Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ...

  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

ବାଣିଜ୍ୟ
Home ›› ବାଣିଜ୍ୟ ››ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

2026-11-17 07:24:05
14738
Share:
Facebook
Twitter
E-Mail
WhatsApp
Telegram
ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର : ବିଶ୍ୱ ପ୍ରିମାଚ୍ୟୁରିଟି ଦିବସ ଅବସରରେ ଆୟୁ ଫାଉଣ୍ଡେସନ୍ ଏବଂ ଅଙ୍କୁରା ହସ୍ପିଟାଲ ପକ୍ଷରୁ ଆୟୋଜିତ ୫ କିଲୋମିଟର ପଦଯାତ୍ରାରେ ପରିବାର ସମେତ ଶହଶହ ଲୋକ ଏକାଠି ହୋଇଥିଲେ। ସମୟ ପୂର୍ବରୁ ଜନ୍ମହୋଇଥିବା କିମ୍ବା ପ୍ରିମାଚ୍ୟୁର ଶିଶୁଙ୍କ ବିଷୟରେ ସଚେତନତା ବୃଦ୍ଧିକରିବା, ସେମାନଙ୍କ ସମ୍ଭାବନାକୁ ଉଜାଗର କରିବା ଏବଂ ସମୟୋଚିତ ଓ ବିଶେଷଜ୍ଞ ନବଜାତ ଶିଶୁ ଚିକିତ୍ସାର ଗୁରୁତ୍ୱ କୁଦର୍ଶାଇବା ଏହି ଉଦ୍ୟମର ଲକ୍ଷ୍ୟ ଥିଲା।

ଶ୍ରୀମତୀ ମୀରା ପରିଡ଼ା ଏବଂ ଶ୍ରୀମତୀ ଡେଜି ବେହେରା ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ଅବସରର ଶୋଭା ବଢ଼ାଇଥିଲେ ଏବଂ ପରିବାର, ସ୍ୱାସ୍ଥ୍ୟସେବା ବୃତ୍ତିଧାରୀ ଓ ଶୁଭାକାଂକ୍ଷୀଙ୍କ ସମେତ ଅନ୍ୟ ଅଂଶଗ୍ରହଣକାରୀଙ୍କ ସହ ସାମିଲ ହୋଇ ପ୍ରତ୍ୟେକ ପ୍ରିମାଚ୍ୟୁର ଶିଶୁ ଓ ସେମାନଙ୍କ ପିତାମାତାଙ୍କ ପାଇଁ ଆଶା ଓ ସହଯୋଗର ଏକ ଦୃଢ଼ବାର୍ତ୍ତା ଦେଇଥିଲେ।

ମେଡିକାଲ ଡାଇରେକ୍ଟର ତଥା କନସଲ୍ଟାଣ୍ଟ ନିଓ ନାଟୋଲୋଜିଷ୍ଟ ଓ ଶିଶୁ ରୋଗ ବିଶେଷଜ୍ଞ, ଅଙ୍କୁରା ହସ୍ପିଟାଲ ମହିଳା ଓ ଶିଶୁଙ୍କ ପାଇଁ, ଡାକ୍ତର ବିଚିତ୍ରା ନନ୍ଦରାଉତ କହିଥିଲେ, “ପ୍ରିମାଚ୍ୟୁର ଶିଶୁ ହେଉଛନ୍ତି ଗର୍ଭାବସ୍ଥାର ୩୭ ସପ୍ତାହ ପୂର୍ବରୁ ଜନ୍ମ ହୋଇଥିବା ଶିଶୁ। ସମୟ ପୂର୍ବରୁ ଜନ୍ମ ହେଲେ ମଧ୍ୟ ସେମାନଙ୍କ ମଧ୍ୟରେ ଅପାର ସମ୍ଭାବନା ନିହିତ। ସମୟୋଚିତ ଚିକିତ୍ସା ହସ୍ତକ୍ଷେପ, ନିଓନାଟୋଲୋଜିଷ୍ଟ ଓ ଦକ୍ଷ ନବଜାତ ଚିକିତ୍ସାଦଳର ସମର୍ପିତ ସେବା ଏବଂ ଉପଯୁକ୍ତ ଏନ୍ଆଇ ସିୟୁ ସହାୟତା ଏହି ଶିଶୁମାନଙ୍କୁ ପ୍ରାରମ୍ଭିକ ଚ୍ୟାଲେଞ୍ଜ ଅତିକ୍ରମ କରିବାରେ ଓ ବିକାଶର ପର୍ଯ୍ୟାୟ ଗୁଡ଼ିକ ହାସଲକରିବାରେ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରେ।”

