Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମେ’ ୧ ଯାଏ ମହାରାଷ୍ଟ୍ରରେ ଲାଗିଲା ୧୪୪ ଧାରା, ଜାଣନ୍ତୁ କ’ଣ କ’ଣ ବନ୍ଦ ରହିବ

ମେ’ ୧ ଯାଏ ମହାରାଷ୍ଟ୍ରରେ ଲାଗିଲା ୧୪୪ ଧାରା, ଜାଣନ୍ତୁ କ’ଣ କ’ଣ ବନ୍ଦ ରହିବ

2021-04-13 19:35:00
15273
Share:
Facebook
Twitter
E-Mail
WhatsApp
Telegram
ମେ’ ୧ ଯାଏ ମହାରାଷ୍ଟ୍ରରେ ଲାଗିଲା ୧୪୪ ଧାରା, ଜାଣନ୍ତୁ କ’ଣ କ’ଣ ବନ୍ଦ ରହିବ
ମହାରାଷ୍ଟ୍ରରେ କରୋନା ସ୍ଥିତି ନିୟନ୍ତ୍ରଣ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କଡା ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ଉଦ୍ଧବ ଏପ୍ରିଲ ୧୪ରୁ ରାତି ୮ଟାରୁ ରାଜ୍ୟରେ ଧାରା ୧୪୪ ଲାଗୁ କରିବାକୁ ଘୋଷଣା କରିଛନ୍ତି। ରାଜ୍ୟରେ ଗତ ବର୍ଷ ପରି ପୂର୍ଣ୍ଣ ଲକ୍‌ଡାଉନ୍‌ ଲାଗିବ ନାହିଁ। କିନ୍ତୁ ସମସ୍ତ ପ୍ରକାରର ଅନାବଶ୍ୟକ ସେବା ବନ୍ଦ ରହିବ। କେବଳ ଜରୁରୀକାଳୀନ ସେବାକୁ ଅନୁମତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଲକ୍‌ଡାଉନ୍ ଶବ୍ଦର ବ୍ୟବହାର ନକରି ଏହାକୁ ‘ବ୍ରେକ୍ ଦ ଚେନ୍ ଅଭିଯାନ’ କହିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ, ଜରୁରୀ ସେବାକୁ ବାଦ୍‌ ଦେଲେ ବାକି ସବୁ କିଛି ବନ୍ଦ ରହିବ। ଇକର୍ମସ, ବ୍ୟାଙ୍କ, ମିଡିଆ, ପେଟ୍ରୋଲ ପମ୍ପ, ସୁରକ୍ଷା ଗାର୍ଡ ଆଦି ଖୋଲା ରହିବ। ଗଣମାଧ୍ୟମ ପ୍ରତିନିଧିଙ୍କ ଯିବା ଆସିବାରେ କୌଣସି କଟକଣା ନାହିଁ। ରେସ୍ତୋରାଁ ଖୋଲା ରହିବ, କିନ୍ତୁ ସେଠାରେ ବସି ଖାଇବାକୁ ବାରଣ କରାଯାଇଛି। କେବଳ ହୋମ ଡେଲିଭରିକୁ ଅନୁମତି ଦିଆଯାଇଛି। ଘରୋଇ ଗାଡ଼ିଗୁଡ଼ିକ କେବଳ ଜରୁରୀ ଓ ଅତ୍ୟାବଶ୍ୟକ ସେବା ପାଇଁ ଚାଲି ପାରିବ। ସାଧାରଣ ପରିବହନ କଟକଣା ମଧ୍ୟରେ କାର୍ଯ୍ୟ କରିବ। ଅଟୋରେ ଡ୍ରାଇଭରଙ୍କ ସହ ଦୁଇ ଜଣ ଯାତ୍ରୀ। ଟ୍ୟାକ୍ସିରେ ଡ୍ରାଇଭରଙ୍କ ସହ କ୍ଷମତାର ୫୦% ଯାତ୍ରୀ। ବସ୍‌ ପୂର୍ଣ୍ଣ କ୍ଷମତାରେ ଚାଲିବ, କିନ୍ତୁ କେହି ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। ଟ୍ରେନ ଓ ବିମାନ ସେବା ଜାରି ରହିବ। କୌଣସି ସ୍କୁଲ ଓ କଲେଜ ଖୋଲିବ ନାହିଁ। ଘରୋଇ କୋଚିଂ ସେଣ୍ଟର ବନ୍ଦ ରହିବ। ବୈଧ ଆଡମିଟ୍ କାର୍ଡ ଦେଖାଇ ଜଣେ ପ୍ରାପ୍ତ ବୟସ୍କଙ୍କ ସହ ଶିକ୍ଷାର୍ଥୀ ପରୀକ୍ଷା ଦେବାକୁ ଯାଇପାରିବେ। ସିନେମା ହଲ, ଡ୍ରାମା କ୍ଲବ, ଜିମ, ସୁଇମିଂ ପୁଲ, ଥିଏଟର ଓ ପାର୍କ ବନ୍ଦ ରହିବ। ସିନେମା, ସିରିଏଲ ଓ ବିଜ୍ଞାପନ ଶୁଟିଂ ୧୫ ଦିନ ପାଇଁ ବନ୍ଦ। କେବଳ ଜରୁରୀ ସେବାକୁ ଛାଡ଼ି ଆଉ ସବୁ ଅଫିସ ବନ୍ଦ ରହିବ। ଅତ୍ୟାବଶ୍ୟକ ସେବା ଯୋଗାଉ ନଥିବା ମଲ ଓ ଦୋକାନ ଖୋଲିବ ନାହିଁ। ସମୁଦ୍ର କୂଳକୁ ଯିବା ଆସିବା ଓ ଗାର୍ଡେନ ବନ୍ଦ ରହିବ। ସମସ୍ତ ଧର୍ମାନୁଷ୍ଠାନରେ ତାଲା ପଡ଼ିବ। ସେଲୁନ, ସ୍ପା, ବିୟୁଟି ପାର୍ଲର ଖୋଲିବ ନାହିଁ। ସର୍ବାଧିକ ୨୫ ଜଣଙ୍କୁ ନେଇ ବାହାଘର ଓ ୨୦ ଜଣ ଲୋକଙ୍କୁ ନେଇ ଶୁଦ୍ଧିକ୍ରିୟା କରାଯାଇ ପାରିବ। କୌଣସି ରାଜନୀତିକ ସମାବେଶ ହୋଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି।
Tags maharastra 144

Related articles Odisha News Lens 4.1

  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    15000
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14076
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13925
    Oct 16, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13494
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13891
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13853
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13920
    Oct 17, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13710
    Oct 16, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15257
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13710
    Oct 16, 2026
  • ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13853
    Oct 17, 2026
  • ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13920
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17190
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17884
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17831
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18254
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14967
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14645
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14751
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15753
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14426
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14464
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13925
    Oct 16, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15257
    Oct 17, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13710
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In