ଆଇଏଏସସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି ।
୧. ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଦାୟିତ୍ୱ ମିଳିଛି
୨. ଗିରିଶ ଏସ ଏନଙ୍କୁ ଏଚ ଆଣ୍ଡ ଏଫ ଡବ୍ଲ୍ୟୁ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ ମିଳିଛି ।
୩.ଅଶ୍ୱତୀ ଏସଙ୍କୁ ଏସଆଇଟିଆଇ- ଓଡିଶାର ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ମିଳିଛି ।
୪. ରୂପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ ମିଳିଛି ।
Powered by Froala Editor