Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ...

  • ନେପାଳର କୋଶୀରେ ଭୂମିକମ୍ପ ଝଟକା

  • ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

  • ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ...

  • ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ

  • ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ...

  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ...

  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ...

  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ...

  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

2026-11-03 06:49:36
15347
Share:
Facebook
Twitter
E-Mail
WhatsApp
Telegram
ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

ୟୁରୋପୀୟ ଦେଶ ଫିନଲାଣ୍ଡ ଆଣିଛି ସିଙ୍ଗଲ୍ ଲୋକଙ୍କ ପାଇଁ ଏକ ଆକର୍ଷଣୀୟ ଅଫର । ଏଠାକୁ ବୁଲିବାକୁ ଯିବା ପାଇଁ ଆପଣଙ୍କୁ ଖର୍ଚ୍ଚ କରିବାକୁ ପଡ଼ିବନି ଟଙ୍କାଟିଏ। ଫୋର୍ବସ୍‌ର ରିପୋର୍ଟ ଅନୁସାରେ, ଫିନଲାଣ୍ଡ ଟୁରିଜିମ୍ ବୋର୍ଡ ପକ୍ଷରୁ ‘ଫିନିଶ୍ ଡିନର୍ ଡେଟ୍’ ନାମରେ ଏକ ସ୍ୱତନ୍ତ୍ର କ୍ୟାମ୍ପେନ୍ ଆରମ୍ଭ କରାଯାଇଛି। 

 ଏହି ଟ୍ରିପ୍‌ରେ ସାମିଲ ହେବା ପାଇଁ କିଛି ସର୍ତ୍ତ ରହିଛି। ଆବେଦନକାରୀଙ୍କ ବୟସ ଅତି କମ୍‌ରେ ୧୮ ବର୍ଷ ହୋଇଥିବା ଆବଶ୍ୟକ। ଫିନଲାଣ୍ଡକୁ ଛାଡ଼ି ବିଶ୍ୱର ଅନ୍ୟ ଯେକୌଣସି ଦେଶର ସିଙ୍ଗଲ୍ ବ୍ୟକ୍ତି ଏଥିପାଇଁ ଆବେଦନ କରିପାରିବେ। ଏହି ଯାତ୍ରା ୯ରୁ ୧୯ ଫେବୃଆରୀ ୨୦୨୭ ମଧ୍ୟରେ ଆୟୋଜିତ ହେବ। ଟ୍ରିପ୍‌ର ଅବଧି ରହିବ ୪ ଦିନ ଓ ୩ ରାତି। ଆବେଦନ କରିବାର ଶେଷ ତାରିଖ ହେଉଛି ୧୦ ନଭେମ୍ବର। ଫିନଲାଣ୍ଡ ସମୟ ଅନୁସାରେ ସକାଳ ୧୧ଟା ୫୯ ମିନିଟ୍ ଏବଂ ଭାରତୀୟ ସମୟ ଅନୁସାରେ ଅପରାହ୍ନ ୩ଟା ୨୯ ମିନିଟ୍ ପର୍ଯ୍ୟନ୍ତ ଆବେଦନ କରିହେବ। ଆଗ୍ରହୀ ବ୍ୟକ୍ତି ଫିନଲାଣ୍ଡ ଟୁରିଜିମ୍‌ର ଅଫିସିଆଲ୍ ୱେବସାଇଟ୍‌କୁ ଯାଇ ଆବେଦନ କରିପାରିବେ। ଏହି କ୍ୟାମ୍ପେନ୍‌ରେ ସାରା ବିଶ୍ୱରୁ ମୋଟ ୧୬ ଜଣ ସିଙ୍ଗଲ୍‌ଙ୍କୁ ଚୟନ କରାଯିବ।

ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ଫିନଲାଣ୍ଡର ରାଜଧାନୀ ହେଲସିଙ୍କି ଏବଂ ଅନ୍ୟ ୮ ଜଣଙ୍କୁ ଟାମ୍ପେରେ ସହରକୁ ପଠାଯିବ। ତେବେ କେଉଁ ସହରକୁ ଯିବେ, ତାହା ନିଜେ ବାଛିପାରିବେ ନାହିଁ। ଚୟନ ପରେ ଆପଣଙ୍କୁ ସ୍ଥାନ ବିଷୟରେ ଜଣାଇ ଦିଆଯିବ। ଫେବୃଆରୀ ୨୦୨୭ରେ ଚୟନ ହୋଇଥିବା ବ୍ୟକ୍ତିମାନେ ଏହି ମାଗଣା ଯାତ୍ରାର ସୁଯୋଗ ପାଇବେ। ଫିନଲାଣ୍ଡର ସୁନ୍ଦର ପରିବେଶ, ସ୍ଥାନୀୟ ସଂସ୍କୃତି, ସ୍ୱାଦିଷ୍ଟ ଖାଦ୍ୟ ଏବଂ ସେଠାକାର ସିଙ୍ଗଲ୍ ଲୋକଙ୍କ ସହ ମିଶିବାର ସୁଯୋଗ ଦେବା ହେଉଛି ଏହି କ୍ୟାମ୍ପେନ୍‌ର ମୁଖ୍ୟ ଉଦ୍ଦେଶ୍ୟ। ଏହି ଯାତ୍ରାରେ ପ୍ରେମ ମିଳିବାର କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ ଏକ ନୂଆ ଅନୁଭୂତି ନିଶ୍ଚୟ ମିଳିବ।

ବିମାନ ଟିକେଟ୍‌ଠାରୁ ଆରମ୍ଭ କରି ରହିବା, ଖାଇବା ଓ ବୁଲିବା ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ବହନ କରିବ ଫିନଲାଣ୍ଡ। ବିମାନ ଯାତ୍ରାର ସମ୍ପୂର୍ଣ୍ଣ ଖର୍ଚ୍ଚ ସହ ହୋଟେଲରେ ରହିବା, ସୁସ୍ୱାଦୁ ଖାଦ୍ୟ ଖାଇବା ଏବଂ ଫିନଲାଣ୍ଡର ସୁନ୍ଦର ସ୍ଥାନ ବୁଲିବାର ସୁଯୋଗ ମିଳିବ। 


Powered by Froala Editor

Tags finland

Related articles Odisha News Lens 4.1

  • ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା
    ଦେଶ-ଦେଶାନ୍ତର

    ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

    14876
    Nov 24, 2026
  • ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ
    ଦେଶ-ଦେଶାନ୍ତର

    ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ

    15750
    Nov 24, 2026
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ
    ଦେଶ-ଦେଶାନ୍ତର

    ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14842
    Nov 23, 2026
  • ବ୍ରିଜା କାର୍ ଯୌତୁକ  ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ
    ଦେଶ-ଦେଶାନ୍ତର

    ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ

    14665
    Nov 24, 2026
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ...
    ବାଣିଜ୍ୟ

    ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ...

    15409
    Nov 24, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6
    ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14821
    Nov 23, 2026
  • ନେପାଳର କୋଶୀରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ନେପାଳର କୋଶୀରେ ଭୂମିକମ୍ପ ଝଟକା

    15353
    Nov 24, 2026
  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି
    ଦେଶ-ଦେଶାନ୍ତର

    ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି

    14924
    Nov 24, 2026
  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା
    ଦେଶ-ଦେଶାନ୍ତର

    ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13856
    Nov 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13856
    Nov 24, 2026
  • ଦେଶ-ଦେଶାନ୍ତର

    ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ

    14665
    Nov 24, 2026
  • ଦେଶ-ଦେଶାନ୍ତର

    ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି

    14924
    Nov 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17313
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18017
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17971
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18385
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15528
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14930
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14560
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15900
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14681
    Nov 07, 2026

ବାଣିଜ୍ୟ

ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

ଭୁବନେଶ୍ୱର :ସୀମିତ ଚିକିତ୍ସା ଭିତ୍ତିଭୂମି ଏବଂ ସ୍ୱାସ୍ଥ୍ୟ ସଚେତନତା ଅଭାବ ଯୋଗୁଁ ଅନେକ ଗ୍ରାମାଞ୍ଚଳରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହାର ସମାଧାନ ପାଇଁ ...

  • ମାସକରେ କମିଲାଣି ୨୧ ହଜାର ସୁନା

    16050
    Nov 21, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15788
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14106
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15749
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ

    14665
    Nov 24, 2026
  • ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

    14876
    Nov 24, 2026
  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି

    14924
    Nov 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In