Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ...

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ...

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

2026-11-08 11:01:38
14974
Share:
Facebook
Twitter
E-Mail
WhatsApp
Telegram
ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

ନୂଆଦିଲ୍ଲୀ: ଏବେ ନକ୍ସଲବାଦର ଆତଙ୍କ ଶେଷ ହୋଇଛି ଏବଂ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ଆପଣମାନଙ୍କ ସହ ଦୀପାବଳି ପାଳନ କରିବା ପାଇଁ ମୁଁ ବସ୍ତରର ଜଙ୍ଗଲକୁ ଆସିଛି। ଏକଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୀପାବଳି ଅବସରରେ ଛତିଶଗଡ଼ର ବସ୍ତରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ‘ଆଜି ସାରା ଦେଶ ସମେତ ବିଶ୍ୱର କୋଣ ଅନୁକୋଣରେ କୋଟି କୋଟି ଭାରତୀୟ ଆଲୋକର ପବିତ୍ର ପର୍ବ ପାଳନ କରୁଛନ୍ତି। ଦୂରଦୂରାନ୍ତରୁ ଲୋକେ ନିଜ ଘରକୁ ଫେରୁଛନ୍ତି। ପରିବାର ଓ ଆତ୍ମୀୟସ୍ୱଜନଙ୍କ ସହ ମିଳାମିଶା କରିବାର ଏହା ଏକ ବଡ଼ ଉତ୍ସବ। ମୁଁ ମଧ୍ୟ ଆପଣମାନଙ୍କ ସହ ଦୀପାବଳି ପାଳନ କରିବାକୁ ଆସିଛି । ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ ।
ପ୍ରଧାନମନ୍ତ୍ରୀ କହିଥିଲେ ‘ସୀମାରେ ଓ ଦେଶ ଭିତରେ ରାଷ୍ଟ୍ରର ସୁରକ୍ଷା କରୁଥିବା, ଦେଶର ପ୍ରହରୀ, ମା’ ଭାରତୀଙ୍କ ବୀର ପୁଅ ଓ ଝିଅମାନେ ମୋର ନିଜ ପରିବାରର ସଦସ୍ୟ। ଆପଣମାନେ ସମସ୍ତେ ମୋ ପରିବାରର ଅଂଶ ବିଶେଷ। ହିମାଳୟର କୋଳରେ କାର୍ଗିଲରୁ ଲେପ୍‌ଚା ପର୍ଯ୍ୟନ୍ତ ଏବଂ ସମୁଦ୍ର କୂଳର ସର୍ କ୍ରିକ୍‌ରୁ ସମୁଦ୍ର ମଧ୍ୟରେ ଥିବା ଆଇଏନ୍‌ଏସ୍ ବିକ୍ରାନ୍ତ ପର୍ଯ୍ୟନ୍ତ ବୀର ଯବାନଙ୍କ ସହ ପାଳନ କରିଥିବା ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ହୋଇ ରହିଛି।’
ସେ କହିଥିଲେ, ୨୦୨୬ର ଏହି ଦୀପାବଳି ପ୍ରକୃତରେ ସ୍ୱତନ୍ତ୍ର। ଏହା ହେଉଛି ପ୍ରଥମ ଦୀପାବଳି, ଯେତେବେଳେ ଦେଶ ଦୀର୍ଘ ଦଶନ୍ଧି ଧରି ଚାଲିଥିବା ନକ୍ସଲବାଦ ଓ ମାଓବାଦୀ ଆତଙ୍କ ବିରୋଧୀ ଲଢ଼େଇରେ ବିଜୟ ହାସଲ କରିଛି। ଏହା ପ୍ରଥମ ଦୀପାବଳି, ଯେତେବେଳେ ଦେଶର ପ୍ରତ୍ୟେକ ଜିଲ୍ଲା ନକ୍ସଲବାଦରୁ ମୁକ୍ତ ହୋଇଛି। ଏହା ପ୍ରଥମ ଦୀପାବଳି, ଯେତେବେଳେ କୋଟି କୋଟି ଦେଶବାସୀ ନକ୍ସଲବାଦର ଭୟକୁ ପରାସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ, ମାଓବାଦୀ ଆତଙ୍କ ଓ ନକ୍ସଲବାଦ ବିରୋଧୀ ଲଢ଼େଇ ଆଦୌ ସହଜ ନଥିଲା। ଏକ ସମୟରେ ଦେଶର ପ୍ରାୟ ୨୦ଟି ରାଜ୍ୟର ୨୩୦ରୁ ଅଧିକ ଜିଲ୍ଲା ନକ୍ସଲବାଦ ଦ୍ୱାରା ପ୍ରଭାବିତ ଥିଲା। ସନ୍ଧ୍ୟା ହେବା ପରେ ସେହି ଅଞ୍ଚଳଗୁଡ଼ିକରେ ଜୀବନଯାତ୍ରା ଠପ୍ ହୋଇଯାଉଥିଲା। ଗୋଟିଏ ବର୍ଷରେ ୨ ହଜାର ପର୍ଯ୍ୟନ୍ତ ନକ୍ସଲ ଆକ୍ରମଣ ହେଉଥିଲା। ୨୦୧୦ରେ ଦନ୍ତେୱାଡ଼ାରେ ନକ୍ସଲଙ୍କ ସହ ମୁହାଁମୁହିଁ ସଂଘର୍ଷରେ ଆମର ୭୬ ଜଣ ସୁରକ୍ଷାକର୍ମୀ ସହିଦ ହୋଇଥିଲେ। ସେହି ୨୦୧୦ ମସିହାରେ ଦନ୍ତେୱାଡ଼ାରେ ଅନ୍ୟ ଏକ ଘଟଣାରେ ୪୪ ଜଣ ନିରୀହ ନାଗରିକଙ୍କୁ ହତ୍ୟା କରାଯାଇଥିଲା। ଏହି ମାଟି ଆମ ବୀର ଯବାନଙ୍କ ରକ୍ତରେ ରଞ୍ଜିତ ହୋଇଥିଲା। ଏହି ସମୟ ମଧ୍ୟରେ କେବଳ ଛତିଶଗଡ଼ରେ ୧ ହଜାରରୁ ଅଧିକ ଯବାନ ବଳିଦାନ ଦେଇଛନ୍ତି। ଆଇଇଡି ବିସ୍ଫୋରଣରେ ଅନେକ ଯବାନ ନିଜର ହାତ ଓ ଗୋଡ଼ ହରାଇଛନ୍ତି। ସେମାନଙ୍କୁ ସମ୍ମାନ ଦେବାର ସମୟ ଆସଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଏହି ଅବସରରେ ଦେଶବାସୀଙ୍କୁ ଅହ୍ୱାନ ଦେଇଥିଲେ ।

Powered by Froala Editor

Tags Modi

Related articles Odisha News Lens 4.1

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14317
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13468
    Nov 08, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି
    ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15597
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15132
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15342
    Nov 08, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13546
    Nov 08, 2026
  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ

    13543
    Nov 09, 2026
  •  ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ

    14747
    Nov 09, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ
    ବିଶେଷ

    ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13759
    Nov 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14449
    Nov 08, 2026
  • ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14317
    Nov 08, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ

    14747
    Nov 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17262
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17964
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17907
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18328
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13759
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15132
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14140
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14329
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14933
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15555
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14146
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14157
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14426
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ

    13543
    Nov 09, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15597
    Nov 08, 2026
  • ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ

    14747
    Nov 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In