Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭୟଙ୍କର ଆକଳନ କରିଛି ନାସା, ସମୁଦ୍ରରେ ବୁଡ଼ିଯିବ ପାରାଦୀପ!

ଭୟଙ୍କର ଆକଳନ କରିଛି ନାସା, ସମୁଦ୍ରରେ ବୁଡ଼ିଯିବ ପାରାଦୀପ!

2021-08-11 07:23:10
15288
Share:
Facebook
Twitter
E-Mail
WhatsApp
Telegram
ଭୟଙ୍କର ଆକଳନ କରିଛି ନାସା, ସମୁଦ୍ରରେ ବୁଡ଼ିଯିବ ପାରାଦୀପ!

ନୂଆଦିଲ୍ଲୀ: ଜାତିସଂଘର ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ଅନ୍ତଃସରକାରୀ କମିଟି (ଆଇପିସିସି)ର ରିପୋର୍ଟ ପ୍ରକାଶ ପାଇଛି । ପ୍ରଦୂଷଣ ଓ ଅନ୍ୟାନ୍ୟ କାରଣ ପାଇଁ ଆଗାମୀ ଦିନରେ ବିଶ୍ୱର ତାପମାତ୍ରା ଅସ୍ୱାଭାବିକ ଭାବେ ବୃଦ୍ଧି ପାଇବ । ଏହାଦ୍ୱାରା ବାତ୍ୟା, ବନ୍ୟା, ସମୁଦ୍ର ପତନ ବୃଦ୍ଧି, ମେରୁ ଅଞ୍ଚଳରେ ବରଫ ତରଳିବା ଏବଂ ଉଚ୍ଚ ପାର୍ବତ୍ୟାଞ୍ଚଳରେ ହିମସ୍ଫଳନ ଭଳି ଭୟଙ୍କର ବିପର୍ଯ୍ୟୟ ବାରମ୍ବାର ଭାରତ ସମେତ ବିଶ୍ୱର ବିଭିନ୍ନ ଅଞ୍ଚଳରେ ଦେଖାଦେବ ବୋଲି ସତର୍କ କରାଇ ଦିଆଯାଇଛି । ତେବେ ଉକ୍ତ ରିପୋର୍ଟକୁ ବ୍ୟବହାର କରି ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ଆଉ ଏକ ଭୟଙ୍କର ଆକଳନ କରିଛି । ଉପଗ୍ରହ ଏବଂ ଅନ୍ୟାନ୍ୟ ସାଧନକୁ ଉପଯୋଗ କରି ନାସା ଭାରତ ସଂପର୍କରେ କରିଥିବା ବିଶ୍ଳେଷଣରେ କହିଛି ଯେ ଚଳିତ ଶତାବ୍ଦୀ ଶେଷବେଳକୁ ଭାରତର ଉପକୂଳରେ ଥିବା ୧୨ଟି ସହର ପ୍ରତି ଭୀଷଣ ବିପଦ ରହିଛି । ସମୁଦ୍ର ପତନ ବୃଦ୍ଧି ଦ୍ୱାରା ଭାରତର ଏହି ୧୨ଟି ସହର ୩ ଫୁଟ ପର୍ଯ୍ୟନ୍ତ ପାଣିରେ ବୁଡ଼ିଯିବ । ସେଗୁଡ଼ିକ ମଧ୍ୟରେ ପାରାଦୀପ ସହିତ ମୁମ୍ବାଇ, ଚେନ୍ନାଇ, କୋଚି, ବିଶାଖାପାଟଣା, ଖିଦିରିପୁର, ତୁତିକୋରିନ, ମାଙ୍ଗାଲୋର, ମାରମାଗାଓ, ଓଖା, କାଣ୍ଡଲା ଏବଂ ଭାଉନଗର । ଜଳବାୟୁ ପରିବର୍ତ୍ତନକୁ ରୋକାନଗଲେ ଏହି ସହରଗୁଡ଼ିକ ବୁଡ଼ିଯିବ ବୋଲି ଆଶଙ୍କା ବ୍ୟକ୍ତ କରାଯାଇଛି ।

ଆଇପିସିସି ରିପୋର୍ଟରେ କୁହାଯାଇଛି ବିଶ୍ୱରେ ସମୁଦ୍ର ପତନ ହାରାହାରି ଯେତିକି ବୃଦ୍ଧି ପାଉଛି ଏସିଆ ମହାଦେଶରେ ତାହା ତୁଳନାରେ ଅଧିକ ବୃଦ୍ଧି ଘଟୁଛି । ପୂର୍ବରୁ ସମୁଦ୍ର ପତନରେ ଅସ୍ୱାଭାବିକ ପରିବର୍ତ୍ତନ ପ୍ରତି ୧୦୦ ବର୍ଷରେ ଥରେ ଦେଖିବାକୁ ମିଳୁଥିବା ବେଳେ ଆସନ୍ତା ୨୦୫୦ ମସିହା ସୁଦ୍ଧା ଏହା ପ୍ରତି ୬ରୁ ୯ ବର୍ଷ ଭିତରେ ଦେଖିବାକୁ ମିଳିବ । ଏକବିଂଶ ଶତାବ୍ଦୀ ସାରା ଉପୂକଳ ଅଞ୍ଚଳରେ ସମୁଦ୍ର ସ୍ତର ବୃଦ୍ଧି ଘଟିବ । ବର୍ତ୍ତମାନର ପ୍ରାରମ୍ଭିକ ଆକଳନ ଅନୁଯାୟୀ ଶତାବ୍ଦୀ ଶେଷବେଳକୁ ପାରାଦୀପରେ ସମୁଦ୍ର ପତନ ୧.୯୩ ଫୁଟ ବୃଦ୍ଧି ପାଇବାକୁ ଥିବାବେଳେ କାଣ୍ଡଲାରେ ୧.୮୭ ଫୁଟ, ଓଖାରେ ୧.୯୬ ଫୁଟ, ଭାଉନଗରରେ ୨.୭୦ ଫୁଟ, ମୁମ୍ବାଇରେ ୧.୯୦ ଫୁଟ, ମାରମାଗାଓରେ ୨.୦୬ ଫୁଟ, ମାଙ୍ଗାଲୋରରେ ୧.୮୭ ଫୁଟ, କୋଚିନ ୨.୩୨ ଫୁଟ, ଖିଦିରପୁର ୦.୪୯ ଫୁଟ, ବିଶାଖପାଟଣା ୧.୭୭ ଫୁଟ, ଚେନ୍ନାଇ ୧.୮୭ ଫୁଟ ଏବଂ ତୁତିକୋରିନରେ ୧.୯ ଫୁଟ ବୃଦ୍ଧି ପାଇବ । ଗୋଟିଏ ପଟେ ସମୁଦ୍ର ପତନ ବୃଦ୍ଧି ଏବଂ ଅନ୍ୟପଟେ ହିମାଳୟରେ ଗ୍ଲାସିୟର ତରଳିବା ଫଳରେ ୧୦୦ କୋଟି ଲୋକ ପ୍ରଭାବିତ ହେବେ ବୋଲି ବିଶେଷଜ୍ଞମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି ।


Powered by Froala Editor

Tags nasa

Related articles Odisha News Lens 4.1

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14582
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15734
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15120
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15212
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15280
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15169
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15500
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14917
    Sep 30, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    14932
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14582
    Oct 01, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15120
    Sep 30, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15212
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17143
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17796
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15312
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14029
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15769
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15335
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14709
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14738
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14389
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15957
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15500
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14582
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    14932
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In