Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ...

  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ...

  • ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ...

  • ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ...

  • ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ...

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ...

  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ...

  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ...

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ...

  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ

ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ

2026-11-18 08:50:22
14344
Share:
Facebook
Twitter
E-Mail
WhatsApp
Telegram
ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ

ୟୁଗେ ୟୁଗେଁ ଭାରତ ସଂଗ୍ରହାଳୟର ପ୍ରଥମ ଗ୍ୟାଲେରୀରେ ଶୋଭାପାଇବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ । ୟୁଗେ ୟୁଗେଁ ଗ୍ୟାଲେରୀରେ ନୃତ୍ୟରତ ହରପ୍ପା କନ୍ୟା, ଜାତୀୟ ସଂଗ୍ରହାଳୟରୁ ତକ୍ଷଶିଳା ଗହଣା, ଲଘୁ ଚିତ୍ରକଳା ଓ ଗାନ୍ଧାର କଳାକୃତି ସ୍ଥାନ ପାଇବ । ଆସନ୍ତା ବର୍ଷ ୨ୟାର୍ଦ୍ଧରେ ନର୍ଥ ବ୍ଲକ୍‌ରେ ପ୍ରଥମ ଗ୍ୟାଲେରୀ ସର୍ବସାଧାରଣଙ୍କ ପାଇଁ ଖୋଲିବାର ଆଶା କରାଯାଉଛି । ସଂଗ୍ରହାଳୟ ନିର୍ମାଣ ଲାଗି କ୍ୟାବିନେଟ୍ ୩,୨୩୦ କୋଟି ଖର୍ଚ୍ଚ ଘୋଷଣା କରିଛି । ୨ୟ ପର୍ଯ୍ୟାୟରେ ୨୦୩୦-୩୧ରେ ସାଉଥ୍ ବ୍ଲକ୍‌ରେ ୨ୟ ଗ୍ୟାଲେରୀ ଉନ୍ମୋଚନ ହେବ । ସଂସ୍କୃତି ସଚିବ ବିବେକ ଅଗରୱାଲ ଏହା ସ୍ପଷ୍ଟ କରିଛନ୍ତି । 

୧୯୯୫ ମସିହାରେ କେନ୍ଦ୍ର ସରକାର ପ୍ରାୟ ୨୧୭ କୋଟି ବିନିମୟରେ ନିଜାମଙ୍କ ଗହଣା ଟ୍ରଷ୍ଟରୁ ୧୭୩ଟି ସଂଗ୍ରହ କିଣିଥିଲେ । ଏଥିରେ ଶେଷ ନିଜାମ ମିର ଓସମାନ ଅଲି ଖାନ୍‌ଙ୍କର ୧୮୪.୭୫ କ୍ୟାରେଟ୍ ଜ୍ୟାକବ୍ ହୀରା ଅଛି । ଓସମାନ ଏହାକୁ ପେପର୍‌ୱେଟ୍ ଭାବେ ବ୍ୟବହାର କରିଥିବା କୁହାଯାଏ। ସେବେଠୁ ଏହି ରତ୍ନସବୁ ଆର୍‌ବିଆଇ ହେପାଜତରେ ରହିଛି ।

ସମୟ ସମୟରେ ଦିଲ୍ଲୀ ସ୍ଥିତ ଜାତୀୟ ସଂଗ୍ରହାଳୟ ଓ ହାଇଦ୍ରାବାଦ ସ୍ଥିତ ସାଲାର ଜଙ୍ଗ ସଂଗ୍ରହାଳୟରେ ପ୍ରଦର୍ଶିତ ହୁଏ । ନିଜାମଙ୍କ ବଂଶଧର ଓ ହାଇଦ୍ରାବାଦର କିଛି ସମୂହ ସହରରେ ଏହି ରତ୍ନଗୁଡ଼ିକର ସ୍ଥାୟୀ ପ୍ରଦର୍ଶନ ନିମନ୍ତେ ଚାହିଁଥିଲେ । ତେବେ ସଂଗ୍ରହକୁ ହାଇଦ୍ରାବାଦ ନେବା ନିଷ୍ପତ୍ତି ହୋଇନଥିବା ଚଳିତ ବର୍ଷ ଆରମ୍ଭରେ ସରକାର ରାଜ୍ୟସଭାରେ କହିଥିଲେ । 


Powered by Froala Editor

Tags nizam

Related articles Odisha News Lens 4.1

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...
    ବାଣିଜ୍ୟ

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...

    13863
    Nov 18, 2026
  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର
    ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14069
    Nov 18, 2026
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14481
    Nov 17, 2026
  • ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ୭ ଲକ୍ଷ ଲୁଟ୍
    ଦେଶ-ଦେଶାନ୍ତର

    ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ୭ ଲକ୍ଷ ଲୁଟ୍

    15397
    Nov 18, 2026
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...
    ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...

    14462
    Nov 17, 2026
  • ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ
    ଦେଶ-ଦେଶାନ୍ତର

    ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ

    14344
    Nov 18, 2026
  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....
    ବିଶେଷ

    ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    14971
    Nov 18, 2026
  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ
    ଦେଶ-ଦେଶାନ୍ତର

    ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14916
    Nov 17, 2026
  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି
    ଦେଶ-ଦେଶାନ୍ତର

    କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14722
    Nov 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14722
    Nov 17, 2026
  • ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14069
    Nov 18, 2026
  • ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14481
    Nov 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17290
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17995
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17949
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18363
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    14971
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14739
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14368
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15708
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14492
    Nov 07, 2026

ବାଣିଜ୍ୟ

ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

ଭୁବନେଶ୍ୱର  : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲ ...

  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    14975
    Nov 17, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14756
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    14055
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14264
    Nov 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ପଞ୍ଚମ ଆନ୍ତଃବିଭାଗୀୟ କ୍ୟାରମ୍ ପ୍ରତିଯୋଗିତା ଉଦ୍‌ଘାଟିତ

    14462
    Nov 17, 2026
  • ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ପ୍ରିନ୍ସ ୱିଲିୟମ୍‌

    14977
    Nov 18, 2026
  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14916
    Nov 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In