Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

Home ›› ››ମୁହୂର୍ତ୍ତକରେ ମିଳିବ କୋଭିଡ ଟିକା ପ୍ରମାଣପତ୍ର

ମୁହୂର୍ତ୍ତକରେ ମିଳିବ କୋଭିଡ ଟିକା ପ୍ରମାଣପତ୍ର

2021-08-09 08:03:04
14969
Share:
Facebook
Twitter
E-Mail
WhatsApp
Telegram
ମୁହୂର୍ତ୍ତକରେ ମିଳିବ କୋଭିଡ ଟିକା ପ୍ରମାଣପତ୍ର

ନୂଆଦିଲ୍ଲୀ: କୋଭିଡ ଟିକା ପ୍ରମାଣପତ୍ର ଏବେ ହ୍ୱାଟସଆପରେ ମୁହୂର୍ତ୍ତକ ମଧ୍ୟରେ ମିଳିପାରିବ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଯାଉଥିବା ଲୋକଙ୍କ ପାଇଁ କେତେକ ରାଜ୍ୟ ସରକାର କରୋନା ଟିକା ନେବାକୁ ବାଧ୍ୟତାମୂଳକ କରିଛନ୍ତି । ସେହିଭଳି ଟିକା ନେଇଥିଲେ ହିଁ କେତେକ ପ୍ରତିଷ୍ଠାନ ଅନ୍ୟମାନଙ୍କୁ ପ୍ରବେଶ ଅନୁମତି ଦେଉଛନ୍ତି । ଏଭଳି ସ୍ଥିତିରେ ସରକାରଙ୍କର ଏଭଳି ପଦକ୍ଷେପକୁ ପ୍ରଶଂସା କରାଯାଇଛି । ହ୍ୱାଟସଆପ ଜରିଆରେ କୋୱିନ ଟିକାକରଣ ପୋର୍ଟାଲରୁ ସହଜରେ ଲୋକମାନେ ସେମାନଙ୍କ ଟିକାକରଣ ପ୍ରମାଣପତ୍ର ପାଇପାରିବେ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡଭିୟା କହିଛନ୍ତି, ଯେଉଁମାନେ ଏହି ପ୍ରମାଣପତ୍ର ଡାଉନଲୋଡ କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଗୋଟିଏ ଟେଲିଫୋନ ନମ୍ବରକୁ ହ୍ୱାଟସଆପ ମେସେଜ ପଠାଇ ପାରିବେ । ଏଥିପାଇଁ ଫୋନରେ ପ୍ରଥମେ +୯୧ ୯୦୧୩୧୫୧୫୧୫ ସେଭ କରିବାକୁ ହେବ । ଏହା ପରେ covid certificatର ଟାଇପ କରି ପଠାଇବାକୁ ହେବ । ତା ହା ପରେ ଏକ ଓଟିପି ଆସିବ । ଓଟିପି ଏଣ୍ଟର କରିଲେ ମୁହୂର୍ତ୍ତକ ମଧ୍ୟରେ ପ୍ରମାଣପତ୍ର ମିଳିଯିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ କରାଯାଇଛି । ବିଭିନ୍ନ ମହଲରୁ ଏହାକୁ ସ୍ୱାଗତ କରାଯାଇଛି । କଂଗ୍ରେସ ନେତା ତଥା ତିରୁଅନନ୍ତପୁରମ ସାଂସଦ ଶଶୀ ଥରୁର ଏହି ପ୍ରକି୍ରୟାକୁ ସହଜ ଏବଂ ତ୍ୱରିତ ବୋଲି ଦର୍ଶାଇଛନ୍ତି ।

Powered by Froala Editor

Tags covid certificate

Related articles Odisha News Lens 4.1

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    15070
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14843
    May 25, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି
    ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14506
    May 26, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13710
    May 26, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13371
    May 26, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13632
    May 25, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13505
    May 26, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14438
    May 26, 2026
  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15397
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14438
    May 26, 2026
  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13371
    May 26, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    15070
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16881
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17501
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17549
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17931
    Sep 06, 2023

ବିଶେଷ

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14506
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15730
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15022
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14432
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14555
    May 18, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15424
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15164
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15655
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13991
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15397
    May 26, 2026
  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14843
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    15070
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In