Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ...

  • ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ...

  • ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ...

  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ...

  • ‘ଜନ ନାୟକନ୍‌’କୁ ମିଳିଲା ‘A’ ...

  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ...

  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ...

  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ...

  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୃହମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

ଗୃହମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

2021-08-11 09:08:25
15440
Share:
Facebook
Twitter
E-Mail
WhatsApp
Telegram
ଗୃହମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ: ବିନା ବିରୋଧରେ ସଂସଦରେ ପାସ୍‌ ହୋଇଛି ଓବିସି ସଂଶୋଧନ ବିଲ୍‌। ଏଥିରେ ରାଜ୍ୟମାନଙ୍କୁ ପଛୁଆ ବର୍ଗଙ୍କ ତାଲିକା ପ୍ରସ୍ତୁତ କରିବା ପାଇଁ ସ୍ୱାଧୀନତା ମିଳିଛି। ଯାହା ଫଳରେ କେହି ସାମାଜିକ ଓ ଆର୍ଥିକ ନ୍ୟାୟରୁ ବଞ୍ଚିତ ହେବେନି। ଏହି ପ୍ରସଙ୍ଗରେ ବିଜେଡି ସାଂସଦମାନେ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଛନ୍ତି ଓ ୫୦ ପ୍ରତିଶତ ସଂରକ୍ଷଣ ସୀମା ହଟାଇବା ପାଇଁ ଦାବି କରିଛନ୍ତି।

ଓଡ଼ିଶା ପରି ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଆଦି ବିଭିନ୍ନ ବର୍ଗକୁ ମିଶିଲେ ପାଖାପାଖି ୩୯ ପ୍ରତିଶତ ସଂରକ୍ଷଣସ ସୀମା ଟପିଯାଉଛି। ଓବିସିଙ୍କୁ ୨୭ ପ୍ରତିଶତ ସଂରକ୍ଷଣ କେମିତି ଦିଆଯିବ। ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ବେଞ୍ଚ ସର୍ବୋଚ୍ଚ ସଂରକ୍ଷଣ ସୀମା ସର୍ବାଧିକ ୫୦ ପ୍ରତିଶତ ଧାର୍ୟ୍ୟ କରିଛନ୍ତି। ଏଣୁ ଓଡ଼ିଶା ଭଳି ରାଜ୍ୟରେ ମାତ୍ର ୧୧ ପ୍ରତିଶତ ଓବିସି ଲାଭ ପାଇପାରିବେ। ଗତକାଲି ସଂସଦରେ ଓବିସି ସଂଶୋଧନ ବିଲ୍‌ ଆଲୋଚନା ବେଳେ ୫୦ ପ୍ରତିଶତ ସଂରକ୍ଷଣ ସୀମା ହଟାଇବା ପାଇଁ ଦାବି ହୋଇଥିଲା। ବିଜେଡି ସହ ଶିବସେନା ସାଂସଦ ଏନେଇ ଦାବି କରିଥିଲେ। ଏହାପରେ ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ବିଜେଡି ସାଂସଦ ଭେଟି ଏନେଇ ଦାବିପତ୍ର ପ୍ରଦାନ କରିଛନ୍ତି।

Powered by Froala Editor

Tags Home minister

Related articles Odisha News Lens 4.1

  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...

    13469
    Jul 13, 2026
  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ
    ଦେଶ-ଦେଶାନ୍ତର

    ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13332
    Jul 13, 2026
  • ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍
    ମନୋରଞ୍ଜନ

    ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13598
    Jul 13, 2026
  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ସିଂ ‘ମୁଁ ଆତ୍ମହତ୍ୟା କରିଦେବି….’
    ଦେଶ-ଦେଶାନ୍ତର

    ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ସିଂ ‘ମୁଁ ଆତ୍ମହତ୍ୟା କରିଦେବି….’

    13316
    Jul 13, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ

    13973
    Jul 13, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15604
    Jul 12, 2026
  • ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ନିଲମ୍ବିତ ହେବେ ପ୍ରଧାନମନ୍ତ୍ରୀ, ...
    ଦେଶ-ଦେଶାନ୍ତର

    ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ନିଲମ୍ବିତ ହେବେ ପ୍ରଧାନମନ୍ତ୍ରୀ, ...

    15497
    Jul 13, 2026
  •  ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

    14609
    Jul 13, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13724
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13332
    Jul 13, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

    13469
    Jul 13, 2026
  • ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13724
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16973
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17585
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17639
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18039
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14399
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14819
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15570
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15679
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15491
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15844
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15711
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13818
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14940
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13724
    Jul 12, 2026
  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ସିଂ ‘ମୁଁ ଆତ୍ମହତ୍ୟା କରିଦେବି….’

    13316
    Jul 13, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15604
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In