Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ...

  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ...

  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ...

  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ...

  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ...

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସ୍ୱାଧୀନତା ଦିବସ ପୂର୍ବରୁ ଶ୍ରୀହରିକୋଟାରୁ ଉତ୍‌କ୍ଷେପଣ ହେବ ଜିସାଟ୍‌-୧

ସ୍ୱାଧୀନତା ଦିବସ ପୂର୍ବରୁ ଶ୍ରୀହରିକୋଟାରୁ ଉତ୍‌କ୍ଷେପଣ ହେବ ଜିସାଟ୍‌-୧

2021-08-09 07:40:51
14496
Share:
Facebook
Twitter
E-Mail
WhatsApp
Telegram
ସ୍ୱାଧୀନତା ଦିବସ ପୂର୍ବରୁ ଶ୍ରୀହରିକୋଟାରୁ ଉତ୍‌କ୍ଷେପଣ ହେବ ଜିସାଟ୍‌-୧

ସ୍ୱାଧୀନତା ଦିବସ ପୂର୍ବରୁ ଅଗଷ୍ଟ ୧୨ରେ ଭାରତ (ଜିଓ-ଇମେଜିଂ ସାଟେଲାଇଟ୍‌) ଜିସାଟ୍‌-୧ ଉତ୍‌କ୍ଷେପଣ କରିବାକୁ ଯାଉଛି । ଶ୍ରୀହରିକୋଟାଠାରେ ପ୍ରାତଃ ୫ଟା ୪୩ ମିନିଟ୍‌ରେ ଏହା ଉତ୍‌କ୍ଷେପଣ ହେବ । ଏହି ସାଟେଲାଇଟ୍ ଅତ୍ୟାଧୁନିକ ଭୂଚିତ୍ର ଉତ୍ତୋଳନକାରୀ ଉପଗ୍ରହ । ବିଶେଷ କରି ପାକିସ୍ତାନ ଓ ଚୀନ ଉପରେ ନଜର ରଖିବାକୁ ଏହି ସାଟେଲାଇଟ ଉତ୍‌କ୍ଷେପଣ କରାଯିବ । 

ଏହି ଉପଗ୍ରହ ପୂର୍ବରୁ ମାର୍ଚ୍ଚ ୨୮ ତାରିଖରେ ଉତ୍‌କ୍ଷେପଣ ହେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ସାମାନ୍ୟ ତ୍ରୁଟି ପରିଦୃଷ୍ଟ ହେବାରୁ ଏହାକୁ ସ୍ଥଗିତ ରଖାଯାଇଥିଲା। ପରେ ଏହା ଏପ୍ରିଲ୍ ଓ ତା’ପରେ ମେ ମାସରେ ଉତ୍‌କ୍ଷେପଣ ହେବ ବୋଲି ଆଶା କରାଯାଉଥିଲା। କିନ୍ତୁ କୋଭିଡ୍‌-୧୯ ମହାମାରୀ ଯୋଗୁଁ ଇସ୍ରୋ କାର୍ଯ୍ୟକ୍ରମ ବିଳମ୍ବ କରିବାକୁ ବାଧ୍ୟ ହୋଇଥିଲା। ଏବେ ଇସ୍ରୋର ଜିଏସ୍‌ଏଲ୍‌ଭି-ଏଫ୍‌ଆଇଓ ରକେଟ୍ ୨,୨୬୮ କେଜି ଓଜନବିଶିଷ୍ଟ ଜିସାଟ୍‌-୧ (କୋଡ୍‌ ନାମ ଇଓଏସ୍-୩)କୁ ଭୂ-କକ୍ଷପଥରେ ସ୍ଥାପନ କରିବ।

