Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ...

  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ...

  • ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ

  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ...

  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ...

  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

  • ଭାରତ ଗସ୍ତରେ ଆସିବେ ନେପାଳ ...

  • ଜରୁରୀ ନଥିଲେ ସୁନା ନ କିଣିବାକୁ ...

ବିଶେଷ
Home ›› ବିଶେଷ ››ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

2026-10-27 05:38:08
15459
Share:
Facebook
Twitter
E-Mail
WhatsApp
Telegram
ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

ଆଜିର ବ୍ୟସ୍ତବହୁଳ ଜୀବନରେ ଅଫିସ କାମ କରୁଥିବା ବ୍ୟକ୍ତିବିଶେଷ ମାନେ ଚାପରେ ରହିବା ସାଧାରଣ ହୋଇଗଲାଣି। ଅଫିସରେ କାର୍ୟ୍ୟଭାର ବୃଦ୍ଧି, ସମୟର ଅଭାବ, ଅଫିସ୍‌‌ ରାଜନୀତି, ଏହି ସବୁ ଜିନିଷ ଆମକୁ ମାନସିକ ସ୍ତରରେ କ୍ଲାନ୍ତ କରିଦେଉଛି। ହେଲେ ଏଥରୁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଏହି ସବୁ ଟିପ୍ସ ଆପଣାନ୍ତୁ ଅଫିସ ଚାପରୁ ମୁକ୍ତି ପାଇବେ।