ଅଙ୍କୁରାର ପ୍ରତିଷ୍ଠାତା ତଥା ମ୍ୟାନେଜିଂ ଡାଇରେକ୍ଟର ଡାକ୍ତର କୃଷ୍ଣ ପ୍ରସାଦ ରାଓଭୁନ୍ନ କହିଥିଲେ, “ସମୟ ପୂର୍ବରୁ ପ୍ରସବ ଏକ ଗୁରୁତ୍ୱପୂର୍ଣ୍ଣ ଜନ ସ୍ୱାସ୍ଥ୍ୟ ଚିନ୍ତାର ବିଷୟ ହୋଇରହିଛି। ସମୟୋଚିତ ଚିକିତ୍ସା ଏବଂ ଏହି ଶିଶୁମାନଙ୍କ ପାଇଁ ଉପଲବ୍ଧ ସହାୟତା ବିଷୟରେ ସଚେତନତା ବଢ଼ାଇବା ଅତ୍ୟନ୍ତ ଜରୁରୀ। ପ୍ରିମିଥନ୍ମ ଧ୍ୟମରେ ଆମେ ଏହି ଆଲୋଚନାକୁ ହସ୍ପିଟାଲର ପରିସର ବାହାରକୁ ନେଇଯିବାକୁ, ଅନ୍ଧବିଶ୍ୱାସ ଓ ଭୁଲ୍ଧାରଣାକୁ ଦୂରକରିବାକୁ ଏବଂ ପ୍ରତ୍ୟେକ ପ୍ରିମାଚ୍ୟୁରଶିଶୁ ଙ୍କ ସପକ୍ଷରେ ସମାଜକୁ ଏକଜୁଟ୍ କରିବାକୁ ଆଶା କରୁଛୁ।”

ବିଶ୍ୱ ସ୍ୱାସ୍ଥ୍ୟସଂଗଠନ (WHO) ଓ ୟୁନିସେଫ୍ର ସର୍ବଶେଷ ବିଶ୍ୱସ୍ତରୀୟ ଆକଳନ ଅନୁଯାୟୀ, ଭାରତରେ ପ୍ରାୟ ୩.୦୨ନିୟୁତ ଶିଶୁ ସମୟ ପୂର୍ବରୁ ଜନ୍ମ ହୋଇଛନ୍ତି, ଯାହା ବିଶ୍ୱରେ ସର୍ବାଧିକ।  ଓଡ଼ିଶାରେ ମଧ୍ୟ ସମୟ ପୂର୍ବରୁ ପ୍ରସବ ଏକ ଉଲ୍ଲେଖନୀୟ ଚିନ୍ତାର ବିଷୟ, ଯାହା ଫଳରେ ରାଜ୍ୟରେ ସଚେତନତା ଓ ସମୟୋଚିତ ହସ୍ତକ୍ଷେପ ବିଶେଷ ଗୁରୁତ୍ୱପୂର୍ଣ୍ଣ। ପ୍ରିମିଥନ୍ମ ଭଳି ଉଦ୍ୟମ ସମୟ ପୂର୍ବରୁ ପ୍ରସବ ବିଷୟରେ ସୁଚିନ୍ତିତ ଆଲୋଚନାକୁ ଉତ୍ସାହିତ କରିବା ଏବଂ “ଶୀଘ୍ର ଆରମ୍ଭ ଶିଶୁର ଭବିଷ୍ୟତକୁ ନିର୍ଧାରଣ କରେ ନାହିଁ” ବାର୍ତ୍ତାକୁ ସୁଦୃଢ଼ କରିବା ପାଇଁ ଅତ୍ୟନ୍ତ ଜରୁରୀ।

Powered by Froala Editor

Tags Premature

Related articles Odisha News Lens 4.1

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...

    14532
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13839
    Nov 16, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...
    ବାଣିଜ୍ୟ

    ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...

    14738
    Nov 17, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15226
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15141
    Nov 16, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15221
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15161
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15350
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14650
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ...

    14532
    Nov 17, 2026
  • ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13839
    Nov 16, 2026
  • ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15161
    Nov 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17286
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17990
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17945
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18360
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14707
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14339
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15679
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14464
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14541
    Nov 05, 2026

ବାଣିଜ୍ୟ

ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର : ବିଶ୍ୱ ପ୍ରିମାଚ୍ୟୁରିଟି ଦିବସ ଅବସରରେ ଆୟୁ ଫାଉଣ୍ଡେସନ୍ ଏବଂ ଅଙ୍କୁରା ହସ୍ପିଟାଲ ପକ୍ଷରୁ ଆୟୋଜିତ ୫ କିଲୋମିଟର ପଦଯାତ୍ରାରେ ପରିବାର ସମେତ ଶହଶହ ଲୋକ ଏକାଠି ହୋଇଥିଲେ। ସମୟ ପୂର୍ବରୁ ଜନ୍ମହୋଇଥିବା କି ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14532
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13839
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14084
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15423
    Nov 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14624
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14650
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15226
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In