Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

ବିଶେଷ
Home ›› ବିଶେଷ ››ଗର୍ଭବତୀ ଥିବା ସମୟରେ ଏହି ଅବହେଳା କରନ୍ତୁ ନାହିଁ

ଗର୍ଭବତୀ ଥିବା ସମୟରେ ଏହି ଅବହେଳା କରନ୍ତୁ ନାହିଁ

2021-08-10 07:04:04
14560
Share:
Facebook
Twitter
E-Mail
WhatsApp
Telegram
ଗର୍ଭବତୀ ଥିବା ସମୟରେ ଏହି ଅବହେଳା କରନ୍ତୁ ନାହିଁ

ପ୍ରେଗ୍ନେସୀ ବେଳେ ମହିଳାଙ୍କୁ ନିଜର ଖାସ୍‌ ଧ୍ୟାନ ରଖିବା ଉଚିତ୍‌ । ଏହି ସମୟରେ  ଖାଇବା ପିଇବା ଠାରୁ ନେଇ ସଠିକ୍‌ ଓଜନ ଉପରେ ମଧ୍ୟ ନଜର ରଖିବା ଜରୁରୀ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ମୁତାବିକ , ଏହି ସମୟରେ ମହିଳାମାନଙ୍କୁ  ନିଜର ଡାଇଟ୍‌ରେ କାର୍ବୋହାଇଡେଟ୍‌ , ପ୍ରୋଟିନ୍‌ ଓ ଗୁଡ୍ ଫ୍ୟାଟ୍‌ ଭଳି ସବୁ ନ୍ୟୁଟ୍ରିସନ ସାମିଲ୍‌ କରିବା ଆବଶ୍ୟକ । ଆସନ୍ତୁ ଜାଣିବା ଏହି ସମୟରେ ମହିଳାମାନେ କଣ ଖାଇବା ଉଚିତ୍‌ , ଆଉ ଜିନିଷ ଖାଇବାକୁ ବାରଣ ହୋଇଛି ।

ନିହାତି ଜରୁରୀ ପ୍ରୋଟିନ୍‌ –ଏହି ସମୟରେ କ୍ୟାଲସିୟମରେ ଭରପୂର ଜିନିଷ ସବୁ ଖାଇବା ଉଚିତ୍‌ । ଏଥିପାଇଁ ଆପଣ ପ୍ରତିଦିନର ଭୋଜନରେ ପନିପରିବା , ଟୋଫୁ, ଫଳମୂଳ , କମ୍‌ ଫ୍ୟାଟ୍‌ ଥିବା ଦୁଗ୍ଧ ଓ ଡାଇରୀ ପ୍ରଡକ୍ଟ ସାମିଲ କରି ପାରିବେ । ଭିଟାମିନ୍‌ ବି ୧୨ , ଆଇରନ୍‌ , ଓମେଗା ୩ ଓ ଫୋଲିଟ  ପାଇଁ ଫଳ  ସବୁଜ ପନିପରିବା, ନଟ୍‌ ଓ ଫିସ୍‌ ଖାଆନ୍ତୁ ।  ଏହା ବ୍ୟତୀତ  ବାଜରା, ବ୍ରାଉନ୍‌ ରାଇସ୍‌ ,ଡ଼ାଲି , ଓ ଘିଅ ମଧ୍ୟ ଖାଇ ପାରିବେ ।

ପ୍ରେଗ୍ନେସି ବେଳେ ଅଧିକ ଫାଇବାର ଯୁକ୍ତ ଖାଇବା ଉଚିତ୍ । ସେଓ , ନାସପତି , ସନ୍ତରା ,ଜାମୁ ,ପିଜୁଳି ଓ ବେରୀ ଆଦି ଖାଇ ପାରିବେ ।

ଏହି ସବୁ ଜିନିଷ ଖାଆନ୍ତୁ ନାହିଁ – ଅଧିକ କ୍ୟାଲୋରୀ ଯୁକ୍ତ ଜିନିଷ ପ୍ରୋସେଡ୍‌ ବା ପ୍ୟାକେଟ୍‌ ଯୁକ୍ତ ଫୁଡ୍‌ , ଆଲକହଲ , କଞ୍ଚା ଅଣ୍ଡା କି କଞ୍ଚା ମାଛ କେବେ ଖାଆନ୍ତୁ ନାହିଁ । ଏକାଥରେ ଅଧିକ ଖାଦ୍ୟ ନଖାଇ , ଅଳ୍ପ ଅଳ୍ପ କରି ଅନେକ ଥର ଖାଆନ୍ତୁ । ନିଜ ମନ ଇଚ୍ଛା କୌଣସି ଔଷଧ ଖାଆନ୍ତୁ ନାହିଁ ।

ଏହାସହ ମଧ୍ୟ କେବେ ଜଙ୍କ ଫୁଡ୍‌ ଖାଆନ୍ତୁ ନାହିଁ । ଅଧିକ ପାଣି ପିଅନ୍ତୁ । ଖାଇବାରେ ସାଲାଡ୍‌ ଖାଆନ୍ତୁ ।  

Powered by Froala Editor

Tags Pregnant lady

Related articles Odisha News Lens 4.1

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14378
    Sep 22, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    14000
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14098
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15432
    Sep 22, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14898
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15581
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13957
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14764
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13687
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15108
    Sep 23, 2026
  • ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ଅନିବାର୍ଯ୍ୟ

    13957
    Sep 21, 2026
  • ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15432
    Sep 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17117
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17803
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17778
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18187
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15108
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14923
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14471
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14717
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16348
    Sep 09, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15612
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15372
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14339
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15581
    Sep 21, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    14000
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14098
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In