Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମାରୋହରୁ ଫେରୁଥିଲେ, କେନାଲକୁ ...

  • ହିମାଚଳ ପ୍ରଦେଶରେ ବେଆଇନ ଔଷଧ କାରଖାନା ...

  • ୧୫ କୋଟିର ବ୍ୟବସାୟ ଛାଡ଼ି ଜୈନ ଦୀକ୍ଷା ...

  • ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ

  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ...

  • ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ...

  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ...

  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ...

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ...

  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ...

ରାଜ୍ୟ
Home ›› ରାଜ୍ୟ ››ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ତହସିଲଦାର

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ତହସିଲଦାର

2026-11-19 11:26:47
15242
Share:
Facebook
Twitter
E-Mail
WhatsApp
Telegram
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ତହସିଲଦାର

କଳାହାଣ୍ଡି: ନିକଟରେ ଓଡ଼ିଶା ରାଜସ୍ୱ ସେବା (ଓଆରଏସ) ଜଣେ ଅଧିକାରୀ ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ ଲାଞ୍ଚୁଆ ଅଫିସରଙ୍କ ଉପରେ ଏହାର କାଣିଚାଏ ପ୍ରଭାବ ପଡ଼ିନଥିବା ମନେ ହେଉଛି। କାରଣ ଲାଞ୍ଚ ନେଇ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଓଡ଼ିଶା ପ୍ରଶାସନିକ ସେବା  ଅଧିକାରୀ। ତାଙ୍କ ନାଁ ଚନ୍ଦନ କୁମାର ନାୟକ। ସେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡାରେ ତହସିଲଦାର ଭାବେ ନିଯୁକ୍ତ ହୋଇଛନ୍ତି। ଜମି ଚିହ୍ନଟ କରାଇ ଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ଏହା ପରେ ତହସିଲଦାର ଶ୍ରୀ ନାୟକଙ୍କ ସରକାରୀ କାର୍ଯ୍ୟାଳୟ ସମେତ ସରକାରୀ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍।  

Powered by Froala Editor

Tags vigilance

Related articles Odisha News Lens 4.1

  • ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ
    ଦେଶ-ଦେଶାନ୍ତର

    ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ

    15246
    Nov 19, 2026
  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର
    ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14343
    Nov 18, 2026
  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ...
    ମନୋରଞ୍ଜନ

    ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ...

    14404
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...
    ବାଣିଜ୍ୟ

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...

    14114
    Nov 18, 2026
  • ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର,  ଲତିଫ ଭଟ୍‌ ନିହତ
    ଦେଶ-ଦେଶାନ୍ତର

    ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଲତିଫ ଭଟ୍‌ ନିହତ

    14192
    Nov 18, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ...
    ବାଣିଜ୍ୟ

    ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ...

    15489
    Nov 18, 2026
  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା
    ଦେଶ-ଦେଶାନ୍ତର

    ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା

    13852
    Nov 18, 2026
  • ୧୫ କୋଟିର ବ୍ୟବସାୟ ଛାଡ଼ି ଜୈନ ଦୀକ୍ଷା ଗ୍ରହଣ କରିବେ ପରିବାର
    ଦେଶ-ଦେଶାନ୍ତର

    ୧୫ କୋଟିର ବ୍ୟବସାୟ ଛାଡ଼ି ଜୈନ ଦୀକ୍ଷା ଗ୍ରହଣ କରିବେ ପରିବାର

    14792
    Nov 19, 2026
  • ସମାରୋହରୁ ଫେରୁଥିଲେ, କେନାଲକୁ ଖସିପଡ଼ିଲା  ସ୍କର୍ପିଓ : ୬ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସମାରୋହରୁ ଫେରୁଥିଲେ, କେନାଲକୁ ଖସିପଡ଼ିଲା ସ୍କର୍ପିଓ : ୬ଜଣଙ୍କ ମୃତ୍ୟୁ

    14513
    Nov 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14343
    Nov 18, 2026
  • ବାଣିଜ୍ୟ

    ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ...

    15489
    Nov 18, 2026
  • ଦେଶ-ଦେଶାନ୍ତର

    ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଲତିଫ ଭଟ୍‌ ନିହତ

    14192
    Nov 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17292
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17997
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17951
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18366
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15219
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14766
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14395
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15736
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14519
    Nov 07, 2026

ବାଣିଜ୍ୟ

ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

ପୁରୀ: ପରିବର୍ତ୍ତନ ଗ୍ରହଣୀୟତା ପାଇଁ ଡାଟା ବିଜ୍ଞାନର ସ୍ଥାନୀୟକରଣ (ଲୋକାଲାଇଜିଂ ଡାଟା ସାଇନ୍ସ ଫର୍‌ ଚେଞ୍ଜ ଆଡାପ୍‌ଟେସନ / ଏଲ୍‌ଡିଏସ୍‌ସିସିଏ) ପ୍ରକଳ୍ପ ଅଧୀନରେ ତୃତୀୟ ଜିଲ୍ଲାସ୍ତରୀୟ ସମନ ...

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14114
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15185
    Nov 17, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14962
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    14098
    Nov 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14114
    Nov 18, 2026
  • ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ

    15246
    Nov 19, 2026
  • ହିମାଚଳ ପ୍ରଦେଶରେ ବେଆଇନ ଔଷଧ କାରଖାନା ଉପରେ ଚଢ଼ାଉ

    14151
    Nov 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In