Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

ରାଜ୍ୟ
Home ›› ରାଜ୍ୟ ››୩ ପର୍ଯ୍ୟନ୍ତ ଏହି ଜିଲାଗୁଡିକୁ ୟେଲୋୱାର୍ଣ୍ଣିଂ ଜାରି

୩ ପର୍ଯ୍ୟନ୍ତ ଏହି ଜିଲାଗୁଡିକୁ ୟେଲୋୱାର୍ଣ୍ଣିଂ ଜାରି

2026-10-31 07:12:46
15355
Share:
Facebook
Twitter
E-Mail
WhatsApp
Telegram
୩ ପର୍ଯ୍ୟନ୍ତ ଏହି ଜିଲାଗୁଡିକୁ ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ପାଣିପାଗ ବିଭାଗ ସୂଚନାନୁଯାୟୀ ବାତ୍ୟା ‘ଅର୍ଣ୍ଣବ’ ଦୁର୍ବଳ ହୋଇ ଉତ୍ତର ଛତିଶଗଡ଼ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ରାଜ୍ୟରେ ସକ୍ରିୟ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରର ଭୋଗରାଇରେ ୧୮୫ ମିମି ବର୍ଷା ହୋଇଥିବା ବେଳେ ନୀଳଗିରିରେ ୮୪ ମିମି, ଖଇରାରେ ୮୩ ମିମି, ଔପଦାରେ ୮୦ ମି.ମି ବର୍ଷା ହୋଇଛି। ଗଞ୍ଜାମ ଜିଲାର ପାତ୍ରପୁରରେ ୧୭୩ ମିମି, ପୋଲସରାରେ ୧୫୪.୬ ମିମି, ଧରାକୋଟରେ ୮୯ ମିମି, ବେଲଗୁଣ୍ଠାରେ ୮୧ ମିମି ବର୍ଷା ହୋଇଛି। ସେହିପରି, ପୁରୀ ଜିଲାର ନିମାପଡ଼ାରେ ୧୫୪.୨ ମିମି, ବରଗଡ଼ର ଅମ୍ବାଭୋନାରେ ୧୦୮ ମିମି, ସୁନ୍ଦରଗଡ଼ର ହେମଗିରରେ ୯୦.୬ ମିମି, ମୟୂରଭଞ୍ଜର ବେତନଟୀରେ ୮୨ ମିମି ଏବଂ ଜି.ବି ନଗରରେ ୮୫ ମିମି ବର୍ଷା ହୋଇଛି।
ଅପରପକ୍ଷେ, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ ଅଞ୍ଚଳରେ ସକ୍ରିୟ ଲଘୁଚାପ ଶନିବାର ଏକ ଅବପାତର ରୂପ ନେଉଛି। ପରବର୍ତ୍ତୀ ଦୁଇଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବାର ମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷକରି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାରେ ବଜ୍ରପାତ ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୫୦କି.ମି. ଛୁଇଁବାର ସମ୍ଭାବନା ରହିଛି। ନଭେମ୍ବର ୧ରୁ ଉତ୍ତର ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟ ବଜ୍ରପାତ ସହ ବର୍ଷା ହୋଇପାରେ। ତେଣୁ, ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।
ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଏହି ଅବପାତ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଥିବା ବେଳେ ଉତ୍ତର ତାମିଲନାଡୁ ଉପକୂଳକୁ ଯିବାର ସମ୍ଭାବନାକୁ ମଧ୍ୟ ବାଦ୍ ଦିଆଯାଇପାରିବ ନାହିଁ। ସ୍ଥଳଭାଗ ଅତିକ୍ରମ କରିବାର ନିର୍ଦିଷ୍ଟ ସ୍ଥାନ, ସମୟ ଓ ତୀବ୍ରତା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ସେ କହିଛନ୍ତି। ଆସନ୍ତା ୩ ତାରିଖ ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା ଉପକୂଳ ସଂଲଗ୍ନ ସମୁଦ୍ରରେ ପବନର ବେଗ ଘଣ୍ଟାକୁ ୩୫ରୁ ୪୫କି.ମି ଏବଂ ଝଟକା ପବନ ୫୫ କି.ମି ପର୍ଯ୍ୟନ୍ତ ହୋଇପାରେ। ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଅଞ୍ଚଳରେ ପବନର ବେଗ ସାଧାରଣତଃ ଘଣ୍ଟାକୁ ୨୦ରୁ ୩୫କି.ମି ଏବଂ ଝଟ୍‌କା ପବନ ଘଣ୍ଟା ପ୍ରତି ୪୫କି.ମି ପର୍ଯ୍ୟନ୍ତ ହୋଇପାରେ। ଗଞ୍ଜାମ ଓ ଗଜପତିରେ ନଭେମ୍ବର ୨ ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଗଞ୍ଜାମରେ ୧ ଓ ୨ ତାରିଖରେ ପୁଣି ଲଗାଣ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ୨୪ ଘଣ୍ଟାରେ ୬୪.୫ରୁ ୧୧୫.୫ମି.ମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Powered by Froala Editor

Tags Rain

Related articles Odisha News Lens 4.1

  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13931
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14477
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15260
    Oct 30, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14305
    Oct 29, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15054
    Oct 30, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14199
    Oct 29, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14876
    Oct 30, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15285
    Oct 30, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    15093
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15054
    Oct 30, 2026
  • ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13931
    Oct 29, 2026
  • ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14199
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17237
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17937
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17878
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18303
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15260
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14851
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16044
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14971
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15706
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16103
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14294
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15137
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14841
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14876
    Oct 30, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15285
    Oct 30, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14199
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In