Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

2026-11-07 11:41:06
13357
Share:
Facebook
Twitter
E-Mail
WhatsApp
Telegram
 ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

ମୁମ୍ବାଇ: ମହାରାଷ୍ଟ୍ର ଆତଙ୍କବାଦ ନିରୋଧୀ ଦଳ (ATS) ଏକ ବଡ଼ଧରଣର ଅପରେସନ ଠାଣେ ଜିଲ୍ଲାରୁ ଜଣେ ୱାଣ୍ଟେଡ୍ ନକ୍ସଲ୍କୁ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତଙ୍କ ମୁଣ୍ଡରେ ଝାରଖଣ୍ଡ ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା । ସୂଚନା ମୁତାବକ, ଅଭିଯୁକ୍ତକୁ ଡୋମ୍ବିଭଲି ଅଞ୍ଚଳର ଠାକୁର୍ଲି ଏଞ୍ଚଳରୁ କାବୁ କରାଯାଇଛି । ଗିରଫ ହୋଇଥିବା ନକ୍ସଲର ନାମ ସଞ୍ଜୟ ସରୋଜ ଯାଦବ ଓରଫ୍ ସଞ୍ଜୟ ଗୋଦରେ ଓରଫ୍ ବୁଧରାମ ବୋଲି ଜଣାପଡ଼ିଛି । ତାଙ୍କର ବୟସ ପ୍ରାୟ ୪୫ ବର୍ଷ ହେବ ବୋଲି ଆକଳନ କରାଯାଇଛି । ସେ ମୂଳତଃ ଝାଡ଼ଖଣ୍ଡର ଜଙ୍ଗଲ ଅଞ୍ଚଳର ବାସିନ୍ଦା । ଝାଡ଼ଖଣ୍ଡରେ ତାଙ୍କ ବିରୋଧରେ ଅନେକ ମାମଲା ରହିଥିବାବେଳେ ରାଜ୍ୟ ସରକାର ତାଙ୍କୁ ଧରିବା ପାଇଁ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ ।
ସୂଚନା ଅନୁଯାୟୀ, ମହାରାଷ୍ଟ୍ର ଏଟିଏସ୍କୁ ଗୁପ୍ତ ସୂତ୍ରରୁ ଖବର ମିଳିଥିଲା ଯେ ଏହି କୁଖ୍ୟାତ ନକ୍ସଲ୍ ଠାଣେ ଜିଲ୍ଲାର ଡୋମ୍ବିଭଲି ସ୍ଥିତ ଠାକୁର୍ଲି ଅଞ୍ଚଳରେ ଲୁଚି ରହିଛି । ଏହି ସୂଚନାକୁ ଆଧାର କରି ଏଟିଏସ୍ ଟିମ୍ ତୁରନ୍ତ ସେହି ଅଞ୍ଚଳରେ ଚଢ଼ଉ କରି ତାଙ୍କୁ କାବୁ କରିଥିଲା । ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ସେ ଗତ ୧୦ ଦିନ ହେବ ଠାକୁର୍ଲିରେ ଆଶ୍ରୟ ନେଇ ରହୁଥିଲେ । ସେ ଏଠାକୁ କେବେ ଏବଂ କାହା ସଂସ୍ପର୍ଶରେ ଆସି ଆସିଥିଲେ, ସେନେଇ ଏବେ ଗଭୀର ତଥ୍ୟ ସଂଗ୍ରହ କରାଯାଉଛି । ସେ ଏଠାରେ ଏକାକୀ ରହୁଥିଲେ କିମ୍ବା କାହାର ସହାୟତା ନେଇଥିଲେ, ତାହାର ମଧ୍ୟ ତଦନ୍ତ ଚାଲିଛି ।
ସଞ୍ଜୟ ଯାଦବଙ୍କ ଗିରଫ ହେବା ପରେ ମହାରାଷ୍ଟ୍ର ଏଟିଏସ୍ ତାଙ୍କୁ ଘନଘନ ଜେରା କରୁଛି । ଝାଡ଼ଖଣ୍ଡ ଛାଡ଼ି ସେ କାହିଁକି ମହାରାଷ୍ଟ୍ର ଆସିଲେ ଏବଂ ଠାକୁର୍ଲିରେ ରହିବାର ପ୍ରକୃତ ଉଦ୍ଦେଶ୍ୟ କ’ଣ ଥିଲା, ତାହା ବର୍ତ୍ତମାନ ଏଜେନ୍ସି ପାଇଁ ମୁଖ୍ୟ ପ୍ରଶ୍ନ ପାଲଟିଛି ।

Powered by Froala Editor

Tags Arrested

Related articles Odisha News Lens 4.1

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14230
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13704
    Nov 06, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15003
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15189
    Nov 06, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15616
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14771
    Nov 06, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13306
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13698
    Nov 07, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13824
    Nov 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14230
    Nov 05, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13824
    Nov 05, 2026
  • ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15616
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17258
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17959
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17900
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18320
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13698
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14058
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14882
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15861
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15041
    Oct 27, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14082
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14154
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14417
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15861
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15189
    Nov 06, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13704
    Nov 06, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15616
    Nov 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In