Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ...

  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ...

  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ...

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ...

  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

ରାଜ୍ୟ
Home ›› ରାଜ୍ୟ ››SEBCଙ୍କ ନ୍ୟାୟସଙ୍ଗତ ପ୍ରତିନିଧିତ୍ୱ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି

SEBCଙ୍କ ନ୍ୟାୟସଙ୍ଗତ ପ୍ରତିନିଧିତ୍ୱ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି

2026-11-14 10:39:24
13396
Share:
Facebook
Twitter
E-Mail
WhatsApp
Telegram
SEBCଙ୍କ ନ୍ୟାୟସଙ୍ଗତ ପ୍ରତିନିଧିତ୍ୱ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି

ଭୁବନେଶ୍ୱର: ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡ଼ିକରେ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ (SEBC)ଙ୍କ ନ୍ୟାୟସଙ୍ଗତ ପ୍ରତିନିଧିତ୍ୱ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି । ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଓଡ଼ିଶା ସରକାର ମାନ୍ୟବର ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ (ଅବସରପ୍ରାପ୍ତ)ଙ୍କ ଅଧ୍ୟକ୍ଷତାରେ ଏହି ସ୍ୱତନ୍ତ୍ର କମିଶନ ଗଠନ କରାଯାଇଛି । ଏଥିନିମନ୍ତେ ଏକ ବୈଠକ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (SCSTRTI) ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ସିଆରପି ଛକସ୍ଥିତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (SCSTRTI) ପରିସରରେ କମିଶନ ନିଜର କାର୍ଯ୍ୟ ଆରମ୍ଭ କରିଛନ୍ତି । ଗଠନ ହେବା ପରଠାରୁ, SEBC ପ୍ରତିନିଧିତ୍ୱ ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଏବଂ ଆକଳନ ପ୍ରକ୍ରିୟାର ପଦ୍ଧତି ଉପରେ ବିଚାରବିମର୍ଶ କରିବା ପାଇଁ କମିଶନ ଏକାଧିକ ବୈଠକ ଅନୁଷ୍ଠିତ କରିସାରିଛନ୍ତି । 


ସ୍ଥାନୀୟ ସ୍ଵାୟତ ଶାସନ ସଂସ୍ଥାଗୁଡ଼ିକରେ SEBC ବର୍ଗର ପ୍ରତିନିଧିତ୍ୱ ଯାଞ୍ଚ କରିବା ଏବଂ ତୃଣମୂଳ ସ୍ତରୀୟ ଗଣତାନ୍ତ୍ରିକ ସଂସ୍ଥାଗୁଡ଼ିକରେ ସେମାନଙ୍କର ଅଂଶଗ୍ରହଣ ସୁନିଶ୍ଚିତ କରିବା ନିମନ୍ତେ ଆନୁପାତିକ ସଂରକ୍ଷଣର ଆବଶ୍ୟକତା ଆକଳନ କରିବା ଦାୟିତ୍ୱ ଏହି କମିଶନଙ୍କ ଉପରେ ନ୍ୟସ୍ତ କରାଯାଇଛି । ଅବସରପ୍ରାପ୍ତ ଆଇଏଏସ୍ (IAS) ଅଧିକାରୀ ଶ୍ରୀ ବିଜୟ କୁମାର ପୃଷ୍ଟିଙ୍କୁ ଏହି କମିଶନର ସଦସ୍ୟ ଭାବେ ନିଯୁକ୍ତ କରାଯାଇଥିବା ବେଳେ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ସୁଜାତା ମିଶ୍ର (OAS-SS)ଙ୍କୁ ଏହାର ସଦସ୍ୟ ସଚିବ ଭାବେ ନିଯୁକ୍ତ କରାଯାଇଛି।


