Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ ...

  • ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ...

  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ...

  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ...

  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ ...

  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ...

  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ...

  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ...

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା ‘ଅକଓ୍ୱାନ’ ପରେ ସହରକୁ ସ୍ୱାଭାବିକ କରିବାକୁ ବିଏମ୍‌ସିର ତ୍ୱରିତ ପଦକ୍ଷେପ

ବାତ୍ୟା ‘ଅକଓ୍ୱାନ’ ପରେ ସହରକୁ ସ୍ୱାଭାବିକ କରିବାକୁ ବିଏମ୍‌ସିର ତ୍ୱରିତ ପଦକ୍ଷେପ

2026-11-20 16:31:52
14279
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା ‘ଅକଓ୍ୱାନ’ ପରେ ସହରକୁ ସ୍ୱାଭାବିକ କରିବାକୁ ବିଏମ୍‌ସିର ତ୍ୱରିତ ପଦକ୍ଷେପ

•    କ୍ଷେତ୍ର ପରିଦର୍ଶନ କରି ସ୍ଥିତି ପରଖିଲେ ମେୟର

•    ବିଭିନ୍ନ ୱାର୍ଡରେ ଡ୍ରେନ୍ ଓ କଲଭର୍ଟ ସଫେଇ ସହ ଜଳ ନିଷ୍କାସନ

•    ଉପୁଡ଼ି ପଡ଼ିଥିବା ଗଛ ଓ ଭଙ୍ଗା ଡାଳ ହଟାଇ ରାସ୍ତା ଅବରୋଧ ଦୂର


ଭୁବନେଶ୍ୱର, ତା ୨୦.୧୧.୨୦୨୬: ବାତ୍ୟା ‘ଅକଓ୍ୱାନ’ ଜନିତ ବର୍ଷା ଓ ପବନ ପରେ ସହରରେ ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବ୍ୟାପକ ସଫେଇ ଓ ଜଳ ନିଷ୍କାସନ କାର୍ଯ୍ୟ ଜାରି ରହିଛି। ସହରର ବିଭିନ୍ନ ୱାର୍ଡରେ ଡ୍ରେନ୍ ଓ କଲଭର୍ଟ ସଫେଇ, ପଙ୍କୋଦ୍ଧାର, ପମ୍ପ ଯୋଗେ ଜଳ ନିଷ୍କାସନ ଏବଂ ରାସ୍ତାରୁ ଭାଙ୍ଗି ପଡ଼ିଥିବା ଗଛ ଓ ଡାଳ ହଟାଇବା କାର୍ଯ୍ୟକୁ ଜୋରଦାର କରାଯାଇଛି। ଅଭିଯୋଗ ଓ ସୂଚନା ପାଇବା ମାତ୍ରେ ବିଏମ୍‌ସିର ସ୍ୱତନ୍ତ୍ର ଟିମ୍ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ପଦକ୍ଷେପ ନେଉଛନ୍ତି।

ଆଜି ସକାଳେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ଓ କମିଶନର ଶ୍ରୀ ଚଞ୍ଚଳ ରାଣା ଭିନ୍ନ ଭିନ୍ନ ସମୟରେ 24 ଘଣ୍ଟିଆ କମାଣ୍ଡ କଣ୍ଟ୍ରୋଲ ରୁମ୍ ବୁଲି ଦେଖିଥିଲେ । ପରେ ମାନନୀୟା ମେୟର ଶ୍ରୀମତୀ ଦାସ 4 ନମ୍ବର ଓ୍ୱାର୍ଡ ଓ  ଅନ୍ୟାନ୍ୟ ଓ୍ୱାର୍ଡ ବୁଲି ପରିସ୍ଥିତି ଅନୁଧ୍ୟାନ କରିଥିଲେ । ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କରି ସେଠାରେ ଥିବା ଲୋକମାନଙ୍କ ସହ ଆଲୋଚନା କରିଥିଲେ । ତେବେ ଲୋକମାନେ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳରେ ଭଲରେ ଥିବା ମାନନୀୟା ମେୟରଙ୍କୁ ଅବଗତ କରାଇଥିଲେ । ମେୟରଙ୍କ ସହ ସ୍ୱାସ୍ଥ୍ୟ ଓ ପରିମଳ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଶ୍ରୀ ବିରଞ୍ଚି ନାରାୟଣ ମହାସୂପକାର, ଓ୍ୱାର୍କ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଶ୍ରୀ ଶ୍ରୀଧର ବେହେରା, ସ୍ଲମ ସେଟଲମେଣ୍ଟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷା ଶ୍ରୀମତୀ ମହାମାୟା ସ୍ୱାଇଁ, କର୍ପୋରେଟର ଶ୍ରୀ ଅଜିତ୍ ବେହେରାଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । 

