Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ...

  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ...

  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

Home ›› ››୬ ମହିଳାଙ୍କ ଦେହରେ ରକ୍ତ ଜମାଟ ବାନ୍ଧିଲା, ‘ଜନ୍‌ସନ୍‌ ଆଣ୍ଡ୍‌ ଜନ୍‌ସନ୍‌’ ଟିକା ଉପରେ ରୋକ ଲଗାଇଲା ଆମେରିକା

୬ ମହିଳାଙ୍କ ଦେହରେ ରକ୍ତ ଜମାଟ ବାନ୍ଧିଲା, ‘ଜନ୍‌ସନ୍‌ ଆଣ୍ଡ୍‌ ଜନ୍‌ସନ୍‌’ ଟିକା ଉପରେ ରୋକ ଲଗାଇଲା ଆମେରିକା

2021-04-13 19:59:36
15631
Share:
Facebook
Twitter
E-Mail
WhatsApp
Telegram
୬ ମହିଳାଙ୍କ ଦେହରେ ରକ୍ତ ଜମାଟ ବାନ୍ଧିଲା, ‘ଜନ୍‌ସନ୍‌ ଆଣ୍ଡ୍‌ ଜନ୍‌ସନ୍‌’ ଟିକା ଉପରେ ରୋକ ଲଗାଇଲା ଆମେରିକା
ଜନସନ ଆଣ୍ଡ ଜନସନ ପ୍ରସ୍ତୁତ କରିଥିବା କରୋନା ଟିକାର ବ୍ୟବହାର ଉପରେ ଆଜି ଆମେରିକା ସରକାର ସାମୟିକ ଭାବେ ରୋକ ଲଗାଇ ଦେଇଛନ୍ତି। ଟିକା ନେବା ପରେ ୬ ଜଣ ମହିଳା ରକ୍ତ ଜମାଟ ଭଳି ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଏହି ରିପୋର୍ଟ ମିଳିବା ପରେ ଆମେରିକାର ଫୁଡ ଆଣ୍ଡ ଡ୍ରଗ ଆଡମିନଷ୍ଟ୍ରେସନ ଟିକାକରଣ ଉପରେ ରୋଗ ଲଗାଇଛି। ଆମେରିକାର ଔଷଧ ନିୟନ୍ତ୍ରକ ସଂସ୍ଥା‌ ଫୁଡ୍‌ ଆଣ୍ଡ୍‌ ଡ୍ରଗ୍‌ ଆଡ୍‌ମିନ୍‌ଷ୍ଟ୍ରେସନ୍‌ ପକ୍ଷରୁ ଏକ ଟ୍ବିଟ୍‌ ଯୋଗେ କୁହାଯାଇଛି ଯେ ‘ଆଜି ଏଫ୍‌ଡିଏ ଏବଂ ସିଡିସି(ସେଣ୍ଟ୍ରର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ୍‌‌)‌ ପକ୍ଷରୁ ଜନ୍‌ସନ୍‌ ଆଣ୍ଡ୍‌ ଜନ୍‌ସନ୍ କରୋନା ଟିକା ଉପରେ ଏକ ବିବୃତି ଜାରି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଏହି ଟିକାର ବ୍ୟବହାର ଉପରେ ରୋକ ଲଗାଇବାକୁ ଆମେ ସୁପାରିସ କରିଛୁ।’ ଟିକା ନେବା ପରେ ହିତାଧିକାରୀଙ୍କ ଶରୀରରେ ଯେଉଁ ଭଳି ଭାବେ ରକ୍ତ ଜମାଟ ବାନ୍ଧୁଛି ତାହା ନିଶ୍ଚୟ ଚିନ୍ତାର କାରଣ। ଏହି ଘଟଣାକୁ ନେଇ ଦେଶର ଚିକିତ୍ସା ଅନୁସନ୍ଧାନ ସଂସ୍ଥା, ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର ସମୀକ୍ଷା କରବେ ବୋଲି ଏଫ୍‌ଡିଏ ପକ୍ଷରୁ କୁହାଯାଇଛି। ତେବେ ଇତି ମଧ୍ୟରେ ୬୮ ଲକ୍ଷ ଲୋକ ଜନସନ ଆଣ୍ଡ ଜନସନର ପ୍ରସ୍ତୁତ କରିଥିବା ଟିକାର ଡୋଜ୍‌ ନେଇସାରିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଟିକାର ଦ୍ୱିତୀୟ ଡୋଜ୍‌ ମଧ୍ୟ ନେଇଛନ୍ତି। ଏହା ସତ୍ତ୍ୱେ ଟିକାକରଣ ଉପରେ ରୋକ ଲାଗିବାରୁ ସମସ୍ତଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି।
Tags johnson and johnson

Related articles Odisha News Lens 4.1

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14401
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13397
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14584
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13685
    Feb 22, 2026
  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ
    ଦେଶ-ଦେଶାନ୍ତର

    ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14807
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13457
    Feb 22, 2026
  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର
    ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14375
    Feb 22, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14631
    Feb 21, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ
    ଦେଶ-ଦେଶାନ୍ତର

    ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    14036
    Feb 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14807
    Feb 22, 2026
  • ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13685
    Feb 22, 2026
  • ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14584
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17348
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17418
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17760
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16235
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15827
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14454
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15222
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15936
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15951
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14961
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14474
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16084
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15369
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14631
    Feb 21, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    14036
    Feb 21, 2026
  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14807
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In