ଆଲୋଚନା ସମୟରେ, ସ୍ଥାନୀୟ ସ୍ଵାୟତ ଶାସିତ ସଂସ୍ଥାଗୁଡ଼ିକରେ ବର୍ଗର ପ୍ରକୃତ ପ୍ରତିନିଧିତ୍ୱ ନିର୍ଦ୍ଧାରଣ କରିବା ପାଇଁ ବିସ୍ତୃତ ସୂଚନା ଏବଂ ଜିଲ୍ଲାୱାରୀ ତଥ୍ୟ ସଂଗ୍ରହ କରିବାର ଆବଶ୍ୟକତା ଉପରେ କମିଶନ ଗୁରୁତ୍ୱାରୋପ କରିଛନ୍ତି । ଏହି ପରିପ୍ରେକ୍ଷୀରେ, ରାଜ୍ୟବ୍ୟାପୀ ପଞ୍ଚାୟତିରାଜ ଅନୁଷ୍ଠାନ (PRIs) ଏବଂ ସହରାଞ୍ଚଳ ସ୍ଥାନୀୟ ସ୍ଵାୟତ ଶାସନ ସଂସ୍ଥାଗୁଡ଼ିକରେ (ULBs) 'ଅଣ-ସଂରକ୍ଷିତ' (UR) ବର୍ଗ ଅଧୀନରେ ନିର୍ବାଚିତ ହୋଇଥିବା SEBC ସଦସ୍ୟମାନଙ୍କ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ଜିଲ୍ଲାୱାରୀ ତଥ୍ୟ, ଓଡ଼ିଶାର ସ୍ଥାନୀୟ ସ୍ଵାୟତ ଶାସନ ସଂସ୍ଥାଗୁଡ଼ିକରେ SEBC ବର୍ଗର ପ୍ରକୃତ ରାଜନୈତିକ ପ୍ରତିନିଧିତ୍ୱ ସମ୍ପର୍କରେ ପ୍ରମାଣ-ଆଧାରିତ ଆକଳନ କରିବାକୁ କମିଶନଙ୍କୁ ସକ୍ଷମ କରିବ । ଏହା ସହିତ, ପ୍ରଚଳିତ ସାମ୍ବିଧାନିକ ଓ ଆଇନଗତ ବ୍ୟବସ୍ଥା ଅନୁଯାୟୀ ଏହି ବିଷୟ ଉପରେ ଅଧିକ ଯାଞ୍ଚ କରିବାକୁ ମଧ୍ୟ ସହାୟକ ହେବ । ସରକାରୀ ଯୋଗାଯୋଗ ଏବଂ ଆବଶ୍ୟକୀୟ ସୂଚନା ପ୍ରଦାନ କରିବା ପାଇଁ, କମିଶନଙ୍କ ନିର୍ଦ୍ଦିଷ୍ଟ ଇ-ମେଲ୍ ଆଇଡି (sebccommission@gmail.com) ମାଧ୍ୟମରେ ଯୋଗାଯୋଗ କରାଯାଇପାରିବ ।

ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ବିଭାଗକୁ ନୋଡାଲ୍ ବିଭାଗ ଭାବେ ଚୟନ କରାଯାଇଛି ।  ଏହି ବିଭାଗ ସମସ୍ତ ଜିଲ୍ଲାପାଳଙ୍କ ସହ ସମନ୍ୱୟ ରକ୍ଷା କରିବେ ଏବଂ ନିର୍ଦ୍ଧାରିତ ଫର୍ମାଟରେ ଆବଶ୍ୟକୀୟ ତଥ୍ୟ ସଂଗ୍ରହ ଓ ଦାଖଲ ସୁନିଶ୍ଚିତ କରିବେ । କମିଶନଙ୍କ ଦ୍ୱାରା ଠିକ୍ ସମୟରେ ଯାଞ୍ଚ ଏବଂ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁବିଧା ହେବା ଉଦ୍ଦେଶ୍ୟରେ, ଉକ୍ତ ବିଭାଗକୁ ଯଥାଶୀଘ୍ର (ସମ୍ଭବତଃ ୪୫ ଦିନ ମଧ୍ୟରେ) ସମସ୍ତ ସଂକଳିତ ତଥ୍ୟ କମିଶନଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  

Powered by Froala Editor

Tags Sebc

Related articles Odisha News Lens 4.1

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    14040
    Nov 13, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍
    ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14273
    Nov 14, 2026
  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ
    ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14605
    Nov 14, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15221
    Nov 14, 2026
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14588
    Nov 14, 2026
  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ
    ଦେଶ-ଦେଶାନ୍ତର

    ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

    15402
    Nov 14, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13318
    Nov 14, 2026
  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା
    ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13370
    Nov 14, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14413
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

    15402
    Nov 14, 2026
  • ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14273
    Nov 14, 2026
  • ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13370
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17277
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17979
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17936
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18349
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14273
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14253
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15605
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14392
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14467
    Nov 05, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14363
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15583
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14167
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14182
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15221
    Nov 14, 2026
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14588
    Nov 14, 2026
  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

    15402
    Nov 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In