Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ରାଜ୍ୟ
Home ›› ରାଜ୍ୟ ››ଚିନ୍ତାଜନକ ସ୍ଥିତିରେ ୪ ଜିଲ୍ଲା, କେଉଁ କେଉଁ ଜିଲ୍ଲା ଜାଣନ୍ତୁ?

ଚିନ୍ତାଜନକ ସ୍ଥିତିରେ ୪ ଜିଲ୍ଲା, କେଉଁ କେଉଁ ଜିଲ୍ଲା ଜାଣନ୍ତୁ?

2021-08-09 07:15:14
15159
Share:
Facebook
Twitter
E-Mail
WhatsApp
Telegram
ଚିନ୍ତାଜନକ ସ୍ଥିତିରେ ୪ ଜିଲ୍ଲା, କେଉଁ କେଉଁ  ଜିଲ୍ଲା ଜାଣନ୍ତୁ?

ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ବି ଉପକୂଳ ଓଡ଼ିଶାର ୪ଟି ଜିଲ୍ଲା ଏବେବି ଚିନ୍ତାଜନକ ସ୍ଥିତିରେ ଅଛି । ଏଠାରେ ଭଦ୍ରକ ଓ ଗଞ୍ଜାମକୁ ଛାଡ଼ି ବାକି ସବୁ ଜିଲ୍ଲାରେ ଟେଷ୍ଟ ପଜିଟିଭିଟି ରେଟ୍ (ଟିପିଆର) ୧% ଉପରେ ରହିଛି । ଫଳରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ତଳକୁ ଖସୁନି ।  ୧୨୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣଙ୍କର ମୃତୁ୍ୟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଶନିବାର ୬୯,୪୨୭ଜଣଙ୍କର କୋଭିଡ ଟେଷ୍ଟ ହୋଇଥିବା ବେଳେ ଏଥିରୁ ୧୨୪୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଟିପିଆର୍ ୧.୭୯%ରହିଛି । ଏପରିକି ୧୮ଟି ଜିଲ୍ଲାରେ ଟିପିଆର ୧% ତଳେ ରହିଛି । ୧୨ଟି ଜିଲ୍ଲାରେ ଟିପିଆର ୧% ଉପରେ ଥିଲେ ହେଁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁରରେ ଟିପିଆର ୩% ଉପରେ ରହିଛି । ଜଗତସିଂହପୁରେ ଶନିବାର ୧୯୭୬ଜଣଙ୍କର ଟେଷ୍ଟିଂ ହୋଇଥିବା ବେଳେ ୮୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଠାରେ ଟିପିଆର ୪.୪୫% ରହିଛି । କଟକରେ ୫୬୭୪ଜଣଙ୍କର ଟେଷ୍ଟିଂ ହୋଇଥିବା ବେଳେ ଏଠାରୁ ୧୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଠାରେ ଟିପିଆର୍ ୩.୧୨% ରହିଛି । ପୁରୀରେ ୧୯୫୫ଜଣଙ୍କର ଟେଷ୍ଟିଂ ହୋଇଥିବାବେଳେ ଏଠାରୁ ୬୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଟିପିଆର୍ ୩.୫୩% ରହିଛି । ଖୋର୍ଦ୍ଧାରେ ୧୦୮୦୧ଜଣଙ୍କର ଟେଷ୍ଟିଂ ହୋଇଥିବାବେଳେ ୩୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଟିପିଆର୍ ୩.୬୯% ରହିଛି । ଏହାବାଦ ମୟୂରଭଞ୍ଜରେ ଟିପିଆର୍ ୧.୫%, ବାଲେଶ୍ୱରରେ ୧.୮%, ନୟାଗଡ଼ରେ ୧.୫%, ଢେଙ୍କାନାଳରେ ୨.୧%, ଯାଜପୁରରେ ୧.୪% ରହିଛି । ସବୁଠୁ କମ ଟିପିଆର କୋରାପୁଟରେ ରହିଛି । ଏଠାରେ ୧୫୯୯ଜଣଙ୍କର ଟେଷ୍ଟିଂ ହୋଇଥିବାବେଳେ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ୯,୮୭,୦୭୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯,୬୮,୪୫୩ଜଣ ସୁସ୍ଥ ହୋଇଛନ୍ତି । ୬୪୩୫ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି ।

Powered by Froala Editor

Tags corona

Related articles Odisha News Lens 4.1

  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15345
    Oct 19, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13951
    Oct 21, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14468
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14892
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15533
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13368
    Oct 21, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    16022
    Oct 19, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13701
    Oct 21, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15506
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15533
    Oct 20, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15345
    Oct 19, 2026
  • ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ...

    13951
    Oct 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14920
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15432
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14776
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14871
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15873
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14892
    Oct 20, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13701
    Oct 21, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    13951
    Oct 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In