- ସର୍ବ ପ୍ରଥମେ ଅଫିସରେ ନିଜର କାର୍ୟ୍ୟକୁ ପ୍ରାଥମିକତା ଦିଅନ୍ତୁ। ସବୁ କାମ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ କାମ କେଉଁଟା ତାହାକୁ ପ୍ରଥମେ କରିବାକୁ ପ୍ରୟାସ କରନ୍ତୁ। ଏକ ତାଲିକା ପ୍ରସ୍ତୁତ କରି କାର୍ୟ୍ୟ କରନ୍ତୁ। ଏହା ଆପଣଙ୍କ କାର୍ୟ୍ୟକୁ ସହଜ କରିବ ଏବଂ ଚାପରୁ ମୁକ୍ତି ଦେବ।
-ମାନସକି ଚାପ ଫଳରେ ଆମକୁ ଲାଗେ ସମୟ ପର୍ୟ୍ୟାପ୍ତ ଆମ ପାଖରେ ନାହିଁ। ତେଣୁ ସମୟ ପରିଚାଳନା କରିବା ଶିଖନ୍ତୁ। ପ୍ରତ୍ୟେକ କାର୍ୟ୍ୟ ପାଇଁ ଏକ ସମୟ ସୀମା ସ୍ଥିର କରନ୍ତୁ ଏବଂ ସେହି ଅନୁସାରେ କାର୍ୟ୍ୟ କରନ୍ତୁ। କାମ ମଧ୍ୟରେ ଛୋଟ ବିରତି ନେଇ ବୁଲିବାକୁ ଯିବାକୁ ଚେଷ୍ଟା କରନ୍ତୁ।
- ପ୍ରତ୍ୟେକ ପରିସ୍ଥିତିରେ ସକରାତ୍ମକ ରହିବାକୁ ଚେଷ୍ଟା କରନ୍ତୁ। ନକରାତ୍ମକ ଚିନ୍ତାଧାରା ଆପଣଙ୍କ ମନରେ ପ୍ରବେଶ କରିବାକୁ ଦିଅନ୍ତୁ ନାହିଁ। ସମସ୍ତଙ୍କ ଜୀବନରେ ଅସୁବିଧା ରହିଥାଏ, କିନ୍ତୁ ଏକ ସକରାତ୍ମକ ମନୋଭାବ ସହିତ ସେମାନଙ୍କୁ ସାମ୍ନା କରନ୍ତୁ।
-ପ୍ରତିଦିନ ଯୋଗ ଏବଂ ବ୍ୟାୟାମ କରିବାକୁ ସମୟ କାଢନ୍ତୁ। ଏହାଦ୍ୱାରା କେବଳ ଶରୀର ସୁସ୍ଥ ରହିବ ନାହିଁ ବରଂ ଆପଣଙ୍କୁ ମାନସିକ ଚାପକୁ ମଧ୍ୟ ହ୍ରାସ କରିଥାଏ।
- ଆପଣ ଯାହା ଖାଉଛନ୍ତି ତାହା ସୁସ୍ଥ ହୋଇଥିବା ଆବଶ୍ୟକ। ବାହାରୁ ଜଙ୍କ ଫୁଡ ଖାଦ୍ୟଠାରୁ ଦୁରେଇ ରୁହନ୍ତୁ ଏବଂ ଏକ ସୁସ୍ଥ ଖାଦ୍ୟ ଖାଆନ୍ତୁ। ଏଥିରେ ଫଳ, ପନିପରିବା ଏବଂ ଡାଲି ଜାତୀୟ ଖାଦ୍ୟକୁ ସାମିଲ କରନ୍ତିୁ। ଏଥିରୁ ଶକ୍ତି ମିଳିବା ସହିତ ମନ ତୀକ୍ଷ୍ଣ ରହିବ।
- ଭଲ ଖାଦ୍ୟ ସହିତ ଭଲ ନିଦ୍ରା ହେବା ଅତ୍ୟନ୍ତ ଆବଶ୍ୟକ। ପ୍ରତିଦିନ ଅତି କମରେ ୭ରୁ ୮ଘଣ୍ଟା ଶୋଇବା ଉଚିତ। ନିଦ୍ରାର ଅଭାବ ହେତୁ ଆପଣ କ୍ରୋଧିତ ହୁଅନ୍ତି ଏବଂ କାର୍ୟ୍ୟରେ ସଠିକ୍‌‌ ଭାବେ ଧ୍ୟାନ ଦେବା କଷ୍ଟକର ହୋଇଥାଏ।
- ଅଫିସରେ ସହକର୍ମୀମାନଙ୍କ ସହିତ ଭଲ ବ୍ୟବହାର କରନ୍ତୁ ଏବଂ ସେମାନଙ୍କ ସହିତ ସକରାତ୍ମକ ସମ୍ପର୍କ ଗଢନ୍ତୁ।
- ନିରନ୍ତର କାର୍ୟ୍ୟ କରିବାରୁ ବିରତି ନିଅନ୍ତୁ। ଅତ୍ୟଧିକ କାମରୁ ବିରତି ନେଇ ଭଲ ସ୍ଥାନ ବୁଲିବାକୁ ଯାଆନ୍ତୁ। ନଚେତ ଘରେ ରହି ଯେତେ ସମ୍ଭବ ବିଶ୍ରାମ କରିବାକୁ ପ୍ରୟାସ କରନ୍ତୁ। ଏହାପରେ କାମକୁ ଫେରିବା ପାଇଁ ଆପଣଙ୍କ ମାଇଣ୍ଡ ଫ୍ରେସ ଲାଗିବ।
- ଅଫିସରେ ବେଳେବେଳେ ନିଜ କ୍ଷମତା ଠାରୁ ଅଧିକ କାମ କରିବାକୁ ପଡିଥାଏ। ହେଲେ ଆପଣଙ୍କ ଉପରେ କାମ ଅଧିକ ପଡିଲେ ମନା କରିବାକୁ କୁଣ୍ଠାବୋଧ କରନ୍ତୁ ନାହିଁ। ନିଜର ସିନିୟରଙ୍କୁ କାର୍ୟ୍ୟ ଭାର ସମ୍ପର୍କରେ ଅବଗତ କରାନ୍ତୁ।

Powered by Froala Editor

Tags Life style

Related articles Odisha News Lens 4.1

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ
    ଦେଶ-ଦେଶାନ୍ତର

    ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

    15896
    Nov 22, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6
    ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14537
    Nov 23, 2026
  • ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ
    ଦେଶ-ଦେଶାନ୍ତର

    ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

    15803
    Nov 22, 2026
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ
    ଦେଶ-ଦେଶାନ୍ତର

    ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14560
    Nov 23, 2026
  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର
    ଦେଶ-ଦେଶାନ୍ତର

    କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର

    14766
    Nov 23, 2026
  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?

    15343
    Nov 22, 2026
  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

    14618
    Nov 22, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ
    ଦେଶ-ଦେଶାନ୍ତର

    ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14652
    Nov 22, 2026
  • ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ

    15255
    Nov 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର

    14766
    Nov 23, 2026
  • ଦେଶ-ଦେଶାନ୍ତର

    ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ

    13676
    Nov 23, 2026
  • ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14537
    Nov 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17310
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18011
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17968
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18382
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15493
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14895
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14525
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15865
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14645
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15782
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14102
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15745
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14368
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14560
    Nov 23, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14652
    Nov 22, 2026
  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

    14618
    Nov 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In