Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହାସାଗର ଭିତରେ ଶକ୍ତି ବଢାଉଛି ଭାରତ : ତିଆରି କରୁଛି ସିକ୍ରେଟ ସେନା ଆଡ୍ଡା

ମହାସାଗର ଭିତରେ ଶକ୍ତି ବଢାଉଛି ଭାରତ : ତିଆରି କରୁଛି ସିକ୍ରେଟ ସେନା ଆଡ୍ଡା

2021-08-09 08:43:44
15001
Share:
Facebook
Twitter
E-Mail
WhatsApp
Telegram
ମହାସାଗର ଭିତରେ ଶକ୍ତି ବଢାଉଛି ଭାରତ : ତିଆରି କରୁଛି ସିକ୍ରେଟ ସେନା ଆଡ୍ଡା

ମହାସାଗର ଭିତରେ ଶକ୍ତି ବଢାଉଛି ଭାରତ ସେନା । ଭାରତ ମହାସାଗର ମଧ୍ୟରେ ତିଆରି କରିଛି ସିକ୍ରେଟ ବିଶାଳ ସେନା ଆଡ୍ଡା । ଅନ୍ତରାଷ୍ଟ୍ରୀୟ ଗଣମାଧ୍ୟମ ଅଲ ଜଜିରାର ଏକ ରିପୋର୍ଟ ଆଧାରରେ ଏଭଳି ଦାବି କରିଛି।

ଅଲ ଜଜିରାର ତଥ୍ୟ ମୁତାବକ, ମରିସସ୍ ଠାରୁ ୧୧୦୦ କିଲୋମିଟର ଦୂର ଅଗାଲେଗା ଦ୍ୱୀପରେ ଭାରତ ନିଜ ସୈନ୍ୟ ଆଡ୍ଡା ନିର୍ମାଣ କରୁଛି। ସାଟେଲାଇଟ୍ ଇମେଜରୁ ଭାରତୀୟ ସେନାର ଏହି ନିର୍ମାଣ କାର୍ଯ୍ୟ ସ୍ପଷ୍ଟ ହୋଇଛି। ଏଠାରେ ଭାରତ ୩ କିଲୋମିଟର ଲମ୍ବ ଅନ୍ତରାଷ୍ଟ୍ରିୟ ସ୍ତରୀୟ ବିମାନ ବନ୍ଦର ନିର୍ମାଣ କରୁଛି, ଯାହା ଦ୍ୱାରା ଭାରତୀୟ ବାୟୁ ସେନାର ଲଢୁଆ ବିମାନ ଏଠାରେ ସହଜରେ ଅବତରଣ କରିପାରିବ।

ଅଗାଲେଗା ଭାରତ ମହାସାଗରରେ ଥିବା ମରିଶସ୍‌ର ନିୟନ୍ତ୍ରଣରେ ଥିବା ଏକ ଛୋଟ ଦ୍ବୀପ। ଅଗାଲେଗା ମୁଖ୍ୟ ମରିଶସ୍‌ ଦ୍ବୀପଠାରୁ ପ୍ରାୟ ୧୦୦୦ କିଲୋମିଟର ଦୂର ଉତ୍ତରରେ ରହିଛି। ଏହା ୧୨ କିଲୋମିଟର ଲମ୍ବା ଓ ପ୍ରାୟ ୧.୫ କିଲୋମିଟର ଚଉଡା। ସେଠାର ଜନସଂଖ୍ୟା ବହୁତ କମ୍। ଏକ ଅନୁମାନ ଅନୁସାରେ, ସେଠାରେ ମାତ୍ର ୩୦୦-୩୫୦ ଲୋକ ରୁହନ୍ତି।

ସବୁଠାରୁ ବଡ କଥା ଏହା ଯେ, ଅଗାଲେଗା ଦ୍ବୀପ ଯେଉଁଠାରେ ରହିଛି ସେହି କ୍ଷେତ୍ରରେ ଆମେରିକା ସେନା ଆଡ୍ଡା ଡିଏଗୋ ଗାର୍ସିୟା, ଚୀନର ସେନା ଆଡ୍ଡା ଜିବୁତି, ଫ୍ରାନ୍ସର ମିଲିଟାରୀ ବେସ୍ ରିୟୁନିୟୋରେ ରହିଛି। ଏହି ସମସ୍ତ ସେନା ଆଡ୍ଡ ସମୁଦ୍ର ଭିତରେ ରହିଛି। 

ଏବେ ଭାରତ ଦ୍ୱୀପ କୂଳରେ ଜାହଜ ଏବଂ ବୋଟଗୁଡିକୁ ଅଟକାଇବା ପାଇଁ ଜରୁରୀ ଇନ୍‌ଫ୍ରାଷ୍ଟ୍ରକ୍‌ଚର ନର୍ମାଣ କରୁଛି । P-8I ଭାରତୀୟ ସାମୁଦ୍ରିକ ପାଟ୍ରୋଲିଂ ବିମାନ ଦ୍ୱାରା ଏଠାରେ ସର୍ଭେଲାନ୍ସ କାର୍ଯ୍ୟ କରାଯିବ।  ସମୁଦ୍ର ପଥରେ ଆମେରିକା, ଚିନ୍, ବ୍ରିଟେନ୍ ଓ ଫ୍ରାନ୍ସ ପରି ସୁପର ପାୱାରମାନଙ୍କର ଶକ୍ତି ପ୍ରଦର୍ଶନ ପରେ ଏବେ ଏହି ପାୱାର ଗେମରେ ଭାରତ ମଧ୍ୟ ସାମିଲ ହେବାକୁ ଯାଉଛି।

Powered by Froala Editor

Tags INDIA

Related articles Odisha News Lens 4.1

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15017
    Mar 26, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15089
    Mar 25, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14736
    Mar 25, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14203
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14217
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13636
    Mar 26, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା
    ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15123
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14403
    Mar 27, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13903
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15089
    Mar 25, 2026
  • ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14203
    Mar 26, 2026
  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15017
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15089
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14989
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13973
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15124
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15671
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15527
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13827
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14403
    Mar 27, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14217
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15017
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In