Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ...

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

2026-11-08 15:54:35
13270
Share:
Facebook
Twitter
E-Mail
WhatsApp
Telegram
ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

ଆଉ ଜଣେ ସରକାରୀ ଅଧିକାରୀଙ୍କ ଚାକିରି ଛାଡ଼ିବା ଘଟଣା ନୂଆ ଚର୍ଚ୍ଚାକୁ ଖୋରାକ ଯୋଗାଇଛି । ଜିଏସଟି (GST) ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର (VRS) ମଞ୍ଜୁର ହୋଇଛି। ଚର୍ଚ୍ଚା ଅନୁସାରେ, ଅନୁପମା ସରୋଜ ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଗ୍ୟ ପରୀକ୍ଷା କରିପାରନ୍ତି।

ଉତ୍ତରପ୍ରଦେଶରେ ୨୦୨୭ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ମାହୋଲ ସରଗରମ ହେବାରେ ଲାଗିଲାଣି। ଏହାରି ଭିତରେ ଅନୁପମା ସରୋଜ ଚାକିରିରୁ ଅବସର ନେବା ପରେ ସେ କ'ଣ ରାଜନୀତି ମଇଦାନକୁ ଓହ୍ଲାଇବେ? ଆଗାମୀ ନିର୍ବାଚନରେ ଲଢ଼ିବେ କି? ଏଭଳି ଅନେକ ପ୍ରଶ୍ନ ଏବେ ଉଠିବାରେ ଲାଗିଛି।

ବିଶେଷକରି ସୀତାପୁର ଜିଲ୍ଲାର ସିଧୌଲି ବିଧାନସଭା ଆସନରୁ ସେ ନିର୍ବାଚନ ଲଢ଼ିବା ନେଇ ଆଲୋଚନା ଜୋର ଧରିଛି। ଏହି ଆସନଟି ଅନୁସୂଚିତ ଜାତି (SC) ବର୍ଗ ପାଇଁ ସଂରକ୍ଷିତ। ତେବେ ଏନେଇ ଅନୁପମାଙ୍କ ପକ୍ଷରୁ କୌଣସି ଔପଚାରିକ ନିର୍ବାଚନୀ ଘୋଷଣା ହୋଇନାହିଁ।

ଅନୁପମାଙ୍କ ପାରିବାରିକ ପୃଷ୍ଠଭୂମି ମଧ୍ୟ ରାଜନୀତି ସହ ଜଡ଼ିତ। ସେ ସମାଜବାଦୀ ପାର୍ଟିର ପୂର୍ବତନ ସାଂସଦ ସୁଶୀଳା ସରୋଜଙ୍କ ଝିଅ। ଏହାସହ ସମାଜବାଦୀ ପାର୍ଟିର ମୁଖପାତ୍ର ଅନୁରାଗ ଭଦୌରିଆଙ୍କ ପତ୍ନୀ। ତେଣୁ ତାଙ୍କ VRS ମଞ୍ଜୁରୀ ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆହୁରି ବଢ଼ିଛି।

ଏପଟେ ପୂର୍ବତନ IAS ଅଧିକାରୀ ଦିବ୍ୟା ମିତ୍ତଲଙ୍କ ନିଷ୍ପତ୍ତି ମଧ୍ୟ ଏହି ଚର୍ଚ୍ଚାକୁ ନୂଆ ମୋଡ଼ ଦେଇଛି। ସରକାରୀ ଚାକିରିରୁ ଇସ୍ତଫା ଦେବା ପରେ ସେ ସକ୍ରିୟ ରାଜନୀତିରେ ପ୍ରବେଶ କରିବା ସହ ନିଜ ଦଳ 'ଜନନୀତି ଭାରତ' ଗଠନ କରିଛନ୍ତି। ଆଗାମୀ ଉତ୍ତରପ୍ରଦେଶ ନିର୍ବାଚନରେ ତାଙ୍କ ଦଳ ପ୍ରାର୍ଥୀ ଦେବ ବୋଲି ସେ ସ୍ପଷ୍ଟ କରିଛନ୍ତି। ଆବଶ୍ୟକ ହେଲେ ରାଜ୍ୟର ସମସ୍ତ ୪୦୩ଟି ଆସନରେ ପ୍ରାର୍ଥୀ ଦେବାକୁ ମଧ୍ୟ ଦଳ ପ୍ରସ୍ତୁତ ବୋଲି ସେ କହିଛନ୍ତି।

Powered by Froala Editor

Tags anupama

Related articles Odisha News Lens 4.1

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ
    ଦେଶ-ଦେଶାନ୍ତର

    ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14774
    Nov 08, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14267
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13270
    Nov 08, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    14061
    Nov 07, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14114
    Nov 08, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି
    ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14267
    Nov 08, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13341
    Nov 08, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13643
    Nov 07, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15061
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    14924
    Nov 08, 2026
  • ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13341
    Nov 08, 2026
  • ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14267
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17261
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17962
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17904
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18324
    Sep 06, 2023

ବିଶେଷ

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    14925
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13964
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14306
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14912
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15892
    Oct 30, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15417
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14146
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14156
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14774
    Nov 08, 2026
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13643
    Nov 07, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14061
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In