ପୃଥିବୀପୃଷ୍ଠରୁ ୩୬,୦୦୦ କିମି ଉପରେ ଭୂସ୍ଥିର-କକ୍ଷପଥରେ ସ୍ଥାପିତ ହେଲାପରେ ଭାରତର ଏହି ଉନ୍ନତ ‘ଆଇ ଇନ୍ ଦ ସ୍କାଇ’ ନିରବଚ୍ଛିନ୍ନ ଭାବରେ ଗୁରୁତ୍ବପୂର୍ଣ୍ଣ ସ୍ଥାନଗୁଡ଼ିକ ଉପରେ ନଜର ରଖିପାରିବ। ପୃଥିବୀ ଯେତିକି ବେଗରେ ବୁଲୁଛି ଏହା ଠିକ୍ ସେତିକି ବେଗରେ ବୁଲିବ। ତେଣୁ ଏହା ନିର୍ଦ୍ଦିଷ୍ଟ ସ୍ଥାନରେ ସ୍ଥିର ରହିବା ପରି ଜଣାପଡ଼ିବ ଏବଂ ପୃଥିବୀର ନିର୍ଦ୍ଦିଷ୍ଟ ବିରାଟ ଅଞ୍ଚଳ ଉପରେ ସର୍ବଦା ନଜର ରଖିପାରିବ। ଏହା ମଧ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ସାହାଯ୍ୟ କରିବ। ଇଓଏସ୍-୦୩ ଭାରତର ଛବି ଦିନକୁ ୪-୫ ଥର ଉତ୍ତୋଳନ କରିପାରିବ। ବନ୍ୟା ଓ ବାତ୍ୟା ପରିଚାଳନାରେ ମଧ୍ୟ ଏହା ସାହାଯ୍ୟ କରିବ। ଭାରତରେ କେଉଁଠି କେତେ ଶସ୍ୟ ହୋଇଛି ବା ମରୁଡ଼ି ହୋଇଛି, ଭାରତର ଜଙ୍ଗଲ ପରିମାଣ ବଢ଼ୁଛି ନା କମୁଛି, ଜଳ ଓ ସ୍ଥଳଭାଗ ତଥା ପାଣିପାଗ ଅବସ୍ଥା କିପରି ଅଛି ଆଦି ବିଷୟରେ ଏହି ଉପଗ୍ରହ ଆବଶ୍ୟକ ସୂଚନା ଦେଇପାରିବ। 

ଚଳିତବର୍ଷ ଏହା ଭାରତର ପ୍ରଥମ ମୌଳିକ ଉପଗ୍ରହ ଉତ୍‌କ୍ଷେପଣ ହେବ। ଫେବୃୟାରୀ ୨୮ ତାରିଖରେ ଇସ୍ରୋ କେତେକ ଦେଶୀ ଉପଗ୍ରହ ସମେତ ୧୮ଟି ଛୋଟ ଛୋଟ ଉପଗ୍ରହ ଲଞ୍ଚ କରିଥିଲା। ତା’ ସହ ବ୍ରାଜିଲର ମୌଳିକ ଉପଗ୍ରହ ଆମାଜନିଆ-୧କୁ ବି ଉତ୍‌‌କ୍ଷେପଣ କରିଥିଲା।

Powered by Froala Editor

Tags GISAT-1

Related articles Odisha News Lens 4.1

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13838
    Jul 06, 2026
  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର
    ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14777
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା
    ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15513
    Jul 06, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14144
    Jul 06, 2026
  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ
    ଦେଶ-ଦେଶାନ୍ତର

    ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15499
    Jul 06, 2026
  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13906
    Jul 06, 2026
  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13947
    Jul 06, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି
    ବିଶେଷ

    ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14751
    Jul 07, 2026
  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15172
    Jul 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15499
    Jul 06, 2026
  • ଦେଶ-ଦେଶାନ୍ତର

    ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ମୃତ୍ୟୁ

    14082
    Jul 06, 2026
  • ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14777
    Jul 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16966
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17577
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17631
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18029
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14751
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15298
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15304
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15182
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14607
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15832
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15701
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13805
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14916
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15172
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15513
    Jul 06, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13838
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In