ଆଜି କଣ୍ଡରା ପୋଖରୀ ଡ୍ରେନ୍ ସଫେଇ ସହ ଜେଟିଂ ମେସିନ୍ ଦ୍ୱାରା କଲଭର୍ଟ ସଫା କରାଯାଇଛି। ସିଆର୍‌ପିଏଫ୍ ରାସ୍ତାର ସଫେଇ, ହଂସପାଳଠାରେ ଜଳ ନିଷ୍କାସନରେ ବାଧା ସୃଷ୍ଟି କରୁଥିବା ଆବର୍ଜନା ସଫା ଏବଂ ୫୯ ନମ୍ବର ୱାର୍ଡର ସରଧା ମଠ ନିକଟରୁ ପମ୍ପ ଯୋଗେ ବର୍ଷାଜଳ ନିଷ୍କାସନ କରାଯାଇଛି। ସେହିପରି ସିଆର୍‌ପିଏଫ୍ ଛକ ନିକଟ ପ୍ରିୟଦର୍ଶିନୀ ମାର୍କେଟ୍‌ରେ ଆର୍‌ ଆଣ୍ଡ୍‌ ବି ଡ୍ରେନ୍, ୧୫ ନମ୍ବର ୱାର୍ଡର ରେଣ୍ଟାଲ କଲୋନୀ ବିଦ୍ୟାଳୟ ସମ୍ମୁଖ ଡ୍ରେନ୍ ଏବଂ ସିଆର୍‌ପିଏଫ୍ ଛକ କଲଭର୍ଟ ସଫେଇ କରାଯାଇଛି।ଏହାବ୍ୟତୀତ ଝରଣା ସାହି ଡ୍ରେନ୍ ଓ କଲଭର୍ଟ, ଲକ୍ଷ୍ମୀସାଗର ଟ୍ରାଫିକ୍ ଛକ, ପୁରୁଣା ବସ୍‌ଷ୍ଟାଣ୍ଡ ନିକଟ ଡ୍ରେନ୍ ଏବଂ ନହରକଣ୍ଟା ୭ (ii) ଡ୍ରେନ୍‌ର ସଫେଇ ଓ ପଙ୍କୋଦ୍ଧାର କରାଯାଇଛି। କମଳା ନେହରୁ କଲେଜ ନିକଟରେ ଡ୍ରେନ୍ ସଫା କରାଯାଇ ଜମି ରହିଥିବା ବର୍ଷାଜଳର ନିଷ୍କାସନ ସୁଗମ କରାଯାଇଛି।

