Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ...

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

ରାଜ୍ୟ
Home ›› ରାଜ୍ୟ ››ଆଜି ସୃଷ୍ଟିହେବ ବାତ୍ୟା ‘ଅକ୍ୱାନ’

ଆଜି ସୃଷ୍ଟିହେବ ବାତ୍ୟା ‘ଅକ୍ୱାନ’

2026-11-16 09:35:29
13416
Share:
Facebook
Twitter
E-Mail
WhatsApp
Telegram
ଆଜି ସୃଷ୍ଟିହେବ ବାତ୍ୟା ‘ଅକ୍ୱାନ’

ଭୁବନେଶ୍ୱର:  ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ସୋମବାର ବାତ୍ୟା ‘ଅକ୍ୱାନ’ ସୃଷ୍ଟିହେବ। ପରବର୍ତ୍ତୀ ସମୟରେ ଆହୁରି ଶକ୍ତିଶାଳୀ ହୋଇ ୧୭ ତାରିଖ ମଙ୍ଗଳବାର ବେଳକୁ ଭୀଷଣ ଓ ପରବର୍ତ୍ତୀ ୨ଦିନ ମଧ୍ୟରେ ଅର୍ଥାତ୍‌ ୧୯ ତାରିଖ ବେଳକୁ ଅତି ଭୀଷଣ ବାତ୍ୟାର ରୂପ ନେବ। ଏହି ସମୟରେ ପବନର ଘଣ୍ଟା ପ୍ରତି ବେଗ ସର୍ବାଧିକ ୧୪୫ କି.ମି. ରହିବ। ଅତି ଭୀଷଣ ବାତ୍ୟା କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆନ୍ଧ୍ରପ୍ରଦେଶ ଉପକୂଳ ମୁହଁା ହେବା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସିଷ୍ଟମର ଗତିପଥ ସ୍ପଷ୍ଟ ହେବା ପରେ ହିଁ ପ୍ରକୃତ ସ୍ଥଳଭାଗ ଏବଂ ପ୍ରଭାବ କେଉଁଠି କେତେ ରହିବ, ସେନେଇ ଠିକ୍‌ ଆକଳନ କରାଯାଇପାରିବ। ତେବେ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଉପକୂଳ ମୁହାଁ ହେଲେ ବି ଓଡ଼ିଶା ଉପରେ ପ୍ରଭାବ ଦେଖାଇବ। ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା, ପବନ ହେବ। ୧୮ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ଝଡ଼ବର୍ଷା ସହ ୪୦ ରୁ ୫୦ କି.ମି. ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। 

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାକୁ ଝଡ଼ବର୍ଷା ସହ ସର୍ବାଧିକ ୬୦ କି.ମି. ବେଗରେ ପବନ ବହିବା ନେଇ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ସର୍ବାଧିକ ୬୦ କି.ମି. ପର୍ଯ୍ୟନ୍ତ ଝଟ୍‌କା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀରକୁ ପ୍ରବଳ ବର୍ଷା ପବନ ପାଇଁ ୟେଲୋ ଓ୍ବାର୍ନିଂ ରହିଛି। ସେହିପରି ୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନ୍ୟ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। 

Powered by Froala Editor

Tags Cyclone

Related articles Odisha News Lens 4.1

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14545
    Nov 15, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15143
    Nov 16, 2026
  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG
    ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14442
    Nov 15, 2026
  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13811
    Nov 15, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13655
    Nov 16, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14420
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13815
    Nov 15, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15013
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15020
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13815
    Nov 15, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14442
    Nov 15, 2026
  • ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14545
    Nov 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17285
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17987
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17943
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18358
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14659
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14314
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15654
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14440
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14516
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    13909
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15420
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14373
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15593
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13815
    Nov 15, 2026
  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14442
    Nov 15, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15143
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In