Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

ରାଜ୍ୟ
Home ›› ରାଜ୍ୟ ››ଓକିଲ ଓ ସିଏଏସ୍‌ଆଇଙ୍କୁ ଲୁହାଛଡ଼ରେ ଆକ୍ରମଣ କଲେ ଅଙ୍ଗନଓ୍ବାଡି କର୍ମୀ

ଓକିଲ ଓ ସିଏଏସ୍‌ଆଇଙ୍କୁ ଲୁହାଛଡ଼ରେ ଆକ୍ରମଣ କଲେ ଅଙ୍ଗନଓ୍ବାଡି କର୍ମୀ

2026-11-08 06:53:46
14417
Share:
Facebook
Twitter
E-Mail
WhatsApp
Telegram
ଓକିଲ ଓ ସିଏଏସ୍‌ଆଇଙ୍କୁ ଲୁହାଛଡ଼ରେ ଆକ୍ରମଣ କଲେ ଅଙ୍ଗନଓ୍ବାଡି କର୍ମୀ

ଝରିଗାଁ: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାସ୍ଥିତ  ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ଜଣେ ଅଙ୍ଗନଓ୍ବାଡି କର୍ମୀ ପଶି ସରକାରୀ ଓକିଲ ଓ ସିଏଏସ୍‌ଆଇଙ୍କୁ ଲୁହାଛଡ଼ରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏଥିରେ ସରକାରୀ ଓକିଲ ପ୍ରଦୀପ କୁମାରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାବେଳେ ସିଏଏସ୍‌ଆଇ ମୀନକେତନ ଗନ୍ତାୟତଙ୍କ ମୁଣ୍ଡ ମଧ୍ୟ ଫାଟିଯାଇଥିବା ଜଣାପଡ଼ିଛି। ତେବେ ଏହି ସମୟରେ ବିଚାରପତି ସ୍ମିତା ଲାକ୍ରା ମଧ୍ୟ ଆକ୍ରମଣର ଶିକାର ହୋଇଥିବା କୁହାଯାଉଥିବାବେଳେ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଏଭଳି କାଣ୍ଡ ଘଟାଇଥିବା କରସାହାଣ୍ଡି ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ସନମତୀ ମାଝୀ(୩୦)ଙ୍କୁ ଝରିଗାଁ ପୋଲିସ ଗିରଫ ପରେ କୋର୍ଟ ଚାଲାଣ କରିଛି।

