂଚନା ଦେଇଛନ୍ତି। ସେହିପରି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟା ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ମାଡ଼ ନେବ ବୋଲି ଆକଳନ କରିଛ। ସେଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମୁଦ୍ର କୁଳିଆ ଅଞ୍ଚଳ ଲୋକମାନଙ୍କୁ କୌଣସି ଗୁଜବରେ ଭୟଭୀତ ନ ହୋଇ ସତର୍କ ରହିବା ପାଇଁ କୁହାଯାଉଛି। ବ୍ଲକର ବତୀଘର, ଖରିନାସି, ରାମନଗର, ଜମ୍ବୁ, ସୁନୀତି, ନାରା ପଞ୍ଚାୟତ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରଭାବିତ ଆଶଙ୍କା ରହିଛି ବୋଲି କୁହାଯାଉଛି। 

ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାରଙ୍କ ମତାମତ ନେବାରେ ଶନିବାର ପୂର୍ବାହ୍ନରେ ଜରୁରୀ ବୈଠକ ରହିଛି। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଅଧିକାରୀମାନଙ୍କୁ ଆଲର୍ଟ କରାଯାଇଛି। ସମୁଦ୍ରରୁ ମାଛ ଧରାଳିମାନଙ୍କୁ ଫେରିବା ପାଇଁ ଆଲର୍ଟ କରାଯାଇଛି। ଜିଲା ପ୍ରଶାସନ ତରଫରୁ ଯୁଦ୍ଧକାଳୀନ ଭିତ୍ତିରେ ଉପକୂଳ ଅଞ୍ଚଳ ବାସିନ୍ଦାମାନଙ୍କୁ ସ୍ବତନ୍ତ୍ର ଜନ ସଚେତନତା କରାଯାଉଛି ବୋଲି କହିଛନ୍ତି।

Powered by Froala Editor

Tags Cyclone

Related articles Odisha News Lens 4.1

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14103
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14090
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15314
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14715
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14559
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13694
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15489
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14434
    Oct 23, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13646
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14559
    Oct 24, 2026
  • ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13646
    Oct 23, 2026
  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14090
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17907
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15141
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15489
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15040
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15504
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14836
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14434
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15064
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14406
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14609
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13694
    Oct 23, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14090
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14434
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In