         ଅନ୍ୟପକ୍ଷରେ ବାତ୍ୟା ପ୍ରଭାବରେ ସହରର ବିଭିନ୍ନ ଅଞ୍ଚଳରେ ଉପୁଡ଼ି ପଡ଼ିଥିବା ଗଛ ଓ ଭାଙ୍ଗି ପଡ଼ିଥିବା ଡାଳଗୁଡ଼ିକୁ ବିଏମ୍‌ସି ଟିମ୍ ତୁରନ୍ତ କାଟି ହଟାଇଛନ୍ତି। ବିଡିଏ କଲୋନୀ ତାରିଣୀ ମନ୍ଦିର, ଶୈଳଶ୍ରୀ ବିହାର, ସାଲିଆ ସାହି, ନୀଳାଦ୍ରି ବିହାର ଲେନ୍-୩, ୧୭ ନମ୍ବର ୱାର୍ଡ ଅଫିସ୍ ସମ୍ମୁଖ, ସାମନ୍ତରାପୁର ଲିଙ୍ଗରାଜ ମନ୍ଦିର ରାସ୍ତା, ପୋଖରୀପୁଟ ଭକ୍ତ ମଧୁନଗର ଲେନ୍-୭, ୨୩ ନମ୍ବର ୱାର୍ଡର କଳିଙ୍ଗ ନଗର, ୩୦ ନମ୍ବର ୱାର୍ଡ, ଝାରପଡ଼ା ଛକ, ଅଶୋକ ନଗର, ୟୁନିଟ୍-୨, ମାଷ୍ଟର କ୍ୟାଣ୍ଟିନ୍ ଓ ରାଜମହଲ ଅଞ୍ଚଳରୁ ଗଛ ଓ ଡାଳ ହଟାଇ ରାସ୍ତା ଅବରୋଧ ଦୂର କରାଯାଇଛି।

         

ଏବେ ସୁଦ୍ଧା ବିଏମ୍ ସିର ସମସ୍ତ ଅଧିକାରୀ ଓ କର୍ମଚାରୀ ସଜାଗ ରହିଛନ୍ତି । କଣ୍ଟ୍ରୋଲ ରୁମରେ ଥିବା 1929 କିମ୍ବା ସୋସିଆଲ ମିଡିଆରେ ଯେ କୌଣସି ଅଂଚଳରୁ ଅଭିଯୋଗ ଆସିବା ମାତ୍ରେ, ଘଟଣାସ୍ଥଳରେ ଅଧିକାରୀ ଓ ରାପିଡ୍ ଆକ୍ସନ ଟିମ୍  ପହଞ୍ଚି ସମସ୍ୟାର ତୁରନ୍ତ ସମାଧାନ କରୁଥିବା ବିଏମ୍ ସି ପକ୍ଷରୁ କୁହାଯାଇଛି ।

Powered by Froala Editor

Tags BMC

Related articles Odisha News Lens 4.1

  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ
    ଦେଶ-ଦେଶାନ୍ତର

    ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13583
    Nov 20, 2026
  • ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ, ଦଳ ...
    ରାଜନୀତି

    ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ, ଦଳ ...

    14893
    Nov 20, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, ...
    ବାଣିଜ୍ୟ

    ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, ...

    15399
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ
    ବାଣିଜ୍ୟ

    ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13769
    Nov 20, 2026
  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !
    ଦେଶ-ଦେଶାନ୍ତର

    ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14663
    Nov 20, 2026
  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ
    ଦେଶ-ଦେଶାନ୍ତର

    ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ

    15507
    Nov 20, 2026
  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର
    ମନୋରଞ୍ଜନ

    ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15053
    Nov 20, 2026
  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...
    ଦେଶ-ଦେଶାନ୍ତର

    ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...

    13600
    Nov 19, 2026
  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା
    ରାଜନୀତି

    ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା

    15044
    Nov 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ

    15507
    Nov 20, 2026
  • ଦେଶ-ଦେଶାନ୍ତର

    ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ଉପରେ ଧ୍ୟାନ ଦେବା ଆବଶ୍ୟକ: ମୋଦୀ

    13600
    Nov 19, 2026
  • ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14044
    Nov 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17297
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18000
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18369
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15394
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14800
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14426
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15769
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14550
    Nov 07, 2026

ବାଣିଜ୍ୟ

ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର: ଗୋଷ୍ଠୀ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଏବଂ ପ୍ରତିଷେଧକ ସ୍ୱାସ୍ଥ୍ୟ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ବେଦାନ୍ତ ଆଲୁମିନିୟମ ରାୟଗଡ଼ା, କାଶିପୁର, ଭବାନୀପାଟଣା ...

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13769
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15725
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14350
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15200
    Nov 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15053
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13583
    Nov 20, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15399
    Nov 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In