Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ...

  • ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ...

  • ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ...

  • BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ...

  • ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ...

  • ତୃତୀୟ ସ୍ତ୍ରୀଙ୍କଠାରୁ ଅଲଗା ହେବେ ପବନ ...

  • ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ...

  • ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ...

  • ବିଧାୟିକାଙ୍କ ଅଜବ ବୟାନ : ବାଣ ଫୁଟାଇବା ...

  • ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ...

ରାଜ୍ୟ
Home ›› ରାଜ୍ୟ ››ଘାଟିରେ ଖସିଲା ଟ୍ରକ ; ୨ ମୃତ

ଘାଟିରେ ଖସିଲା ଟ୍ରକ ; ୨ ମୃତ

2021-08-11 09:02:46
14485
Share:
Facebook
Twitter
E-Mail
WhatsApp
Telegram
ଘାଟିରେ ଖସିଲା  ଟ୍ରକ ; ୨ ମୃତ

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ୧୦୦ ଫୁଟ ତଳକୁ ଏକ ପିଆଜ ବୋଝେଇ ଟ୍ରକ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି  । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ୨ ଜଣ ଟ୍ରକ ଚାଳକ ହୋଇଥିବା ବେଳେ ଗୁରୁତର ଆହତ ଜଣଙ୍କ ହେଲପର ବୋଲି ଜଣାପଡିଛି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତଙ୍କ ଘର ମହାରାଷ୍ଟ୍ରର ମାଲକାପୁରରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ସୂଚନା ଯୋଗ୍ୟ, ନାସିକରୁ ଏକ ପିଆଜ ବୋଝେଇ ଟ୍ରକ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା । ଆଜି ସକାଳେ ଟ୍ରକଟି ବାଙ୍ଗିରିପୋଷି ଘାଟି ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ୧୦୦ ଫୁଟ ତଳକୁ ଖସିପଡିଥିଲା । ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିଥିଲେ ।



Powered by Froala Editor

Tags accident

Related articles Odisha News Lens 4.1

  • ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ବ୍ରାଣ୍ଡେଡ୍ ଔଷଧର ଦାମ୍ ୫୦ ପ୍ରତିଶତରୁ ଅଧିକ ...
    ଦେଶ-ଦେଶାନ୍ତର

    ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ବ୍ରାଣ୍ଡେଡ୍ ଔଷଧର ଦାମ୍ ୫୦ ପ୍ରତିଶତରୁ ଅଧିକ ...

    15456
    Nov 10, 2026
  • ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ପର୍ଯ୍ୟନ୍ତ ନିଷେଧାଦେଶ ବଳବତ୍ତର
    ଦେଶ-ଦେଶାନ୍ତର

    ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ପର୍ଯ୍ୟନ୍ତ ନିଷେଧାଦେଶ ବଳବତ୍ତର

    14830
    Nov 10, 2026
  • BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ଅଧିନାୟିକା ନିଯୁକ୍ତ
    ଦେଶ-ଦେଶାନ୍ତର

    BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ଅଧିନାୟିକା ନିଯୁକ୍ତ

    14379
    Nov 10, 2026
  •  ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ସବୁବେଳେ କରୁଥିବି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ସବୁବେଳେ କରୁଥିବି: ଟ୍ରମ୍ପ

    14881
    Nov 09, 2026
  • କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ବିପୁଳ ହ୍ରାସ, ଗୋଟିଏ ବର୍ଷରେ କମିଛି ୭୫ ...
    ଦେଶ-ଦେଶାନ୍ତର

    କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ବିପୁଳ ହ୍ରାସ, ଗୋଟିଏ ବର୍ଷରେ କମିଛି ୭୫ ...

    14986
    Nov 10, 2026
  • ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?

    13838
    Nov 10, 2026
  • ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ପାଲଟିଗଲେ ଚୋର
    ଦେଶ-ଦେଶାନ୍ତର

    ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ପାଲଟିଗଲେ ଚୋର

    14305
    Nov 10, 2026
  • ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ପ୍ରାୟ ଶେଷ ହୋଇଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ପ୍ରାୟ ଶେଷ ହୋଇଛି: ଟ୍ରମ୍ପ

    13715
    Nov 10, 2026
  • ତୃତୀୟ ସ୍ତ୍ରୀଙ୍କଠାରୁ ଅଲଗା ହେବେ ପବନ କଲ୍ୟାଣ
    ମନୋରଞ୍ଜନ

    ତୃତୀୟ ସ୍ତ୍ରୀଙ୍କଠାରୁ ଅଲଗା ହେବେ ପବନ କଲ୍ୟାଣ

    15389
    Nov 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ପାଲଟିଗଲେ ଚୋର

    14305
    Nov 10, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ପର୍ଯ୍ୟନ୍ତ ନିଷେଧାଦେଶ ବଳବତ୍ତର

    14830
    Nov 10, 2026
  • ଦେଶ-ଦେଶାନ୍ତର

    BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ଅଧିନାୟିକା ନିଯୁକ୍ତ

    14379
    Nov 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17266
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17968
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17913
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18334
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14095
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15459
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14299
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14369
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14972
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15562
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14153
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14162
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14443
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ବିପୁଳ ହ୍ରାସ, ଗୋଟିଏ ବର୍ଷରେ କମିଛି ୭୫ ପ୍ରତିଶତ

    14986
    Nov 10, 2026
  • ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ବ୍ରାଣ୍ଡେଡ୍ ଔଷଧର ଦାମ୍ ୫୦ ପ୍ରତିଶତରୁ ଅଧିକ ହ୍ରାସ

    15456
    Nov 10, 2026
  • ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?

    13838
    Nov 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In