ସୂଚନାନୁଯାୟୀ, ସନମତୀ ବ୍ୟାଗ୍‌ ଧରି ପ୍ରଥମେ ବିଚାରପତିଙ୍କ କୋର୍ଟ ହଲ୍‌ ମଧ୍ୟକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ସେହି ଭିତରକୁ ବିନା ଅନୁମତିରେ ପ୍ରବେଶ ନିଷେଧ ନେଇ ବାରଣ କରାଯାଇଥିଲା। ଏହାପରେ ସେ ସରକାରୀ ଓକିଲ ପ୍ରଦୀପ କୁମାର ପଟ୍ଟନାୟକଙ୍କ ନିକଟକୁ ଯାଇଥିଲେ। ପାଖରେ ଥିବା ଚେୟାରରେ ସନମତୀଙ୍କୁ ବସିବାକୁ କହି ପ୍ରଦୀପ ଫୋନ୍‌ରେ କଥା ହେଉଥିଲେ। ଇତି ମଧ୍ୟରେ ସନମତୀ ବ୍ୟାଗ୍‌ରୁ ଲୁହାଛଡ଼ ବାହାର କରି ସରକାରୀ ଓକିଲ ପ୍ରଦୀପଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଅଚାନକ ଆକ୍ରମଣ ପରେ ପ୍ରଦୀପ ପାଟି କରିବାରୁ ଚାମ୍ବରରେ ବସିଥିବା ବିଚାରପତି ସ୍ମିତା ଲାକ୍ରା, ସିଏଏସ୍‌ଆଇ ମୀନକେତନ ଗନ୍ତାୟତ, ଅଦାଲତରେ କାର୍ଯ୍ୟରତ କର୍ମଚାରୀ ଆସି ଛଡ଼ାଇଥିଲେ। ଏହି ସମୟରେ ମୀନକେତନଙ୍କ ମୁଣ୍ଡରେ ମଧ୍ୟ ମାଡ଼ ବାଜିଥିଲା। ରକ୍ତାକ୍ତ ଅବସ୍ଥାରେ  ପ୍ରଦୀପ  ଏବଂ ମୀନକେତନଙ୍କୁ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଖବରପାଇ ଝରିଗାଁ ଆଇଆଇସି ରଚିତା ମାଡକାମୀ ପହଞ୍ଚି ସନମତୀଙ୍କୁ ଗିରଫ କରିଥିଲେ। ଚିକିତ୍ସା ପରେ ପ୍ରଦୀପ ଝରିଗାଁ ଥାନାରେ ଲିଖିତ ଅଭଯୋଗ କରିଥିଲେ। ପୋଲିସ କେସ୍‌ ନମ୍ବର୨୧୯/୨୦୨୬ ରେ ମାମଲା ରୁଜୁ କରିଛି। ଆଇଆଇସି ମାଡକାମୀ ଘଟଣା ତଦନ୍ତ କରୁଛନ୍ତି। ପୂର୍ବରୁ ସନମତୀଙ୍କ ଯୌତୁକ ନିର୍ଯାତନା ମାମଲା କୋର୍ଟରେ ବିଚାରାଧୀନ ରହିଛି। କେସ ସମ୍ପର୍କରେ ପୂର୍ବରୁ ଆଲୋଚନା କରିଥିଲେ। ସ୍ବାମୀଙ୍କଠାରୁ ଭରଣପୋଷଣ ଆଣିବା ଦିଗରେ ସହାୟତା କରିବା ନେଇ କଥା ହୋଇଥିଲେ। ତେବେ ହଠାତ୍‌ ଏପରି ଆସି ଆକ୍ରମଣ କରିବେ ବୋଲି ଜାଣି ନ ଥିବା ପ୍ରଦୀପ କହିଛନ୍ତି। ଘଟଣା ପରେ ଚିଫ୍‌ ଜୁଡିସିଆଲ ମାଜିଷ୍ଟ୍ରେଟ୍‌ ସୀମା ତ୍ରିପାଠୀ, ଜିଲା ଏବଂ ଦୌରା ଜଜ୍‌ ସଂଗ୍ରାମ କେଶରୀ ପଟ୍ଟନାୟକ, ଏଏସ୍‌ପି ଆଦିତ୍ୟ କୁମାର ସେନ୍‌, ଉମରକୋଟ ଏସ୍‌ଡିପିଓ ଶୁଭେନ୍ଦୁ ଶବର ଝରିଗାଁରେ ପହଞ୍ଚି ବିଚାରପତି ସ୍ମିତା ଲାକ୍ରାଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ବ୍ୟତୀତ ଉମରକୋଟ ବାର୍‌ ଆସୋସିଏଶନ ସମ୍ପାଦକ କୃଷ୍ଣଚନ୍ଦ୍ର ନନ୍ଦ, ପୂର୍ବତନ ସଭାପତି ପ୍ରଶାନ୍ତ ସାହୁ, ପୂର୍ବତନ ସମ୍ପାଦକ ଶାନ୍ତନୁ ବାହିନୀପତି, କାଳିପ୍ରସାଦ ନନ୍ଦ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଥିଲେ। ପୂର୍ବତନ ଓକିଲ ସଂଘ ସଭାପତି ପ୍ରଶାନ୍ତ କୁମାର ସାହୁ ଘଟଣାକୁ ନିନ୍ଦା କରିବା ସହ ଓକିଲମାନେ ସୁରକ୍ଷିତ ନାହାନ୍ତି ବୋଲି କହିଛନ୍ତି। 

Powered by Froala Editor

Tags Attack

Related articles Odisha News Lens 4.1

  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13553
    Nov 07, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15791
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13884
    Nov 07, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13500
    Nov 07, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14179
    Nov 08, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13883
    Nov 06, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15202
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14946
    Nov 06, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    14974
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13500
    Nov 07, 2026
  • ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14946
    Nov 06, 2026
  • ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    13989
    Nov 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13884
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14229
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14903
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15882
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15062
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15344
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14144
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14424
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14179
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    14974
    Nov 08, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    13989
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In