Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର

ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର

2026-10-29 06:35:18
13823
Share:
Facebook
Twitter
E-Mail
WhatsApp
Telegram
ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର

ଅକ୍ଟୋବର ୧ଠାରୁ କେନ୍ଦ୍ର ସରକାରଙ୍କ ଅଧୀନ ସମସ୍ତ ପ୍ରତିଷ୍ଠାନରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଞ୍ଜୁରି ହାର ସଂଶୋଧନ ହୋଇଛି । କେନ୍ଦ୍ର ସରକାରଙ୍କ ଅଧୀନ ଖଣି, କୃଷି, ନିର୍ମାଣ ଆଦି ବିଭିନ୍ନ କ୍ଷେତ୍ରରେ କାମ କରୁଥିବା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଏବଂ ଉଚ୍ଚ କୁଶଳୀ ଶ୍ରମିକଙ୍କ ପାଇଁ ଏହି ନୂତନ ମଜୁରି ହାର ଲାଗୁ ହେବ । ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ପକ୍ଷରୁ ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ଉପ ମୁଖ୍ୟ ଶ୍ରମ ଆୟୁକ୍ତ ଏନେଇ ସୂଚନା ଦେଇଛନ୍ତି । 

ଜାରି ହୋଇଥିବା ନୂତନ ମଜୁରି ତାଲିକା ଅନୁଯାୟୀ, ଭୁବନେଶ୍ୱର, କଟକ ଓ ରାଉରକେଲାକୁ ‘ବି ଅଞ୍ଚଳ’ ଏବଂ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକୁ ‘ସି ଅଞ୍ଚଳ’ ଦର୍ଶାଯାଇଛି । ଏହି ବର୍ଗୀକରଣ ଅନୁଯାୟୀ ମଜୁରୀ ହାର ଭିନ୍ନ ଭିନ୍ନ ରହିଛି । ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି "ବି' ଅଞ୍ଚଳରେ ୪୩୭ ଟଙ୍କାରୁ ବୃଦ୍ଧି ପାଇ ୭୦୪ ଟଙ୍କା ଏବଂ "ସି' ଅଞ୍ଚଳରେ ଏହା ୩୫୦ରୁ ୫୬୫ ଟଙ୍କାକୁ ବଢିଛି । ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ପାଇଁ ଏହା ଯଥାକ୍ରମେ ୯୪୪ରୁ ୭୯୪ ଟଙ୍କା ଏବଂ ୪୧୦ରୁ ୬୬୧ ଟଙ୍କା ହୋଇଛି । ‘ବି’ ଅଞ୍ଚଳର କୁଶଳୀ ଶ୍ରମିକଙ୍କ ପାଇଁ ୫୭୯ରୁ ୯୩୩ ଟଙ୍କା ଓ ‘ସି’ ଅଞ୍ଚଳ ପାଇଁ ୪୯୪ରୁ ୭୯୪ ଟଙ୍କା ନିର୍ଦ୍ଧାରିତ ହୋଇଛି । ଅତି କୁଶଳୀ ଶ୍ରମିକଙ୍କ ପାଇଁ ଏହା ଯଥାକ୍ରମେ ୬୩୭ରୁ ୧,୦୨୪ ଟଙ୍କା ଏବଂ ୫୭୯ରୁ ବୃଦ୍ଧି ପାଇ ୯୩୩ ଟଙ୍କା ଧାର୍ଯ୍ୟ କରାଯାଇଛି। 

ସେହିପରି ଲୋଡିଂ ଓ ଅନଲୋଡିଂ ଏବଂ ସଫେଇ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କ ପାଇଁ "ବି' ଅଞ୍ଚଳରେ ଦୈନିକ ୭୦୪ ଟଙ୍କା ଓ "ସି' ଅଞ୍ଚଳରେ ୫୬୫ ଟଙ୍କା ମଜୁରି ଉଲ୍ଲେଖ ରହିଛି । ଅସ୍ତ୍ରବିହୀନ ସୁରକ୍ଷା କର୍ମୀଙ୍କ ପାଇଁ ଏହା ଯଥାକ୍ରମେ ୯୩୩ ଟଙ୍କା ଓ ୭୯୪ ଟଙ୍କା ଏବଂ ସଶସ୍ତ୍ର ସୁରକ୍ଷା କର୍ମୀଙ୍କ ପାଇଁ ଦୈନିକ ମଜୁରି ୧,୦୨୪ ଟଙ୍କା ଓ ୯୩୩ ଟଙ୍କାକୁ ବୃଦ୍ଧି କରାଯାଇଛି ।  ଅନ୍ୟପକ୍ଷରେ, ଖଣି କ୍ଷେତ୍ରରେ ଭୂପୃଷ୍ଠ ଉପରେ ଓ ଭୂପୃଷ୍ଠ ତଳେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ପାଇଁ ଭିନ୍ନ ଭିନ୍ନ ମଜୁରି ହାର ଧାର୍ଯ୍ୟ କରାଯାଇଛି ।

ଏହାବ୍ୟତୀତ, କୃଷି କ୍ଷେତ୍ରରେ ଶ୍ରମିକଙ୍କ ଦୈନିକ ମଜୁରି ମଧ୍ୟ ଅଞ୍ଚଳ ଓ ଦକ୍ଷତା ଅନୁଯାୟୀ ନିର୍ଦ୍ଧାରିତ ହୋଇଛି । "ବି' ଅଞ୍ଚଳରେ ଅଣକୁଶଳୀ ଶ୍ରମିକଙ୍କ ପାଇଁ ୪୯୧ ଟଙ୍କା ଓ "ସି' ଅଞ୍ଚଳରେ ୪୮୬ ଟଙ୍କା ରହିଛି । ଏହିକ୍ରମରେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ପାଇଁ ୫୩୯ ଟଙ୍କା ଏବଂ ୪୯୬ ଟଙ୍କା, କୁଶଳୀ ଶ୍ରମିକଙ୍କ ଲାଗି ୫୮୭ ଏବଂ ୫୩୮ ଟଙ୍କା ଏବଂ ଉଚ୍ଚ କୁଶଳୀ ଶ୍ରମିକଙ୍କ ପାଇଁ ୬୫୫ ଏବଂ ୫୮୭ ଟଙ୍କା ଦୈନିକ ମଜୁରି ନିର୍ଦ୍ଧାରିତ ହୋଇଛି ।

Powered by Froala Editor

Tags labour

Related articles Odisha News Lens 4.1

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14490
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14119
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13894
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13722
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14271
    Oct 29, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14098
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14642
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15044
    Oct 30, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13991
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14119
    Oct 29, 2026
  • ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14887
    Oct 29, 2026
  • ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13991
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17235
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17934
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17876
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18300
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15044
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14826
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16020
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14947
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15679
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16101
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14293
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14835
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14098
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14490
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13991
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In