Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

ରାଜ୍ୟ
Home ›› ରାଜ୍ୟ ››ବିଜୁ ମହିଳା ଜନତା ଦଳର ପର୍ଯ୍ୟବେକ୍ଷକଙ୍କ ନାମ ଜାଣନ୍ତୁ...

ବିଜୁ ମହିଳା ଜନତା ଦଳର ପର୍ଯ୍ୟବେକ୍ଷକଙ୍କ ନାମ ଜାଣନ୍ତୁ...

2021-08-09 09:04:34
13797
Share:
Facebook
Twitter
E-Mail
WhatsApp
Telegram
ବିଜୁ ମହିଳା ଜନତା ଦଳର ପର୍ଯ୍ୟବେକ୍ଷକଙ୍କ ନାମ ଜାଣନ୍ତୁ...

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ୩୫ ଜଣଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି କରାଯାଇଛି । ନୂଆ ପର୍ଯ୍ୟବେକ୍ଷକମାନେ ହେଲେ ଡ.ଲୋପାମୁଦ୍ରା ବକ୍ସିପାତ୍ର-ଖୋର୍ଦ୍ଧା, କସ୍ତୁରୀ ମହାପାତ୍ର-ଭୁବନେଶ୍ୱର, ଡ.ଗୀତାଞ୍ଜି ବସ୍ତିଆ-ଗଞ୍ଜାମ, ବାସନ୍ତୀ ମାଝି-ବ୍ରହ୍ମପୁର, ସଞ୍ଜୁକ୍ତା ମହାନ୍ତି-କେନ୍ଦୁଝର, ଉମିଲତା ଦାସ-ମୟୁରଭଞ୍ଜ-୧, ସୁମିତ୍ରା ଜେନା-ମୟୂରଭଞ୍ଜ-୨, ପ୍ରଭାସିନୀ ଷଡଙ୍ଗୀ-କଟକ, ସାଇଶ୍ରୀ ପଟ୍ଟନାୟକ -କଟକ ସଦର, ଜ୍ୟୋତି ପାଣିଗ୍ରାହୀ-ସୁନ୍ଦରଗଡ଼, ସାଧନା ସାମନ୍ତରାୟ-ରାଉରକେଲା, ସ୍ନିଗଧା ପାଣିଗ୍ରାହୀ-ରାୟଗଡ଼ା, ବାସନ୍ତୀ ମହାପାତ୍ର-ବାଲେଶ୍ୱର, ରୁନୁ ଜେନା-ନୟାଗଡ଼, ସଞ୍ଜୁକ୍ତା ମହଲ-ଜଗତସିଂହପୁର, ନିବେଦିତା ମହାନ୍ତି-ମାଲକାନଗିରି, ମମତା ବିଷୋୟୀ-କନ୍ଧମାଳ, ନିବେଦିତା ନାୟକ-ସମ୍ବଲପୁର, ସବିତା ମହାପାତ୍ର-କେନ୍ଦ୍ରାପଡ଼ା, କଲ୍ୟାଣୀ ନାୟକ-ବଲାଙ୍ଗୀର, ପୁଷ୍ପାଞ୍ଜଳି ରଣା-ଅନୁଗୁଳ, ଅନିମା କହଁର-କଳାହାଣ୍ଡି, ସନ୍ଧ୍ୟା ବିଶ୍ୱାଳ-ପୁରୀ, ପ୍ରଭାସିନୀ ନନ୍ଦ-ସୋନପୁର, ଭାରତୀ ସିଂ-ଯାଜପୁର, ମାଳତୀ ସାହୁ-ନୂଆପଡ଼ା, ମୀରା ପରିଡ଼ା-କୋରାପୁଟ, ଗୋପା ମହାନନ୍ଦ-ବରଗଡ଼, ସୁଭଦ୍ରା ଦାସ-ଭଦ୍ରକ, ପୁଷ୍ପାଞ୍ଜଳି ପାଣ୍ଡେ-ନବରଙ୍ଗପୁର, ରଞ୍ଜୁଲତା ରାୟ-ଢେ଼ଙ୍କାନାଳ, ସନ୍ଧ୍ୟାରାଣୀ ଲାକ୍ରା-ଝାରସୁଗୁଡ଼ା, ସିପ୍ରା ମହାନ୍ତି-ବୌଦ୍ଧ, ଜୟଶ୍ରୀ ଦାସ-ଗଜପତି ଓ ବନଜା ମହାନ୍ତି-ଦେବଗଡ଼ ।

Powered by Froala Editor

Tags bjd observer

Related articles Odisha News Lens 4.1

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14521
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15100
    Mar 05, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13862
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14762
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15448
    Mar 04, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15774
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15080
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13327
    Mar 06, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13995
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14601
    Mar 05, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14521
    Mar 04, 2026
  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14762
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14601
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15068
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14277
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15059
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14681
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14762
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15100
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15774
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In